• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଦ୍ମପୁର ଉପନିର୍ବାଚନରେ ବିଜେପିର ଘମାସାନ ପ୍ରଚାର ; ନଭେମ୍ବର ୨୭ରେ ପ୍ରଚାରରେ ଆସିବେ କେନ୍ଦ୍ର ରେଳ ଓ କୃଷିମନ୍ତ୍ରୀ : ଗୋଲକ ମହାପାତ୍ର

Proprietor Abhimanyu Maharana by Proprietor Abhimanyu Maharana
November 25, 2022
in ଓଡ଼ିଶା, ବରଗଡ଼, ହୋମ୍
0
ପଦ୍ମପୁର ଉପନିର୍ବାଚନରେ ବିଜେପିର ଘମାସାନ ପ୍ରଚାର ; ନଭେମ୍ବର ୨୭ରେ ପ୍ରଚାରରେ ଆସିବେ କେନ୍ଦ୍ର ରେଳ ଓ କୃଷିମନ୍ତ୍ରୀ : ଗୋଲକ ମହାପାତ୍ର
Share on FacebookShare on TwitterWhatsapp

୨୫ ନଭେମ୍ବର ଶୁକ୍ରବାର (ଓଡ଼ିଶା ତାଜାନ୍ୟୁଜ ) ପଦ୍ମପୁର :- ପଦ୍ମପୁର ଉପନିର୍ବାଚନରେ ବିଜେପି ପାର୍ଥୀ ପ୍ରଦିପ ପୁରୋହିତଙ୍କ ପାଇଁ ପ୍ରଚାର କରିବା ପାଇଁ ନଭେମ୍ବର ୨୭ରେ କେନ୍ଦ୍ରୀୟ ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଆସୁଛନ୍ତି । ସେମାନେ ନଭେମ୍ବର ୨୭ ତାରିଖ ଦିନ ସକାଳ ୧୧ଟାରେ ସେମାନଙ୍କର ନିର୍ବାଚନ ସଭା କରିବେ ବୋଲି ଆଜି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ବିଜେପିର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର । ସେହିଭଳି ନଭେମ୍ବର ୨୬ ତାରିଖରେ ପଦ୍ମପୁର ନିର୍ବାଚନ ମଣ୍ଡଳୀର ଝାରବନ୍ଧ ବ୍ଲକରେ ନିର୍ବାଚନୀ ସଭାରେ ଯୋଗ ଦେବା ପାଇଁ ଆସିବେ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ।

ବୈଜୟନ୍ତ ପଣ୍ଡା ଓ ସମ୍ବିତ ପାତ୍ର ଆସନ୍ତା କାଲି ଝାରବନ୍ଧ ବ୍ଲକର ବିଲାସପୁର ଗ୍ରାମ ପଂଚାୟତରେ ସକାଳ ୧୧ଟାରେ ନିର୍ବାଚନୀ ସଭା କରିବେ । ଏହା ପରେ ସମ୍ବିତ ପାତ୍ର କୁମୀର ଓ ଜଗଦଳପୁର ରେ ଆଉ ଦୁଇଟି ନିର୍ବାଚନୀ ସଭାରେ ଉଦବୋଧନ ଦେବେ ବୋଲି ଶ୍ରୀ ମହାପାତ୍ର କହିଛନ୍ତି । ପଦ୍ମପୁର ଉପନିର୍ବାଚନରେ ବିଜେପି ସପକ୍ଷରେ ଭୋଟରଙ୍କ ମନ ଢଳୁଛି । ପଦମପୁର ଉପ ନିର୍ବାଚନରେ ପଦମପୁରର ଲୋକମାନଙ୍କ ପ୍ରତି ଶାସକ ବିଜୁ ଜନତା ଦଳ କରିଥିବା କ୍ରମାଗତ ଅବହେଳା ବିରୋଧରେ ଲୋକମାନେ ସ୍ୱର ଉଠାଇଲେଣି ।

କେନ୍ଦ୍ରରେ ବିଜେପି ସରକାର ପଦମପୁରର ଅନେକ ମୌଳିକର ସମାଧାନ କରିବା ପାଇଁ ଚେଷ୍ଟା କରିଛି । ରାଜ୍ୟ ସରକାରଙ୍କର ଅପାରଗତା ଓ ବୀମା କମ୍ପାନୀମାନଙ୍କ ସହିତ ମଧୁଚନ୍ଦ୍ରିକା କାରଣରୁ ଫସଲ ବୀମା ଯୋଜନାରେ ଚାଷୀମାନେ ସେମାନଙ୍କର ନ୍ୟାର୍ଯ୍ୟ ହକରୁ ବଂଚିତ ହେଉଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ହସ୍ତକ୍ଷେପ ଏହାର ସମାଧାନ ହେଲା, ଚାଷୀମାନଙ୍କୁ ବୀମା ଅର୍ଥ ମିଳିଲା ।

ସେହିଭଳି ପଦମପୁରରେ ରେଳ ଚାଲିବା ପାଇଁ ଥିବା ବହୁତ ଦିନର ଦାବିକୁ କେନ୍ଦ୍ର ସରକାର ୨୦୨୧ରେ ଅନୁମୋଦନ ଦେଇସାରିଥିବା ବେଳେ ରାଜ୍ୟ ସରକାର ଜମି ଯୋଗାଇ ନଦେବା ପାଇଁ ପ୍ରକଳ୍ପ କାମ ଆଗେଇ ପାରୁନି ବୋଲି ଶ୍ରୀ ମହାପାତ୍ର କହିଥିଲେ । ଆଜି ବିଜେପି ପାଇଁ ପ୍ରଚାର ମୈଦାନରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି, ସାଂସଦ ସୁରେଶ ପୁଜାରି, ସଂଗିତା ସିଂହଦେଓ, ବସନ୍ତ ପଣ୍ଡା, ଜୁଏଲ ଓରାମ, ବରିଷ୍ଠ ନେତା କନକ ବର୍ଦ୍ଦନ ସିଂହଦେଓ, ମନମୋହନ ସାମଲ ଆଦି ପ୍ରଚାରେ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version