• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଦ୍ମପୁର ଉପନିର୍ବାଚନରେ ବିଜେପି ପାଇଁ ପ୍ରଚାର ମୈଇଦାନରେ ବୈଜୟନ୍ତ ଓ ସମ୍ବିତ

Proprietor Abhimanyu Maharana by Proprietor Abhimanyu Maharana
November 26, 2022
in ଓଡ଼ିଶା, ବରଗଡ଼, ହୋମ୍
0
ପଦ୍ମପୁର ଉପନିର୍ବାଚନରେ ବିଜେପି ପାଇଁ ପ୍ରଚାର ମୈଇଦାନରେ ବୈଜୟନ୍ତ ଓ ସମ୍ବିତ
Share on FacebookShare on TwitterWhatsapp

୬ ନଭେମ୍ବର ଶନିବାର (ଓଡ଼ିଶା ତାଜାନ୍ୟୁଜ ) ପଦ୍ମପୁର :- ପଦ୍ମପୁର ଉପନିର୍ବାଚନରେ ଆଜି ବିଜେପି ପାଇଁ ପ୍ରଚାର କରିଛନ୍ତି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର । ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଏବଂ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଆଜି ଝାରବନ୍ଧର ବିଳାଶପୁରରେ ଏକ ବିଶାଳ ଜନସଭାକୁ ସମ୍ବୋଦ୍ଦିତ କରିଥିଲେ । ଏହି ଅବସରରେ ସ୍ଥାନୀୟ ସାଂସଦ ଶ୍ରୀ ସୁରେଶ ପୁଜାରୀ ଏବଂ ପ୍ରାର୍ଥୀ ଶ୍ରୀ ପ୍ରଦୀପ ପୁରୋହିତ ମଧ୍ୟ ଉପସ୍ଥିତ ଥିଲେ ।ନିର୍ବାଚନ ସଭାରେ ବୈଜୟନ୍ତ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପାଇଁ ରାଜ୍ୟ ସରକାର କିଛି କରିନାହାନ୍ତି । ୨୨ ବର୍ଷ ତଳେ ପଶ୍ଚିମ ଓଡିଶାର ଜଳସେଚନର ଯାହା ସମସ୍ୟା ଥିଲା ତାହା ଆଜି ବି ସେମିତି ରହିଛି । ବରଗଡ-ନୁଆପଡା ରେଳ ପ୍ରକଳ୍ପ ଯେଉଁଥିରେ ପଦମପୁରରେ ରେଳ ଚାଲିପାରିବ ସେହି ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଜମି ଦେଲେ ନାହିଁ । କେନ୍ଦ୍ର ସରକାର ରେଳ ପ୍ରକଳ୍ପ ପାଇଁ ଅର୍ଥ ଦେବାକୁ ଚାହୁଁଥିବା ବେଳେ ରାଜ୍ୟ ସରକାର ଜମି ନଦେବା କାରଣରୁ ସେହି ପ୍ରକଳ୍ପ ଆରମ୍ବ ହୋଇପାରିଲା ନାହିଁ । ପଦମପୁରବାସୀଙ୍କ ପ୍ରତି ଏ ରାଜ୍ୟ ସରକାର ବହୁତ ଅନ୍ୟାୟ କରିଛନ୍ତି । ଏବେ ହୋଇଥିବା ଧାମନଗର ଉପନିର୍ବାଚନରେ ବିଜେପିର ବିଜୟ ହୋଇଥିଲା । ବର୍ତମାନ ଚାଲିଥିବା ପଦମପୁର ଉପନିର୍ବାଚନରେ ମଧ୍ୟ ବିଜେପିର ବିଜୟ ହେବ । ଧାମନଗରରେ ଯେଉଁ ଭଳି ଭାବରେ ଲୋକମାନେ ପରିବର୍ତନ ସପକ୍ଷରେ ଭୋଟ ଦେଇଥିଲେ ପଦମପୁରରେ ବି ସମାନ ଭାବରେ ପରିବର୍ତନ ସପକ୍ଷରେ ଭୋଟ ଦେବେ ବୋଲି ବୈଜୟନ୍ତ କହିଛନ୍ତି । ନିର୍ବାଚନ ସଭାରେ ସମ୍ବିତ ପାତ୍ର କହିଛନ୍ତି ଯେ ପଦମପୁରରେ ପାର୍ଥୀ ହୋଇଥିବା ପ୍ରଦିପ ପୁରୋହିତ ଏହି ଅଂଚଳର ସୁରକ୍ଷା, ବିକାଶ ପାଇଁ ବହୁତ କିଛି କରିଛନ୍ତି । ଏହି ଅଂଚଳର ସମସ୍ୟାକୁ ବିଧାନସଭାରେ କେବଳ ପ୍ରଦିପ ପୁରୋହିତ ହିଁ ଉଠାନ୍ତି । ବାକି ବିଜେଡିର ଯେତେ ବିଧାୟକ ହୋଇଛନ୍ତି ସେମାନେ କେବେ ବି ପଦମପୁରର କଥା ଉଠାନ୍ତି ନାହିଁ । ପଦମପୁରର ଚାଷୀଙ୍କ ଫସଲ ବୀମା ପଇସା ଯଦି ମିଳିଛି ତାହା ପ୍ରଦିପ ପୁରୋହିତଙ୍କ ପାଇଁ ମିଳିଛି । ଓଡିଶା ସରକାର ପଦମପୁରବାସୀଙ୍କ ପ୍ରତି ସାବତ ପୁଅ ଭଳି ବ୍ୟବହାର କରୁଛନ୍ତି । ପଦମପୁରର ଲୋକମାନେ ଏଥର ବିଜେଡିକୁ ହରାଇବା ସହ ବିଜେପିକୁ ଜିତାଇବେ । ଝାରବନ୍ଧର ବିଳାସପୁର ପରେ ସମ୍ବିତ ପାତ୍ର କୁମିରା ଓ ଜଗଦଳପୁରରେ ଆଉ ଦୁଇଟି ବୈଠକ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

March 11, 2026
୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

March 11, 2026
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

March 11, 2026
୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version