• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୁଡୁମୁଲୁଗୁମ୍ମା ମିନି ଷ୍ଟାଡିୟମରେ ମାଁ ଭୈରବୀ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ୨୦୨୨ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
November 28, 2022
in ଓଡ଼ିଶା, ମାଲକାନଗିରି, ହୋମ୍
0
କୁଡୁମୁଲୁଗୁମ୍ମା ମିନି ଷ୍ଟାଡିୟମରେ ମାଁ ଭୈରବୀ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ୨୦୨୨ ଉଦଘାଟିତ
Share on FacebookShare on TwitterWhatsapp

୨୮ ନଭେମ୍ବର ସୋମବାର (ଓଡ଼ିଶା ତାଜାନ୍ୟୁଜ ) କୁଡୁମୁଲୁଗୁମ୍ମା :-  ମାଁ ଭୈରବୀ ସ୍ପୋର୍ଟସ କ୍ଲବ କୁଡୁମୁଲୁଗୁମ୍ମା ତରଫରୁ ଅନ୍ତଃରାଜ୍ୟ ସ୍ତରୀୟ ମାଁ ଭୈରବୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ୨୦୨୨ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଉଦ୍ ଘାଟିତ ହୋଇଯାଇଛି। ଏହି ଫୁଟବଲ୍ ର ମହାକୁମ୍ଭରେ ବିଶ୍ଵକପ ୨୦୨୨ କତ୍ତାର ଭଳି ଫୁଟବଲ ର ଫିଭର୍ ଓ ଉତ୍ସାହ ନେଇ ଶୁଭାରମ୍ଭ ହୋଇଥିଲା। ଉଦ୍ ଘାଟନ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ପଟାଙ୍ଗୀ ବିଧାୟକ ଶ୍ରୀଯୁକ୍ତ ପ୍ରୀତମ୍ ପାଢି, ସମ୍ମାନିତ ଅତିଥି ଭାବେ ସମାଜସେବୀ ହିମାଂଶୁ ଶେଖର ମହାପାତ୍ର, ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ଭାବେ ପୋଲିସ ଇନ୍ସପେକ୍ଟର ଲକ୍ଷ୍ମୀ ନାରାୟଣ ମୁଦୁଲି, ଖଇରପୁଟ ବ୍ଲକ ଅଧ୍ୟକ୍ଷ ବିଘ୍ନରାଜ କିର୍ସାନୀ, ଅ, ପଞ୍ଚାୟତ ସମିତି, ଖଇରପୁଟ ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ବଳି ମାଝୀ ପ୍ରମୁଖ ଯୋଗଦାନ କରି ଫୁଟବଲ୍ ପ୍ରେମୀ ଜନତା ଙ୍କୁ ଉତ୍ସାହିତ କରିଥିଲେ। ସ୍ୱର୍ଗତ ସଞ୍ଜୟ ବିଶ୍ୱାସ ଙ୍କ ଫୋଟୋ ରେ ମାଲ୍ୟାର୍ପଣ ସହ ତାଙ୍କ ବାପା ସୁସେନ ବିଶ୍ୱାସ ଙ୍କୁ ଉପଢୌକନ ଦେଇ ସମ୍ବର୍ଧିତ କରାଯାଇଥିଲା।

ଉଦ୍ ଘାଟନୀ ମ୍ୟାଚ ରେ ଭୂବନେଶ୍ୱର ମହିଳା ଫୁଟବଲ ଦଳ ୩/୧ ରେ‌ ବରଗଡ ବରପାଲି ଦଳକୁ ହରାଇ ବିଜୟୀ ହୋଇଥିଲେ। ଉତ୍ସବ କୁ ସାହିତ୍ୟିକ ତଥା କବି ଶ୍ରୀ ବଳରାମ ପୂଜାରୀ ସଂଯୋଜନା କରିବା ସହ କୁଡୁମୁଲୁଗୁମ୍ମା ମାଟିରେ, ଫୁଟବଲ୍ ଖେଳ ର ଐତିହ୍ୟ ଓ ପରମ୍ପରା ବିସ୍ତାର ଭାବେ ବର୍ଣ୍ଣନା କରିଥିଲେ । ଆୟୋଜନ ର ମୁଖ୍ୟ ପୁରୋଧା ଦିବାକର ସୁନା,ବୁଲୁ ରାଉତ,ଟୁଲୁ ରାଉତ, ଅଶୋକ ପ୍ରଧାନ,ଗୋପି ପାଙ୍ଗି, ମଙ୍ଗଳା ମାଢି, ହେମନ୍ତ କୁମାର ଦାଶ, ଭକ୍ତ ଚରଣ ବନୀକ,ମଙ୍ଗୁ ଖିଲ, ଚିତ୍ତରଞ୍ଜନ ପଟ୍ଟନାୟକ, ସହଦେବ ଶିଶା, ବାଳକୃଷ୍ଣ ପ୍ରଧାନ, ଭଗବାନ ସାହୁ, ଦେବେନ୍ଦ୍ର ରାଉତ, ସେଖ୍ ମୁକତାର ମହମ୍ମଦ, ଲଳୀତ ରାଉତ, କୃଷ୍ଣଚନ୍ଦ୍ର ସାହୁ ଓ ମାଁ ଭୈରବୀ ଫୁଟବଲ କ୍ଲବ କୁଡୁମୁଲୁଗୁମ୍ମା ର ସମସ୍ତ ସଭ୍ୟ ସହଯୋଗ କରିଥିଲେ । ଆସନ୍ତା କାଲିଠାରୁ ଟୁର୍ଣ୍ଣାମେଣ୍ଟର ମ୍ୟାଚ ଗୁଡ଼ିକ ଆହୁରି ରୋମାଞ୍ଚିତ ହେବ ବୋଲି ସ୍ଥାନୀୟ ଖେଳପ୍ରେମୀ ମତ ଦେଇଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

July 26, 2026
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

July 26, 2026
ଜନ୍ମବେଦୀରେ ସରିଲା ଶ୍ରୀଜିଉଙ୍କ ଲୀଳାଖେଳ : “ଜୟ ଜଗନ୍ନାଥ” ଧ୍ୱନିରେ ପ୍ରକମ୍ପିତ ସାରା ଅଞ୍ଚଳ

ଜନ୍ମବେଦୀରେ ସରିଲା ଶ୍ରୀଜିଉଙ୍କ ଲୀଳାଖେଳ : “ଜୟ ଜଗନ୍ନାଥ” ଧ୍ୱନିରେ ପ୍ରକମ୍ପିତ ସାରା ଅଞ୍ଚଳ

July 26, 2026
ଶ୍ରୀଜଗନ୍ନାଥ ଜୟୁଙ୍କ ସୁନାବେଶ, ଶତାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାବେଶ

ଶ୍ରୀଜଗନ୍ନାଥ ଜୟୁଙ୍କ ସୁନାବେଶ, ଶତାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାବେଶ

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

July 26, 2026
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

July 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version