• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆଦର୍ଶ ବିବାହ ପରେ ନବଦମ୍ଫତ୍ତିଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବିବାହ ଖର୍ଚ୍ଚ ପ୍ରଦାନ କରି ଉଦାହରଣ ସୃଷ୍ଟି କଲେ – ବିଜୁଯୁବଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ।

Proprietor Abhimanyu Maharana by Proprietor Abhimanyu Maharana
June 4, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଆଦର୍ଶ ବିବାହ ପରେ ନବଦମ୍ଫତ୍ତିଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବିବାହ ଖର୍ଚ୍ଚ ପ୍ରଦାନ କରି ଉଦାହରଣ ସୃଷ୍ଟି କଲେ – ବିଜୁଯୁବଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୦୪ ଜୁନ୍ ଗୁରୁବାର ) ବିଜୁଯୁବଜନତା ଦଳ :- ମହାମାରୀ କରୋନା ହେତୁ ଲକ୍‌ଡାଉନ୍‌ ମଧ୍ୟରେ ପୂର୍ବ ନିର୍ଦ୍ଧାରିତ ତିଥିରେ ସରକାରଙ୍କ ନିୟମକୁ ପ୍ରଧାନ୍ୟ ଦେଇ ବିନା ବରଯାତ୍ରୀ, ବିନା ରୋଷଣୀରେ ନିରାଡ଼ମ୍ବର ଭାବେ କଟକ ଠାରେ ବିବାହ କରିଛନ୍ତି ଯୁବବିଜେଡ଼ିର ରାଜ୍ୟ ସାଧାରଣ ସମ୍ପାଦକ ଜ୍ୟୋତି ରଞ୍ଜନ ଜେନା । ବିବାହ ପରେ ଉଭୟ ନବଦମ୍ପତି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ତ୍ୟାଗ ନିଷ୍ଠା ରେ ଅନୁପ୍ରାଣିତ ହୋଇ ଆଦର୍ଶ ବିବାହ କରିବା ସହ ବିବାହ ଖର୍ଚ୍ଚ କଟ କରି ଏହି ଭଳି ଅଭିନବ ପ୍ରୟାସ କରିବାପାଇଁ ମନସ୍ଥ କରି ଉଭୟ ପରିବାରର ଉପସ୍ଥିତ ରେ କଟକ ଜିଲ୍ଲାପାଳଙ୍କ ମଧ୍ୟମରେ ୫୦ହଜାର ୧ ଟଙ୍କା କୋଭିଡ୧୯ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି ।

ଏହି ମହତ କାର୍ଯ୍ୟରେ ଉପସ୍ଥିତ ଥିଲେ ପରିବାର ତରଫରୁ ବର ପିତା ଶ୍ରୀଯୁକ୍ତ ଗୌରାଙ୍ଗ ଜେନା , ବଡ ଭିଣେଇ ଚନ୍ଦ୍ରଶେଖର ବେହେରା , ଭଉଣୀ ସମ୍ବିତା ଜେନା ବଡ ଭାଇ ଦୀପ୍ତି ରଞ୍ଜନ ଜେନା ଏବଂ ବିଜୁ ଯୁବଜନତା ରାଜ୍ୟ ସଭାପତି ତଥା ଓଡ଼ିଶା ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଶ୍ରୀଯୁକ୍ତ ଅମରେଶ ପତ୍ରୀ , ଯୁବ ବିଜେଡ଼ି ରାଜ୍ୟ ଉପସଭାପତି ଦୟାନିଧି ନାୟକ , ସାଧାରଣ ସମ୍ପାଦକ ଧୃତି ରଞ୍ଜନ ମାର୍ଥ , ସମ୍ପାଦକ ମଳୟ ରଞ୍ଜନ ପତି , ଶୁଭ୍ରାଂଶୁ ନାରାୟଣ ମିଶ୍ର, ଅବିନାଶ ପ୍ରଧାନ, ତାରିଣୀ ପ୍ରସାଦ ନାୟକ, ରଶ୍ମିରଞ୍ଜନ ଦାସ , ପୁରନେନ୍ଦୁ ପୂଜାପଣ୍ଡା ପ୍ରମୁଖ ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version