• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତବାରସିଂ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଏସ. ପି. ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

Proprietor Abhimanyu Maharana by Proprietor Abhimanyu Maharana
November 28, 2022
in ଓଡ଼ିଶା, ଗଜପତି, ହୋମ୍
0
ତବାରସିଂ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଏସ. ପି. ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୨୮ ନଭେମ୍ବର ସୋମବାର) ଆର.ଉଦୟଗିରି :-  ସୋମବାର ଗଜପତି ଜିଲ୍ଲା ଅନ୍ତର୍ଗତ ଆର. ଉଦୟଗିରି ବ୍ଲକ ତବାରସିଂ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଏବଂ ଏସ. ପି. ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ଲିଙ୍ଗିରାଜ ପଣ୍ଡା ଏବଂ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥି ଦୁହେଁ ଅଞ୍ଚଳ ବାସୀଙ୍କ ଅଭିଯୋଗ ଶୁଣି ତାହାର ସମାଧାନ ନିମନ୍ତେ ବ୍ୟବସ୍ତା କରିଥିଲେ।ଏହି ଶୁଣାଣି ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ରୋସଞ୍ଚଳ ଖମାରୀ , ଆର.ଉଦୟଗିରି ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମିନାୟଣ ଶବର, ବିଡିଓ ଲରିମନ ଖର୍ସେଲ ,ଜିଲାପରିଷଦ ସଭ୍ୟ ଦଣ୍ଡପାଣି ବଡମୁଣ୍ଡି , ଜିଲ୍ଲା ସ୍ୱାସ୍ତ୍ୟ ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାଣ୍ଡା ଏବଂ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିବା ସହ ରେଡ୍କ୍ରସ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ କେତକଙ୍କୁ ଚିକିଚ୍ଛା ନିମନ୍ତେ ଅର୍ଥ ସାହାଯ୍ୟ କରିଥିଲେ। ମୋଟ ୮୦ଟି ଅଭିଯୋଗ ହୋଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୫୫ ଗ୍ରାମ ସମସ୍ଯା ୨୫ ଜଣ ଅଭିଯୋଗ ହୋଇଥିଲା । ସେଥି ମଧ୍ୟରୁ ୫ଟି ତୁରନ୍ତ ଫୈସାଲ କରାଯାଇଥିଲା ।

ଅନ୍ୟ ଅଭିେଯାଗ ତୁରନ୍ତ ସମାଧାନ କରାଯିବ ବୋଲି କହିଥିଲେ । ଏହି ଅଭିଯୋଗ ଶୁଣାଣିରେ ଗ୍ରାମରେ ଇନ୍ଦିରାଆବାସ ଗୃହ,ଭତ୍ତା ଓ ସମସ୍ୟାରେ ମନରେଗା ଯୋଜନାରେ ବନ୍ଧ, ରାସ୍ତା ନିର୍ମାଣ ଅଭିଯୋଗ ହୋଇଥି୍ଲା । ଆର, ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବସ୍ଥାରେ ଚାଲିବା ସହ ଶିଶୁ ଓ ପ୍ରସ୍ତୁତି ଡାକ୍ତର ନିଜୁତି କରିବାକୁ ଅର,ଉଦୟଗିରି ଗ୍ରାମର ଯୁବଗୋଷ୍ଠି ଅଭିଯୋଗ କରିଥିଲେ ଏବଂ ଆର,ଉଦୟଗିରି ଗ୍ରାମର ଶାନ୍ତି ସୁଡିଓ କରାଚଳୁଥିବା ବ୍ୟକ୍ତିକୁ ସରକାରଙ୍କ ତରଫରୁ ଜାଗା ଯୋଗାଦେବାକୁ ଅନୁରୋଧ କରିଥିଲେ । ଜିଲ୍ଲାପାଳ ଅଭିଯୋଗ ପରେ ୩୭ ଜଣ ଜଙ୍ଗଲ ଜମି ପଟା ବଣ୍ଟନ କରିବା, ହୋଇଥିବା ଷ୍ଟଲ ବୁଲି ଦେବବା ସହ ସେମାନଙ୍କୁ ପଚାରି ବୁଝିଥିଲେ ।

ମାଣ୍ଡିଆ ତିଆରି ଲଡୁ, ଖିରି, ଅନ୍ୟ ସାମିଗ୍ର ଖାଇଥିଲେ । ଆସିବି ସମୟରେ ରାମଗିରି ଖ୍ରୀଷ୍ଟିୟାନ ଭାଇମାନେଜିଲ୍ଲାପାଳଙ୍କୁ ଚର୍ଚକୁ ନେଇ ଶୋଗତ କରିଥିଲେ । ରାମଗିରି ଯୁବ ଗୋଷ୍ଠୀମାନେ ରାମଗିରି ହୋଇଥିବା କେନ୍ଦ୍ର ବିଦ୍ୟାଳୟ ନିର୍ମାଣରେ କାଦ ବାଲି ସହ ଦୁଇ ନମ୍ବର ସିମେଣ୍ଟ ବ୍ୟବହାର କରାଯିବା ଦ୍ବାରା ବିମ୍ବି ଏବଂ କାନ୍ତ ଭାଟି ଯାଇଥିବା ଅଭିଯୋଗ କରି ଚାଲିଥିବା ବିଦ୍ୟାଳୟକୁ ନେଇଥିଲେ ।

ଜିଲ୍ଲାପାଳ ଠିକାଦାରଙ୍କୁ ତାଗିଦ୍ କରିଥିଲେ ଦୁଇ ସିମେଣ୍ଟ କିମ୍ବା କାଦ ବାଲି ନ ବେବହାର କରିବାକୁ କରିଥିଲେ । ଏହି ଆର,ଉଦୟଗିରି ବ୍ଲକ ନିକଟରେ ମହିଳା ମଣ୍ଡଳ ଦ୍ବାରା ନିର୍ମାଣ କେଥେ କେଣ୍ଢିକୁ ଉଦ୍ଘାଟନ କରିଥିଲେ । ଏହି ଉଦ୍ଘାଟନ ଉସ୍ଥବରେ ସମସ୍ତ ମହିଳା ମଣ୍ଡଳ ସଦସ୍ୟ ସହ ଆଇସିଡିଏସ୍ ବିଭାଗ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହାକୁ ଓଡିଶା ଜୀବିକା ମିଶନ ଭାରପ୍ରାପ ଅଧିକାରୀ ରଜନୀ କାନ୍ତ ପଣ୍ଡା ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Bhubaneswar hosts Swachhata Utsaba in Grandeur

Bhubaneswar hosts Swachhata Utsaba in Grandeur

October 17, 2026
TPSODL Flags Off Solar Rath in Koraput

TPSODL Flags Off Solar Rath in Koraput

October 17, 2026
ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

October 17, 2026
ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Bhubaneswar hosts Swachhata Utsaba in Grandeur

Bhubaneswar hosts Swachhata Utsaba in Grandeur

October 17, 2026
TPSODL Flags Off Solar Rath in Koraput

TPSODL Flags Off Solar Rath in Koraput

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version