• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୁଡୁମୁଲୁଗୁମ୍ମା ସ୍ବାସ୍ଥ୍ୟ କର୍ମୀଙ୍କ ତରଫରୁ ୫ ଦଫା ସମ୍ବଳିତ ଦାବିପତ୍ର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଙ୍କ ଉଦ୍ଧେଶ୍ୟରେ ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
November 29, 2022
in ଓଡ଼ିଶା, ମାଲକାନଗିରି, ହୋମ୍
0
କୁଡୁମୁଲୁଗୁମ୍ମା ସ୍ବାସ୍ଥ୍ୟ କର୍ମୀଙ୍କ ତରଫରୁ ୫ ଦଫା ସମ୍ବଳିତ ଦାବିପତ୍ର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଙ୍କ ଉଦ୍ଧେଶ୍ୟରେ ପ୍ରଦାନ
Share on FacebookShare on TwitterWhatsapp

୨୯ ନଭେମ୍ବର ମଙ୍ଗଳବାର (ଓଡ଼ିଶା ତାଜା ନ୍ୟୁଜ ) କୁଡୁମୁଲୁଗୁମ୍ମା :- କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ସମସ୍ତ ମହିଳା ଓ ପୁରୁଷ ସ୍ବାସ୍ଥ୍ୟ କର୍ମୀ ମାନେ ଆଜି ଏକ ୫ ଦଫା ସମ୍ବଳିତ ଦାବିପତ୍ର ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଙ୍କ ଉଦ୍ଧେଶ୍ୟରେ, କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡଃ ସନ୍ତୋଷ କୁମାର ଷଡଙ୍ଗୀଙ୍କ ଜରିଆରେ ପ୍ରଦାନ କରିଛନ୍ତି । ଉକ୍ତ ଦାବି ମାନଙ୍କ ମଧ୍ୟରେ ( ୧) ସ୍ବାସ୍ଥ୍ୟ କର୍ମୀଙ୍କ କ୍ୟାଡ଼ର ପୁନର୍ଗଠନ କରି ଚାକିରି କାଳରେ ଚାରି ଟି ପଦୋନ୍ନତି ଦେବା (୨) ଅର୍ଥ ବିଭାଗର ନୂତନ ପ୍ରକାଶିତ ଗ୍ରେଡପେ ବିଜ୍ଞପ୍ତି କୁ ଲାଗୁ କରିବା (୩) ଠିକା ବ୍ୟବସ୍ଥା ର ସମ୍ପୁର୍ଣ୍ଣ ଉଚ୍ଛେଦ ସହ ଉକ୍ତ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ୬ ଗୋଟି ନୋଷ୍ଠାଲ ଇନ୍କ୍ରିମେଣ୍ଟ ପ୍ରଦାନ କରିବା (୪) ବହୁମୂଖୀ ମହିଳା/ପୁରୁଷ ସ୍ବାସ୍ଥ୍ୟ କର୍ମୀ ଓ ସ୍ୱାସ୍ଥ୍ୟ ପରିଦର୍ଶକ ମାନଙ୍କ ପଦବୀ ର ନାମ ପରିବର୍ତ୍ତନ କରିବା (୫) ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପୋଷାକ ଭତ୍ତା ଆକାରରେ ବାର୍ଷିକ ୫୦୦୦/- ଟଙ୍କା ପ୍ରଦାନ କରିବା ସମ୍ବଳିତ ଦାବିପତ୍ର କୁଡୁମୁଲୁଗୁମ୍ମା ବହୁମୂଖୀ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ସଭାପତି ଆରତୀ ବେହେରା,ଉପ ସଭାପତି ରତିରଞ୍ଜନ ବାରୀକ,ସ°ପାଦକ ପ୍ରଭାତ ନଳିନୀ ବେହେରା,ସକୁନ୍ତଳା ଦାସ, ଶୁଭ ଲକ୍ଷ୍ମୀ ଦାସ ଓ ଗୋରଖ ନାଥ ସାହୁଙ୍କ ସମେତ ୩୦ ରୁ ଉର୍ଦ୍ଧ୍ବ ସ୍ବାସ୍ଥ୍ୟକର୍ମୀ ଉକ୍ତ ଦାବିପତ୍ର ପ୍ରଦାନ କରିଛନ୍ତି । ସ°ପାଦକ ଶ୍ରୀମତୀ ବେହେରା କହିଛନ୍ତି ଯେ ଆଗାମୀ ଦିନରେ ଯଦି ସରକାର ଉକ୍ତ ନ୍ୟାର୍ଯ୍ୟ ଦାବି ଗୁଡ଼ିକ ପୂରଣ ନକଲେ ଆସନ୍ତା ଡ଼ିସେମ୍ବର ୭ ତାରିଖରୁ ସମଗ୍ର ଓଡ଼ିଶାର ସ୍ବାସ୍ଥ୍ୟ କର୍ମୀମାନେ କଳାବ୍ୟାଜ ପିନ୍ଧି ନୀରବ ପ୍ରତିବାଦ କରିବେ ଓ ଏହାର ଏକ ସପ୍ତାହ ପରେ ଅର୍ଥାତ୍ ଡିସେମ୍ବର ୧୪ ତାରିଖରୁ ଅସହଯୋଗ ଆନ୍ଦୋଳନ କରିବେ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ୮ ଶିକ୍ଷକଙ୍କୁ ରୋଟାରୀ ନେସନ ବିଲ୍ଡର ସମ୍ମାନ

ନୟାଗଡ଼ରେ ୮ ଶିକ୍ଷକଙ୍କୁ ରୋଟାରୀ ନେସନ ବିଲ୍ଡର ସମ୍ମାନ

September 11, 2026
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ସାଧାରଣ ସମ୍ପାଦକ , ଶ୍ରୀଯୁକ୍ତ ଦିଗାମ୍ବର ବେହେରା

ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ସାଧାରଣ ସମ୍ପାଦକ , ଶ୍ରୀଯୁକ୍ତ ଦିଗାମ୍ବର ବେହେରା

September 11, 2026
ନୟାଗଡ଼ ସହରରେ ପଲିଥିନ୍ ଓ ପ୍ଲାଷ୍ଟିକ ଜିନିଷ ଉପରେ ଜୋରଦାର ଚଢାଉ, ଦୋକାନୀ ଛାନିଆ 

ନୟାଗଡ଼ ସହରରେ ପଲିଥିନ୍ ଓ ପ୍ଲାଷ୍ଟିକ ଜିନିଷ ଉପରେ ଜୋରଦାର ଚଢାଉ, ଦୋକାନୀ ଛାନିଆ 

September 11, 2026
ଦେୟ ମୁକ୍ତ ଶିକ୍ଷା କେଜି ରୁ ପିଜି ମାଗଣା ଘୋଷଣା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରତାରଣା : କଂଗ୍ରେସ

ଦେୟ ମୁକ୍ତ ଶିକ୍ଷା କେଜି ରୁ ପିଜି ମାଗଣା ଘୋଷଣା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରତାରଣା : କଂଗ୍ରେସ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ୮ ଶିକ୍ଷକଙ୍କୁ ରୋଟାରୀ ନେସନ ବିଲ୍ଡର ସମ୍ମାନ

ନୟାଗଡ଼ରେ ୮ ଶିକ୍ଷକଙ୍କୁ ରୋଟାରୀ ନେସନ ବିଲ୍ଡର ସମ୍ମାନ

September 11, 2026
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ସାଧାରଣ ସମ୍ପାଦକ , ଶ୍ରୀଯୁକ୍ତ ଦିଗାମ୍ବର ବେହେରା

ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ସାଧାରଣ ସମ୍ପାଦକ , ଶ୍ରୀଯୁକ୍ତ ଦିଗାମ୍ବର ବେହେରା

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version