• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉପନିର୍ବାଚନ ସରିଗଲେ ବିଜେଡିର ନେତା ମନ୍ତ୍ରୀମାନେ ପଦ୍ମପୁରରୁ ପଳେଇବେ ହେଲେ ମୁଁ ଏଇଠି ରହିଥିବି :  ପ୍ରଦୀପ ପୁରୋହିତ

Proprietor Abhimanyu Maharana by Proprietor Abhimanyu Maharana
November 30, 2022
in ଓଡ଼ିଶା, ବରଗଡ଼, ହୋମ୍
0
ଉପନିର୍ବାଚନ ସରିଗଲେ ବିଜେଡିର ନେତା ମନ୍ତ୍ରୀମାନେ ପଦ୍ମପୁରରୁ ପଳେଇବେ ହେଲେ ମୁଁ ଏଇଠି ରହିଥିବି :  ପ୍ରଦୀପ ପୁରୋହିତ
Share on FacebookShare on TwitterWhatsapp

୩୦ ନଭେମ୍ବର ବୁଧବାର (ଓଡ଼ିଶା ତାଜା ନ୍ୟୁଜ ) ପଦ୍ମପୁର :- ମୁଁ ୨୦୧୪ ରୁ ୨୦୧୯ ମାତ୍ର ୫ ବର୍ଷ ପାଇଁ ବିଧାନସଭାରେ ପଦ୍ମପୁରର ବିଧାୟକ ଭାବରେ ଥିଲି । ବିଧାନସଭାରେ ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଅଡୁଆରେ ପକାଉଥିଲି । ସରକାର ବିଧାନସଭାରେ ଅପଦସ୍ଥ ହେଉଥିଲେ । ସେଥିପାଇଁ ମୋତେ ଏହି ଉପନିର୍ବାଚନରେ ହରାଇବା ପାଇଁ ମୁଖ୍ୟମନ୍ତ୍ରୀ ନିଜେ ୬୦ଜଣ ବିଧାୟକ, ୧୫ଜଣ ମନ୍ତ୍ରୀଙ୍କୁ ପଦ୍ମପୁରକୁ କେବଳ ପ୍ରଦୀପ ପୁରୋହିତଙ୍କୁ ହରାଇବା ପାଇଁ ପଠାଇଛନ୍ତି । ଯେଉଁ ଦିନ ଉପନିର୍ବାଚନ ସରିଯିବ ସେଦିନ ଏହି ୬୦ ବିଧାୟକ, ୧୫ ମନ୍ତ୍ରୀ ଭୁବନେଶ୍ୱର ପଳେଇବେ । ଆଉ ପଦ୍ମପୁର ଆସିବେନି । ହେଲେ ମୁଁ କୁଆଡେ ଯିବି । ମୋର ଜନ୍ମ ଏଇ ବୁଢାସମ୍ବର ମାଟିରେ, ମୋର ମୃତ୍ୟୁ ମଧ୍ୟ ଏହି ପାଇକମାଳରେ ହେବ ।

ମୁଁ ସବୁବେଳେ ଲୋକଙ୍କ ସହ ଥିଲି, ଲୋକଙ୍କ ସହ ରହିଛି ଆଗକୁ ରହିବି ମଧ୍ୟ ବୋଲି ଆଜି ଦହିତାରେ ଅନୁଷ୍ଠିତ ବିଜେପିର ଏକ ନିର୍ବାଚନ ସଭାରେ ଭୋଟରମାନଙ୍କୁ ସମ୍ବୋଦ୍ଧିତ କରି କହିଛନ୍ତି ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଦୀପ ପୁରୋହିତ । ଶ୍ରୀ ପୁରୋହିତ କହିଛନ୍ତି ଯେ, ମୁଁ ଜିତିଲେ ବି ଲୋକମାନଙ୍କ ସାଙ୍ଗେ ରହିବି, ହାରିଲେ ବି ଲୋକମାନଙ୍କ ସାଙ୍ଗରେ ରହିବି । ଜିତିଲେ ପଦମପୁର, ପାଇକମାଳ, ଝାରବନ୍ଧର ଚାଷୀ ସସମ୍ୟା, କେନ୍ଦୁପତ୍ର ତୋଳାଳୀଙ୍କ ସମସ୍ୟା, ଧାନ ବିକ୍ରି ସମସ୍ୟା, ଦାଦନର ସମସ୍ୟାକୁ ବିଧାନସଭାରେ ଉଠାଇବି । ମୋ ବିରୋଧରେ ଯିଏ ଠିଆ ହୋଇଛନ୍ତି ସିଏ ନିର୍ବାଚନ ପରେ ଆଉ ପଦମପୁରରେ ରହିବେନି । ବିଧାନସଭାରେ ସରକାରଙ୍କ ବିରୋଧରେ ପାଟି ଫିଟାଇ ପାରିବେନି ।

ସେହିଭଳି ବରଗଡ ସାଂସଦ ସୁରେଶ ପୂଜାରି ପ୍ରଚାର ସଭାରେ କହିଛନ୍ତି ଯେ, ଉପନିର୍ବାଚନରେ ବିଜେଡି ହାରିଗଲେ ସୁଶାନ୍ତ ସିଂ ରାଜନୀତିରୁ ସନ୍ୟାସ ନେଇଯିବେ ବୋଲି କହିଛନ୍ତି । କିନ୍ତୁ ବାସ୍ତବରେ ସୁଶାନ୍ତ ସିଂ ୨୦୨୪ ପରେ ରାଜ୍ୟରେ ବିଜେପି ସରକାରକୁ ଆସିଲେ ଜେଲରେ ରହିବେ । ସୁଶାନ୍ତ ସିଂ ପୁରା ବରଗଡ ଅଂଚଳରେ ଯେଉଁ ଭଳି ଭାବରେ ଆତଙ୍କରାଜ କରିଛନ୍ତି ଓ ଏବେ ବି କରୁଛନ୍ତି ତାଙ୍କ ଭଳି ଦାଗୀ ନେତାଙ୍କୁ ଆମେ ଜେଲରେ ପୁରାଇବୁ । ଆଜି ପଦମପୁର ଉପନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଦୀପ ପୁରୋହିତ, ବରଗଡ ସାଂସଦ ସୁରେଶ ପୂଜାରି, ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓ, ରାଜ୍ୟ ସଭାପତି ସମୀର ମହାନ୍ତି , ବରିଷ୍ଠ ନେତା କନକ ବର୍ଦ୍ଦନ ସିଂହଦେଓ, ଜିଲ୍ଲା ସଭାପତି ଅଶ୍ୱିନି ଷଡଙ୍ଗୀ ପ୍ରମୁଖ ସାମିଲ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version