• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ସିସିଡି ଅନୁଷ୍ଠାନ ଆନୁକୁଲ୍ୟରେ ୱାର୍ଡ ସଭ୍ୟସଭ୍ୟାଙ୍କ ନିମନ୍ତେ ତିନିଦିନିଆ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
December 1, 2022
in ଓଡ଼ିଶା, ଗଜପତି, ଦେଶ, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ସିସିଡି ଅନୁଷ୍ଠାନ ଆନୁକୁଲ୍ୟରେ ୱାର୍ଡ ସଭ୍ୟସଭ୍ୟାଙ୍କ ନିମନ୍ତେ ତିନିଦିନିଆ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଉଦଯାପିତ
Share on FacebookShare on TwitterWhatsapp

୦୧ ଡିସେମ୍ବର ଗୁରୁବାର (ଓଡ଼ିଶା ତାଜା ନ୍ୟୁଜ )ପାରଳାଖେମୁଣ୍ଡି :-ଓଡିଶା ସରକାରଙ୍କ ପଞ୍ଚାୟତି-ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ସହାୟତାରସିସିଡି ଅନୁଷ୍ଠାନ ଆନୁକୁଲ୍ୟରେ ୱାର୍ଡ ସଭ୍ୟସଭ୍ୟାଙ୍କ ନିମନ୍ତେ ପାରଳାଖେମୁଣ୍ଡି ସ୍ଥିତ ସିସିଡି କାର୍ଯ୍ୟାଳୟର ପ୍ରଶିକ୍ଷଣ କେନ୍ଦ୍ର ଠାରେ ଚାଲିଥିବା ତିନିଦିନିଆ ପ୍ରାରମ୍ଭିକ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଉଦଯାପିତ ହୋଇ ଯାଇଛି ।ଏହି ପ୍ରଶିକ୍ଷଣ ଶିବିର\’ରେ ଗୁମ୍ମା ବ୍ଲକର ଗୁମ୍ମା,ସେରଙ୍ଗ,ଭୁବନି ଓ ତୁମୁଳ ପଞ୍ଚାୟତର ୨୮ ଜଣ ୱାର୍ଡ ସଭ୍ୟସଭ୍ୟା ଯୋଗ ଦେଇଥିଲେ ।ଏହି ପ୍ରଶିକ୍ଷଣ ଶିବିରକୁ ଓଡିଶା ସରକାରଙ୍କ ପଞ୍ଚାୟତି ରାଜ ବିଭାଗ ଦ୍ୱାରା ମନୋନୀତ ଶ୍ରୀ ଦେଵୀ ମିଶାଲ ଏବଂ ଶ୍ରୀ ବିଜୟ କୁମାର ମହାପାତ୍ର ପ୍ରମୁଖ ମୁଖ୍ୟ ସମ୍ବଳବ୍ୟକ୍ତି ଭାବେ ଯୋଗଦେଇ ଏହି ତିନିଦିନିଆ ପ୍ରଶିକ୍ଷଣ ଶିବରକୁ ପରିଚାଳନା କରିଥିଲେ ଉଦଘାଟନୀ ଉତ୍ସବରେ ସିସିଡିର ସଂପାଦକ ଶ୍ରୀ ଏ.ଜଗନ୍ନାଥ ରାଜୁ ଉପସ୍ଥିତ ରହି ସମସ୍ତ ୱାର୍ଡ ସଭ୍ୟସଭ୍ୟାଙ୍କୁସେମାନଙ୍କ ର ଦାୟୀତ୍ୱ କର୍ତ୍ତବ୍ୟ ଏବଂ ପଞ୍ଚାୟତରେ ମୂଖ୍ୟତଃ ମହିଳା ସଭ୍ୟାଙ୍କର ଭୂମିକା ଉପରେସଚେତନକରିଥିଲେ

ଏହିକାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟକ୍ରମ ପରିଚାଳକ ଶ୍ରୀଦେବେନ୍ଦ୍ରନାଥ କର ଯୋଗଦେଇ ସମସ୍ତ ୱାର୍ଡ ସଭ୍ୟସଭ୍ୟାଙ୍କୁ ଉତ୍ସାହିତ କରିବା ସହ ଉପାଦେୟ ପରାମର୍ଶ ଦେଇଥିଲେ ସମ୍ବଳ ବ୍ୟକ୍ତିଗଣ ଉପସ୍ଥିତ ସଭ୍ୟସଭ୍ୟାଙ୍କୁ ବିଭିନ୍ନ ପାୱାର ପଏଣ୍ଟ ମାଧ୍ୟମରେ ସରକାରଙ୍କ ଉଦ୍ଧିଷ୍ଟ ବିଭିନ୍ନ ଯୋଜନା ଏବଂ ପଞ୍ଚାୟତ ତଥା ନିଜ ନିଜର ୱାର୍ଡର ଉନ୍ନତି କରିବା ପାଇଁ ସଚେତନ କରିଥିଲେ ।ତୃତୀୟ ଦିନର ଶିବିର କାର୍ଯ୍ୟକ୍ରମରେ ସମସ୍ତ ୱାର୍ଡ ସଭ୍ୟସଭ୍ୟାଙ୍କୁ କ୍ଷେତ୍ର ଭ୍ରମଣରେ ମୁନିସିଂ ପଞ୍ଚାୟତର ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମକୁ ପରିଦର୍ଶନ କରାଇବା ପରେ ପ୍ରମାଣ ପତ୍ର ସହ ସମସ୍ତଙ୍କର ମିଳିତ ଫୋଟ ସିସିଡି ସଂପାଦକ , ସମ୍ୱଳବ୍ୟକ୍ତି ଓ ଶ୍ରୀ ଦେବେନ୍ଦ୍ର ନାଥ କରଙ୍କ ଦ୍ୱାରା ପ୍ରଦାନ କରା ଯାଇଥିଲା ଏହି ତିନିଦିନିଆ ପ୍ରଶିକ୍ଷଣ ଶିବିରକୁ ସିସିଡି ଅନୁଷ୍ଠାନର କର୍ମଚାରୀ ମାନେ ପରିଚାଳନା ଓ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026
ସହକାରୀ ନିର୍ବାହୀଯନ୍ତ୍ରୀ ପ୍ରିୟଙ୍କା ରାୟ ଙ୍କ ସହ ବ୍ଲକର କର୍ମଚାରୀ ମାନେ ଯୋଗଦେଇ – ଯୋଗ ଅଭ୍ୟାସ

ସହକାରୀ ନିର୍ବାହୀଯନ୍ତ୍ରୀ ପ୍ରିୟଙ୍କା ରାୟ ଙ୍କ ସହ ବ୍ଲକର କର୍ମଚାରୀ ମାନେ ଯୋଗଦେଇ – ଯୋଗ ଅଭ୍ୟାସ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version