• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭିନ୍ନକ୍ଷମ ମାନଙ୍କ ନିମନ୍ତେଅଞ୍ଜଳି-୨୦୨୨ ପ୍ରତିଭାବିକଶିତଅଧିକାରଅଧିନିୟମ-୨୦୧୬ କାର୍ଯ୍ୟକାରିତା ଓ ପ୍ରଚାର ପ୍ରସାର ସମ୍ପର୍କିତ ସଚେତନତା କର୍ମଶାଳା କାର୍ଯ୍ୟ

Proprietor Abhimanyu Maharana by Proprietor Abhimanyu Maharana
December 1, 2022
in ଓଡ଼ିଶା, ଗଜପତି, ଦେଶ, ହୋମ୍
0
ଭିନ୍ନକ୍ଷମ ମାନଙ୍କ ନିମନ୍ତେଅଞ୍ଜଳି-୨୦୨୨ ପ୍ରତିଭାବିକଶିତଅଧିକାରଅଧିନିୟମ-୨୦୧୬ କାର୍ଯ୍ୟକାରିତା ଓ ପ୍ରଚାର ପ୍ରସାର ସମ୍ପର୍କିତ ସଚେତନତା କର୍ମଶାଳା କାର୍ଯ୍ୟ
Share on FacebookShare on TwitterWhatsapp

୦୧ ଡିସେମ୍ବର ଗୁରୁବାର (ଓଡ଼ିଶା ତାଜା ନ୍ୟୁଜ )ପାରଳାଖେମୁଣ୍ଡି:-ଭୁବନେଶ୍ଵର ଠାରେ ମାସବ୍ୟାପୀ ଚାଲିଥିବା ଭିନ୍ନକ୍ଷମ ଶିଶୁ ଓ ଯୁବକ ମାନଙ୍କ ଆନ୍ତର୍ଜାତିକ ମହୋତ୍ସବ “ଅଞ୍ଜଳି”- ୨୦୨୨ କାର୍ଯ୍ୟକ୍ରମ ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ସିସିଡି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଭିନ୍ନକ୍ଷମ ମାନଙ୍କ ନିମନ୍ତେ ଅଞ୍ଜଳି-୨୦୨୨ , ପ୍ରତିଭା ବିକଶିତ ଓ ଅଧିକାର ଅଧିନିୟମ-୨୦୧୬ କାର୍ଯ୍ୟକାରିତା ସମ୍ପର୍କିତ ଜିଲ୍ଲାସ୍ତରୀୟ ସଚେତନତା କର୍ମଶାଳା କାର୍ଯ୍ୟକ୍ରମ “ସିସିଡ଼ି” ଓ ଭିନ୍ନକ୍ଷମ ଅନୁଷ୍ଠାନ “ସମର୍ଥ”ର ମିଳିତ ଆନୁକୁଲ୍ୟରେ ଭୁବନେଶ୍ଵରର “ସ୍ୱାଭିମାନ” ଅନୁଷ୍ଠାନ ସହାୟତାରେ ଅନୁଷ୍ଠିତ ହୋଇଯାଇଛି ।
“ସମର୍ଥ” ର ସଭାପତି ଶ୍ରୀ ନିରଞ୍ଜନ ବେହେରାଙ୍କ ସଭାପତିତ୍ବରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ାଃ ଏମ: ମୁବାରକ୍ ଅଲ୍ଲୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ଆଇନ ସମ୍ପର୍କରେ ତୃଣମୂଳ ସ୍ତରରେ ସମସ୍ତେ ଜାଣିବା ସହ ସାମାଜିକ ସ୍ତରରେ ସମସ୍ତେ ଜଡ଼ିତ ହେବା ଏବଂ ପରିବାରର ଏ ଦିଗରେ ସମର୍ଥନ ରହିଲେ ହିଁ ଏହି ଆଇନର ସଫଳତା ବୃଦ୍ଧି ପାଇଁ ବୋଲି କହିଥିଲେ ।ଜିଲ୍ଲା ଶିଶୁ ମଙ୍ଗଳ ସମିତିର ପୂର୍ବତନ ଅଧ୍ୟକ୍ଷ ଆଚାର୍ଯ୍ୟ ବିନୋଦ ଚନ୍ଦ୍ର ଜେନା ଏବଂ ସରକାରୀ ଓକିଲ ଶ୍ରୀ ଶରତ ପ୍ରଧାନ ଯୋଗଦେଇ ଭିନ୍ନକ୍ଷମ ମାନଙ୍କ ସୁରକ୍ଷା

, ବିକାଶ ଓ ସହଭାଗିତା ପ୍ରଭୃତି ରହିଥିବା ଅଧିକାର ସମ୍ପର୍କରେ କହି ଏହି ଆଇନ ଖିଲାପକାରୀଙ୍କ ବିରୁଦ୍ଧରେ ରହିଥିବା ଦଣ୍ଡବିଧାନର ବିଭିନ୍ନ ଦିଗ ସମ୍ପର୍କରେ କହିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ସି ସିଡି ସଂପାଦକ ଶ୍ରୀ ଏ:ଜଗନ୍ନାଥରାଜୁ ,”ନିୟତି” ଭିନ୍ନକ୍ଷମ ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ଶିକ୍ଷାବିତ୍ ଶ୍ରୀ ବିଚିତ୍ରା ନନ୍ଦ ବେବର୍ତ୍ତା , ସାମାଜିକ ସୁରକ୍ଷା ବିଭାଗ ଉପଖଣ୍ଡିୟ ଅଧିକାରିଣୀ ଶ୍ରୀମତୀ ଉତ୍ସର୍ଗିତା ରଇତ , ଜିଲ୍ଲା ସ୍ୱୟଂ ଓ ଓଏଲଏମ: ର ଜେଣ୍ଡର ଇଣ୍ଟରଭେନସନ ଜିଲ୍ଲା ସଂଜୋଜିକା ଶ୍ରୀମତୀ ଶିବାନୀ ପାଣିଗ୍ରାହୀ , ଆକାଂକ୍ଷା ଜିଲ୍ଲା ସହଯୋଗୀ କାର୍ଯ୍ୟକ୍ରମ ଲିଡର ଶ୍ରୀ ବିଭୂତି ଦଳେଇ , “ସଖୀ” ୱାନ-ଷ୍ଟପ କେନ୍ଦ୍ରର କାଉନସିଲର ଶ୍ରୀମତୀ ମୀନା କୁମାରୀ ଟହଲ ପ୍ରମୁଖ ଯୋଗଦେଇ ଭିନ୍ନକ୍ଷମ ଅଧିକାର ଅଧିନିୟମ “ଆକ୍ଟ-୨୦୧୬” ଓ ସେମାନଙ୍କ ବିଭାଗୀୟ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ସମ୍ପର୍କରେ କହିଥିଲେ ।କାର୍ଯ୍ୟକ୍ରମରେ ସମର୍ଥର ସଂପାଦକ ଶ୍ରୀ ସନ୍ତୋଷ କୁମାର ମହାରଣା , କର୍ମଶାଳା କାର୍ଯ୍ୟକ୍ରମରେ ସଂଯୋଜନା କରି ଭିନ୍ନକ୍ଷମ ମାନଙ୍କ ଅଧିକାର , ସୁରକ୍ଷା ଓ ଆଇନ ପ୍ରଭୃତିର ବିଭିନ୍ନ ଦିଗ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇବା ସହ ଭିନ୍ନକ୍ଷମଙ୍କ ନିମନ୍ତେ ଉଦ୍ଧିଷ୍ଟ ଅଧିକାର ଅଧିନିୟମ ଆକ୍ଟ-୨୦୧୬ ଗାଁ ଗହଳିରେ କିଭଳି ବହୁଳ ପ୍ରଚାର ପ୍ରସାର ହୋଇ ଭିନ୍ନକ୍ଷମ ମାନେ କିଭଳି ଏହାର ସୁଯୋଗ ନେଇ ଉପକୃତ ହୋଇ ପାରିବେ ଏହା ହିଁ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିଥିଲେ ।ଏହି ଅବସରରେ ଉପସ୍ଥିତ ଭିନ୍ନକ୍ଷମ ଓ ଅନ୍ୟମାନଙ୍କ ସଚେତନତା ପାଇଁ ୧୫ ମିନିଟର ଭିନ୍ନକ୍ଷମ ଓ ସେମାନଙ୍କ ବିକାଶ ଆଧାରିତ ଏକ ଉପାଦେୟ ଭିଡିଓ ଫିଲ୍ମପ୍ରଦର୍ଶିତହୋଇଥିଲାଏହିକାର୍ଯ୍ୟକ୍ରମରେ
ଗଜପତି ଜିଲ୍ଲା ଗୁମ୍ମା ବ୍ଲକରଗୁମ୍ମା,ସେରଙ୍ଗ ଭୁବନି ଓ ତୁମୁଲପଞ୍ଚାୟତରଜନପ୍ରତିନିଧି ସମର୍ଥ ଅନୁଷ୍ଠାନର ଅନ୍ତେବାସୀ , ସଖି ୱାନ-ଷ୍ଟପ କେନ୍ଦ୍ରର କାଉନସିଲର , ସିସିଡ଼ି କର୍ମକର୍ତ୍ତା ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026
ସହକାରୀ ନିର୍ବାହୀଯନ୍ତ୍ରୀ ପ୍ରିୟଙ୍କା ରାୟ ଙ୍କ ସହ ବ୍ଲକର କର୍ମଚାରୀ ମାନେ ଯୋଗଦେଇ – ଯୋଗ ଅଭ୍ୟାସ

ସହକାରୀ ନିର୍ବାହୀଯନ୍ତ୍ରୀ ପ୍ରିୟଙ୍କା ରାୟ ଙ୍କ ସହ ବ୍ଲକର କର୍ମଚାରୀ ମାନେ ଯୋଗଦେଇ – ଯୋଗ ଅଭ୍ୟାସ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version