• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀ ରାଗମ ଚିଙ୍ଗୁଡ଼ି କମ୍ପାନୀ ବିରୁଦ୍ଧରେ ଗଣଧାରାଣା ପାଇଁ ନିଷ୍ପରି – ଚାନ୍ଦପୁର

Proprietor Abhimanyu Maharana by Proprietor Abhimanyu Maharana
December 2, 2022
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍
0
ଶ୍ରୀ ରାଗମ ଚିଙ୍ଗୁଡ଼ି କମ୍ପାନୀ ବିରୁଦ୍ଧରେ ଗଣଧାରାଣା ପାଇଁ ନିଷ୍ପରି – ଚାନ୍ଦପୁର
Share on FacebookShare on TwitterWhatsapp

୦୧ ଡିସେମ୍ବର ଗୁରୁବାର (ଓଡ଼ିଶା ତାଜା ନ୍ୟୁଜ ) ଚାନ୍ଦପୁର :- ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ବେଣ୍ଟ ମୌଜାରେ ଅବସ୍ଥିତ ଶ୍ରୀରାଗମ ଚିଙ୍ଗୁଡ଼ି କମ୍ପାନୀର ମନମାନୀ ଓ ଗୁଣ୍ଡାଗର୍ଦ୍ଦି ଅଭିଯୋ ଗରେ ଚଳିତ ମାସ ଶେଷାର୍ଦ୍ଧ ରେ ଗଣଧାରଣା କରାଯିବା ପାଇଁ ଚମ୍ପାଗଡ , ଙ୍କଧ ନୟାଗଡ଼ , ଚାନ୍ଦପୁର ବୁଦ୍ଧିଜିବୀ ବୈଠକରେ ଗତକାଲି ମତୈକ ହୋଇଛି I ବରିଷ୍ଠ ନାଗରିକ ମଞ୍ଚ ସଭାପତି ଧନେଶ୍ଵର ଅଗ୍ରୱାଲ ଙ୍କ ସଭା ପତିତ୍ୱ ରେ ଅନୁଷ୍ଠିତ ସଭାରେ ନାରାୟଣ ମହାପାତ୍ର , ଧୃବଚରଣ ପରିଡ଼ା , ବିପିନ ବିହାରୀ ନାୟକ , ପଦ୍ମନାଭ ବିଶ୍ଵାଳ ଓ ମନୋଜ ଦାସ ପ୍ରମୁଖ ଯୋଗ ଦେଇଥି ଲେ I ଖୁବଶୀଘ୍ର ତିନି ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ଓ ସଚ଼େତନ ନାଗରିକ ଙ୍କୁ ଡକା ଯାଇ ଦିନାଙ୍କ ସ୍ଥିର କରାଜିବ I

ବେଣ୍ଟ ଗ୍ରାମର ସାତ ଏକର ଅନ୍ୟବାଦି ଜମିକୁ ଜବର ଦଖଲ ମୁକ୍ତ କରିବା , ସରକାର ଓ କମ୍ପାନୀ ମଧ୍ୟରେ ହୋଇ ଥିବା ଚୁକ୍ତିକୁ ସାର୍ବ ଜନୀନ କରିବା , କମ୍ପାନୀ ପୋଷା ଗୁଣ୍ଡାଙ୍କ ଦୌରାତ୍ମ ରେ ଅଙ୍କୁଶ ଲଗାଇବା , କୁଶଳୀ ଓ ଅଣକୁଶ ଳୀ ସ୍ଥାନୀୟ ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେବା , ବିଷାକ୍ତ ଗ୍ୟାସ ଲିବ ନା ହେବାର ସୁନିଶ୍ଚିତ କରାଇବା , କମ୍ପାନୀ ଦ୍ୱାରା ନିର୍ଗତ ଦୂଷିତ ଧୁଆଁ ଓ ବର୍ଜ୍ୟ ଜଳ ଦ୍ୱାରା ବ୍ୟାପୁଥିବା ଚର୍ମରୋଗ , ଶ୍ଵାସ ରୋଗ ଓ ସର୍ବୋପରି ପରିବେଶ ପ୍ରଦୂଷଣ ରୋକିବା ପାଇଁ ଆବଶ୍ୟ କୀୟ ତ୍ୱରିତ ପଦକ୍ଷେପ ଗ୍ରହଣ ,କମ୍ପାନୀ ଦ୍ୱାରା ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷଣ , ବେଣ୍ଟ ମୌଜାରେ ଏକ ଚିକିତ୍ସା ଳୟ ସ୍ଥାପନ ଇତ୍ୟାଦି ଜନହିତ କର ଦାବୀ ଅନ୍ତର୍ଭୁକ୍ତ I

ଏଠାରେ ସୂଚନା ଯୋଗ୍ୟ ଗତବର୍ଷ ଏନେଇ ଜିଲ୍ଲା ପ୍ରଶାସନ କୁ ଅବଗତ କରାଯାଇ ଥିଲା ଏବଂ ତତ୍ କାଳୀନ ଉପ ଜିଲ୍ଲାପାଳ ସରଜମିନ ତଦନ୍ତ କରିଥିଲେ I ଗଣ ଧାରଣା ପୂର୍ବରୁ ଅନୁଷ୍ଠିତ ହେବାକୁ ଥିବା ବୈଠକ ସ୍ଥଳରୁ ପୂର୍ବସୂଚନା ପ୍ରଶାସନ ଓ କମ୍ପାନୀ କତୃ ପକ୍ଷଙ୍କୁ ତତ୍ କାଳ ଅବଗତ କରାଯିବ I ସୁତରାଂ ବେଳ ଥାଉ ଥାଉ ସଜାଗ ନହେଲେ ଅବସ୍ଥା ଅଣାୟର ହେବାର ଯଥେଷ୍ଟ ସମ୍ଭାବନା ରହିଛି I ଅନୁଷ୍ଠିତ ହୋଇ ଯାଇଥିବା ବୈଠକ ରେ ଏଭଳି ଦୃଢ଼ ମତ୍ତ ପ୍ରକାଶ ପାଇଛି I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version