• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସର୍ବଭାରତୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ନୟାଗଡ଼ କପ୍ -୨୦୨୨ ପୋଷ୍ଟାଲ ଓଡ଼ିଶା ୪ ୱିକେଟ୍ ରେ ବିଜୟୀ

Proprietor Abhimanyu Maharana by Proprietor Abhimanyu Maharana
December 2, 2022
in Uncategorized, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସର୍ବଭାରତୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ନୟାଗଡ଼ କପ୍ -୨୦୨୨ ପୋଷ୍ଟାଲ ଓଡ଼ିଶା ୪ ୱିକେଟ୍ ରେ ବିଜୟୀ
Share on FacebookShare on TwitterWhatsapp

୦୨ ଡିସେମ୍ବର ଶୁକ୍ରବାର (ଓଡ଼ିଶା ତାଜା ନ୍ୟୁଜ ) ନୟାଗଡ଼ :- ନୟାଗଡ଼ ଜିଲ୍ଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ଓ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱବଧାନରେ ସର୍ବଭାରତୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଟି-୨୦ ନୟାଗଡ଼ କପ୍-୨୦୨୨ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଟି-୨୦ ନୟାଗଡ଼ କପ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିବସ ଲିଗ୍ ମ୍ୟାଚରେ ଭୁବନେଶ୍ୱର ରାମେଶ୍ୱର ସ୍ପୋର୍ଟିଂ ବନାମ ପୋଷ୍ଟାଲ ଓଡ଼ିଶା ମଧ୍ୟରେ କଡ଼ା ଟକ୍କର ହୋଇଥିବା ଜଣାପଡିଛି । ଟି-୨୦ ନୟାଗଡ଼ କପର ଦିତ୍ୱୀୟ ଦିବସ ମ୍ୟାଚକୁ ନୟାଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଦ୍ମଲୋଚନ ସାହୁ, ନୟାଗଡ଼ ସଦରଥାନା ଅଧିକାରୀ ଦିପକ୍ କୁମାର ଖଣ୍ଡାୟତରାୟ, ବ୍ଲକ୍ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ ଅତିଥି ଭାବେ ଯୋଗ ଦେଇ ଉଭୟ ଦଳର ଖେଳାଳିମାନଙ୍କ ସହ କରମର୍ଦ୍ଦନ କରି ଖେଳାଳୀଙ୍କୁ ଉତ୍ସାହିତ କରିଥିଲେ । ଦ୍ୱିତୀୟ ଦିବସ ଲିଗ୍ ମ୍ୟାଚରେ ପୋଷ୍ଟାଲ ଓଡ଼ିଶା ଟସ୍ ଜିତି ବିପକ୍ଷ ଦଳ ରାମେଶ୍ୱର ସ୍ପୋର୍ଟିଂ କ୍ଲବକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା । ଭୁବନେଶ୍ୱର ରାମେଶ୍ୱର ସ୍ପୋର୍ଟିଂ କ୍ଲବର ଦୁଇ ଓପନର ଏମ.ଜି ଗୋପାଳ ଓ ସଂରାଶ କୁମାର ପଡିଆ ଭିତରକୁ ପ୍ରବେଶ କରିଥିଲେ । ୨.୩ ଓଭରରେ ୯ରନ୍ କରିଥିବା ବେଳେ ରାମେଶ୍ୱର ସ୍ପୋର୍ଟିଂର ସଂରାଶ କୁମାର ୫ରନ୍ କରି ଆଉଟ ହୋଇଥିବା ବେଳେ ଏମ.ଜି ଗୋପାଳ ୪୫ଟି ବଲ ସମ୍ମୁଖୀନ କରି ୪ଟି ଚୌକା ଓ ୨ଟି ଛକା ସହାୟତାରେ ୪୬ରନ୍ କରି ଅନୁରାଗ ଷଡ଼ଙ୍ଗୀଙ୍କ ବଲରେ କ୍ୟାଚ୍ ଆଉଟ ହୋଇ ପ୍ୟାଭେଲିୟନ ଫେରିଥିଲେ । ସେହିପରି ମନିଜେତ୍ ମହାନ୍ତି ୨୨ଟି ବଲ ଖେଳି ଧୁଅାଁଧାର ବ୍ୟାଟିଂ କରି ୨ଟି ଚୌକା ଓ ୨ଟି ଛକା ସହାୟତାରେ ୩୨ରନ୍ କରି ଅନୁରାଗ ଷଡ଼ଙ୍ଗୀଙ୍କ ବଲରେ ବୋଲ୍ଡ ହୋଇ ପ୍ୟାଭେଲିୟନ ଫେରିଥିଲେ । ରାମେଶ୍ୱର ସ୍ପୋର୍ଟିଂ କ୍ଲବ ନିର୍ଦ୍ଧାରିତ ୨୦ ଓଭରରେ ମୂଲ୍ୟବାନ ୯ଟି ଓି୍ୱକେଟ୍ ହରାଇ ୧୩୧ରନ୍ କରିବାରେ ସକ୍ଷମ ହୋଇଥିଲେ ।

ପୋଷ୍ଟାଲ ଓଡ଼ିଶା କ୍ଲବର ବୋଲର ଅନୁରାଗ ଷଡ଼ଙ୍ଗୀ ୪ଓଭରରେ ୧୭ରନ ବ୍ୟୟରେ ୩ଟି ୱିକେଟ୍ ଅକ୍ତିଆତ କରିଥିବା ବେଳେ ଆଲୋକ ଓ ପ୍ରିତମଜିତ୍ ୨ଟି ଲେଖାଏଁ ୱିକେଟ୍ ନେଇଥିଲେ ଏବଂ ଶୁଭମ୍ ଓ ସାଇ ପ୍ରସାଦ ୧ଟି ଲେଖାଏଁ ୱିକେଟ ନେଇଥିଲେ । ଦ୍ୱିତୀୟ ଇନିସିଂରେ ପୋଷ୍ଟାଲ ଓଡ଼ିଶା ୧୩୨ରନର ବିଜୟ ଲକ୍ଷ ନେଇ ଦୁଇ ଓପନର ବ୍ୟାଟ୍ସମ୍ୟାନ୍ ଅମଜିତ୍ ଖଟୁଆ ଓ ଦେବାଶିଷ ସାମନ୍ତରାୟ ପଡ଼ିଆ ଭିତରକୁ ପ୍ରବେଶ କରିଥିଲେ । ତେବେ ୨.୫ ଓଭରରେ ୧୨ରନ୍ କରିଥିବା ବେଳେ ଦଳ, ଦେବାଶିଷ ସାମନ୍ତରାୟ ୭ରନ କରି ଜନ୍ମେଜେୟଙ୍କ ବଲରେ ବୋଲ୍ଡ ହୋଇ ପ୍ୟାଭେଲିୟନ ଫେରିଥିଲେ । ରାମେଶ୍ୱର ସ୍ପୋର୍ଟିଂର ବୋଲିଂ ଓ ପୋଷ୍ଟାଲ ଓଡ଼ିଶାର ବ୍ୟାଟିଂ ଉପରେ କଡ଼ା ଟକ୍କର ହୋଇଥିଲା । ତେବେ ସନ୍ତୋଷ ଜେନା ଓ ଶୁଭମ୍ ନାୟକଙ୍କ ୫୦ପ୍ରତିଶତ ଭାଗିଦାରୀ ବଳରେ ଦଳ ଦୃଢ ସ୍ଥିତିରେ ପହଞ୍ଚିଥିଲା । ସନ୍ତୋଷ ଜେନା ୩୮ବଲ ସମ୍ମୁଖୀନ ହୋଇ ୬ଟି ଚୌକା ଓ ୨ଟି ଛକା ସହାୟତାରେ ୪୮ରନ୍ କରିଥିବା ବେଳେ ଶୁଭମ୍ ନାୟକ ୩୪ଟି ବଲ ଖେଳି ୩ଟି ଚୌକା ସହାୟତାରେ ୩୧ରନର ଧୂଅାଁଧାର ଇନିଂସ୍ ଖେଳିଥିଲେ ।

ପୋଷ୍ଟାଲ ଓଡ଼ିଶାର ଖେଳାଳୀମାନେ ନିର୍ଦ୍ଧାରିତ ଓଭର ଗୋଟିଏ ବଲ ବାକିଥିବା ବେଳେ ଦଳ ବିଜୟୀ ହାସଲ ହାତେଇ ନେଇଥିଲେ । ପୋଷ୍ଟାଲ ଓଡ଼ିଶା ୧୯.୫ ଓଭରରେ ମୂଲ୍ୟବାନ ୬ଟି ୱିକେଟ୍ ହରାଇ ୧୩୫ରନ୍ କରି ଦ୍ୱିତୀୟ କ୍ୱାଟରଫାଇନାଲକୁ ପ୍ରବେଶ କରିଛି । ରାମେଶ୍ୱର ସ୍ପୋର୍ଟିଂର ପକ୍ଷରୁ ନିରଞ୍ଜନ ଗୌଡ଼, ସଶ୍ମିତ୍ ବରାଳ ଓ ଜନ୍ମେଜେୟ ନାୟକ ୨ଟି ଲେଖାଏଁ ଓି୍ୱକେଟ୍ ଅକ୍ତିଆର କରିଥିଲେ । ଆଜିର ମ୍ୟାଚରେ ସନ୍ତୋଷ ନେଜାଙ୍କୁ ମ୍ୟାନ୍ ଅଫ୍ ଦ ମ୍ୟାଚ୍ ବିବେଚିତ କରାଯାଇଥିବା ବେଳେ ଅନ୍ୟତମ ଅତିଥିଭାବେ ପ୍ରଦୀପ କୁମାର ସାହୁ ଯୋଗ ଦେଇ ଟ୍ରଫି ସହ ପୁରଷ୍କାର ପ୍ରଦାନ କରିଥିଲେ । ଟି-୨୦ ନୟାଗଡ଼ କପ୍-୨୦୨୨ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଲିଗ୍ ମ୍ୟାଚକୁ ବିସିସିଆଇ ଲେବୁଲ୍ ୱାନର ଅମ୍ପୟାର ଶରତ ଚନ୍ଦ୍ର ସାହୁ ଓ ଓସିଏର ଅମ୍ପୟାର ପ୍ରଦୀପ କୁମାର ଜେନା ପରିଚାଳନା କରିଥିବା ବେଳେ ଅଧ୍ୟାପକ ଗଣେଶ୍ୱର ମିଶ୍ର ଓ ଆଶୁତୋଷ ମିଶ୍ର ଧାରାବିବରଣୀ ପ୍ରଦାନ କରିଥିଲେ । ନୟାଗଡ଼ ବ୍ଲକର ସମସ୍ତ ଜିଲ୍ଲାପରିଷଦ ସହାର୍ଯ୍ୟା ସହଯୋଗ କରିଥିଲେ । ଆସନ୍ତାକାଲି ମ୍ୟାଚ୍ ରେଲୱ ଓଡ଼ିଶା ବନାମ ୟୁନିଅନ୍ ସ୍ପୋର୍ଟିଂ, କଟକ ମଧ୍ୟରେ କ୍ଲବ ଅନୁଷ୍ଠିତ ହେବ ବୋଲି ନୟାଗଡ଼ ଜିଲ୍ଲା କ୍ରିକେଟ୍ ଆସୋସିଏସନର ସଂପାଦକ ସଂଗ୍ରାମ କୁମାର ଗୁମାନସିଂ ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version