• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମେକ୍‌-ଇନ୍‌-ଓଡ଼ିଶା କନ୍‌କ୍ଲେଭରେ ୭,୨୬,୧୨୮.୪୫ କୋଟିର ନିବେଶ ପ୍ରସ୍ତାବନା : ପ୍ରମୁଖ ଶାସନ ସଚିବ ଶ୍ରୀ ଶର୍ମା ପ୍ରଥମ ଦିନରେ ୨୧ଟି ବୁଝାମଣାପତ୍ର ସ୍ୱାକ୍ଷରିତ

Proprietor Abhimanyu Maharana by Proprietor Abhimanyu Maharana
December 4, 2022
in ଓଡ଼ିଶା, ବାଣିଜ୍ୟ, ମହାନଗର, ହୋମ୍
0
ମେକ୍‌-ଇନ୍‌-ଓଡ଼ିଶା କନ୍‌କ୍ଲେଭରେ ୭,୨୬,୧୨୮.୪୫ କୋଟିର ନିବେଶ ପ୍ରସ୍ତାବନା : ପ୍ରମୁଖ ଶାସନ ସଚିବ ଶ୍ରୀ ଶର୍ମା ପ୍ରଥମ ଦିନରେ ୨୧ଟି ବୁଝାମଣାପତ୍ର ସ୍ୱାକ୍ଷରିତ
Share on FacebookShare on TwitterWhatsapp

୦୪ ଡିସେମ୍ବର ରବିବାର (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :- ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨କୁ ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବା ପରେ ଆଜି ୧ ତାରିଖରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମ ସଂପର୍କରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଆଜି ସକାଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ନରେୱ, ଜାପାନ, ଜର୍ମାନୀ ଓ ନେପାଳର ବୈଦେଶିକ ପ୍ରତିନିଧିଙ୍କ ସମେତ ଦେଶର ୪୦ ଜଣ ପ୍ରମୁଖ ଶିଳ୍ପପତିଙ୍କ ଗହଣରେ ଜଳଯୋଗରେ ସାମିଲ ହୋଇ ପୁଂଜିନିବେଶ ସଂପର୍କରେ ଆଲୋଚନା କରିଥିଲେ । ଆଜିର ପ୍ରଥମ ଅଧିବେଶନ (ପ୍ଲେନାରୀ ସେସନ୍‌)ରେ ୫୪ ଜଣ ପ୍ରମୁଖ ଶିଳ୍ପପତିମାନେ ଉପସ୍ଥିତଥିବାବେଳେ ଶିଳ୍ପ କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରାୟ ୨୦୦୦ରୁ ଊଦ୍ଧ୍ୱର୍ ଉଦ୍ୟୋଗୀମାନେ ଯୋଗଦେଇଥିଲେ ।

ଆଜି ମୋଟ ୧୩ଟି ଅଧିବେଶନ ଅନୁଷ୍ଠିତ ହୋଇଥିଲା । ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ରେ ଆୟୋଜିତ ପ୍ରଦର୍ଶନୀରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ଓ ଅନ୍ୟ ଦେଶରୁ ୨୧୨ଟି ସଂସ୍ଥା ଅଂଶଗ୍ରହଣ କରିଥିବାବେଳେ ଏଥିରେ ଜାପାନ୍‌, ଜର୍ମାନୀ, ନର୍‌େୱ, ନେପାଳ, ବାଂଲାଦେଶ, ଅଷ୍ଟ୍ରେଲିଆ, ଇଣ୍ଡୋନେସିଆ, ସିଙ୍ଗାପୁର, ଚୀନ ଓ ଥାଇଲାଣ୍ଡ ଆଦି ଦେଶ ମଧ୍ୟ ସାମିଲ ହୋଇଛନ୍ତି । ଆଜି ମୋଟ ୨୧ଟି ନିବେଶ ସଂପର୍କିତ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଉଭୟ ନିବେଶ ଓ ଅଣନିବେଶ କ୍ଷେତ୍ର ମିଶି ମୋଟ ୬୭ଟି ନିବେଶ ପତ୍ର ଗ୍ରହଣ କରାଯାଇଥିଲା । ଏହି ୬୭ଟି କ୍ଷେତ୍ରରୁ ମୋଟ ୫,୮୫,୭୪୨.୨୬ କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି ମିଳିଛି । ଏଥି ଯୋଗୁଁ ୨ ଲକ୍ଷ ୪୭ ହଜାର ୮୯୨ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ।

ଏତଦ୍‌ବ୍ୟତୀତ ଦେଶର ବିଭିନ୍ନ ସହରରେ ଗତ ୬ ମାସ ମଧ୍ୟରେ ଯେଉଁ ରୋଡ୍‌ଶୋ ହୋଇଥିଲା, ତନ୍ମଧ୍ୟରୁ ପ୍ରସ୍ତାବନା ଆସିଥିବା ୭୮ଟି ନିବେଶ ପ୍ରତିଶ୍ରୁତିକୁ ଆଜି ବିଧିବଦ୍ଧ ଭାବେ ଗ୍ରହଣ କରାଯାଇଛି । ଏଥିରେ ୧ଲକ୍ଷ ୪୦ ହଜାର ୩୮୬ କୋଟି ୧୯ ଲକ୍ଷ ଟଙ୍କାର ପୁଂଜିନିବେଶ ସମ୍ଭାବନା ରହିଛି ଏବଂ ଏହା ଦ୍ୱାରା ୭୨ ହଜାର ୮୪୯ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ । ଉପରୋକ୍ତ ସମସ୍ତ କ୍ଷେତ୍ରରୁ ମୋଟ ୭,୨୬,୧୨୮.୪୫ କୋଟିର ପୁଂଜିନିବେଶ ପ୍ରତିଶ୍ରୁତି ମିଳିଛିି ବୋଲି ରାଜ୍ୟ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଶର୍ମା ପ୍ରକାଶ କରିଛନ୍ତି ।

ଆସନ୍ତାକାଲି ମେକ୍‌ ଇନ୍‌ ଓଡ଼ିଶା ଦ୍ୱିତୀୟ କାର୍ଯ୍ୟ ଦିବସରେ ସ୍କିଲଡ୍‌ ଇନ୍‌ ଓଡ଼ିଶା ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆଇଟିଇଏସ୍‌, ସିଙ୍ଗାପୁର ସହ ବୁଝାମଣାପତ୍ର ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । ଏହା ବ୍ୟତୀତ କେତେକ ଶିଳ୍ପ ଉପରେ ନିର୍ଭର କରୁଥିବା କ୍ଷୁଦ୍ରଶିଳ୍ପ, ଆନୁଷଙ୍ଗିକ ଶିଳ୍ପ ଓ ଡାଉନ୍‌ଷ୍ଟି୍ରମ୍‌ ଶିଳ୍ପ, ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥା ଏବଂ ଯାନ୍ତ୍ରିକ ଶିକ୍ଷା କ୍ଷେତ୍ରରେ ବୁଝାମଣାପତ୍ର ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ମୋଟ ୧୦ଟି ଅଧିବେଶନ ଅନୁଷ୍ଠିତ ହେବ । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version