• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଲକ ସ୍ତରିୟ ବିଜ୍ଞାନ ନେଳା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 6, 2022
in ଓଡ଼ିଶା, ଗଜପତି, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ବ୍ଲକ ସ୍ତରିୟ ବିଜ୍ଞାନ ନେଳା ଅନୁଷ୍ଠିତ
Share on FacebookShare on TwitterWhatsapp

୦୫ ଡିସେମ୍ବର ସୋମବାର ( ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି :-  ସରକାରୀ ଉଚ୍ଚ ବିଦ୍ୟାଳୟ, କେ. ଏମ. ଭାଲିଆସାହିଠାରେ ବ୍ଲକସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଉତ୍ସବରେ ଗୋଷ୍ଠୀ ଶିକ୍ଷାଧିକାରୀ ରା.ଉଦୟଗିରି ଶ୍ରୀଯୁକ୍ତ ଦେବଦାସ ତାମରାପୁ ସଭାପତି ରୂପେ ମଞ୍ଚ ପରିଚାଳନା କରିଥିବା ବେଳେ ଲଷ୍ମୀ ନାରାୟଣ ଶବର ମୁଖ୍ୟ ଅତିଥି, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଯୁଧିଷ୍ଠିର ବେହେରା ସାରସ୍ୱତ ଅତିଥି, ଅଵାରସିଂ ସରପଞ୍ଚ ଦ୍ରୌପଦୀ ରଇତ, ଜିଲ୍ଲା ପରିଷଦ ଦଣ୍ଡପାଣି ବଡମୁଣ୍ଡି, M.P. ପ୍ରତିନିଧି ଜଗବନ୍ଧୁ ଦାସ, MLA ପ୍ରତିନିଧି ଗୋପାଳ ଦଳାଇ,ନାଏବ ସରପଞ୍ଚ ପବିତ୍ର ଗମାଙ୍ଗ, ଶିକ୍ଷକ ବୃନ୍ଦାବନ ମହାଙ୍କୁଡ, ଶିକ୍ଷକ ପ୍ରଦୀପ କୁମାର ପଣ୍ଡା ଆଦି ମାନ୍ୟଗଣ୍ୟ ବ୍ୟକ୍ତିମାନେ ସମ୍ମାନିତ ଅତିଥି ରୂପେ ଯୋଗଦାନ କରିଥିଲା ବେଳେ ବାଳକୃଷ୍ଣ ବାଗସିଂ ଏବଂ ନାରାୟଣ ରଞ୍ଜନ ସାହୁ ପ୍ରକଳ୍ପ ଗୁଡିକର ନିରୀକ୍ଷଣ କରିଥିଲେ l ବିଭିନ୍ନ ବିଷୟରେ ମୋଟ 76 ଟି ପ୍ରକଳ୍ପ ଆସିଥିଲା ବେଳେ ତନ୍ମଧ୍ୟରୁ 7 ଟି ପ୍ରକଳ୍ପ ଜିଲ୍ଲାସ୍ତରକୁ ମନୋନୀତ ହୋଇଥିଲା l ସରକାରୀ ଉଚ୍ଚ ବିଦ୍ୟାଳୟ,ରା.ଉଦୟଗିରିର ଆକାଂକ୍ଷା ପ୍ରିୟଦର୍ଶିନୀ ପାତ୍ର, ୟୁ.ପି ସ୍କୁଲ, କୁଆଁପଡାର ସୌଦାମିନୀ ପୂଜାରୀ, ହାଇସ୍କୁଲ,ତରାପଦାର ଅଜୁ ଭୂୟାଁ, ୟୁ.ପି ସ୍କୁଲ, ଛେଳିଗଡ଼ର ହସିନା ମହାଙ୍କୁଡ଼, ଉଚ୍ଚ ବିଦ୍ୟାଳୟ, କେ. ଏମ. ଭାଲିଆସାହିର ଶୁଭମ ବିଷୋୟୀ, ହାଇସ୍କୁଲ, ଛେଳିଗଡ଼ର ସୁଇଟି ଗୌଡ଼, ୟୁପି ସ୍କୁଲ , ପରିସଲର ରୋହନ କୁମାର ମାଲି ଆଦି ଛାତ୍ରଛାତ୍ରୀମାନେ ଜିଲ୍ଲାସ୍ତରକୁ ମନୋନୀତ ହୋଇଥିଲେ l ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ଅଭୟ କୁମାର ଦାସ ମଞ୍ଚ ପରିଚାଳନା କରିଥିଲା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟତ୍ରୀମାନେ ପୂର୍ଣ୍ଣ ସହଯୋଗ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version