• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୋହନା ବ୍ଲକ ପ୍ରାଥମିକ ଶିକ୍ଷକ(ଏକ୍ସ କ୍ୟାଡ଼ର) ଓ ଗଣ ଶିକ୍ଷକଙ୍କ ୮ ଦଫା ଦାବି ନେଇ ଶୋଭାଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
December 6, 2022
in Uncategorized, ଓଡ଼ିଶା, ଗଜପତି, ହୋମ୍
0
ମୋହନା ବ୍ଲକ ପ୍ରାଥମିକ ଶିକ୍ଷକ(ଏକ୍ସ କ୍ୟାଡ଼ର) ଓ ଗଣ ଶିକ୍ଷକଙ୍କ ୮ ଦଫା ଦାବି ନେଇ ଶୋଭାଯାତ୍ରା
Share on FacebookShare on TwitterWhatsapp

୬ ଡିସେମ୍ବର ମଙ୍ଗଳବାର ( ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ମୋହନ ବ୍ଳକ ଶିକ୍ଷକ ସଂଘ ପକ୍ଷରୁ ବ୍ଲକ କାର୍ଯ୍ୟକାରୀ ସଭାପତି ଅଶୋକ କୁମାର ବେହେରାଙ୍କ ତତ୍ତ୍ଵାବଧାନ ରେ ଏକ ବିରାଟ ଶୋଭାଯାତ୍ରାରେ ସରକାରୀ ହାଇସ୍କୁଲ ପଡିଆରୁ ବାହାରିଥିଲେ। ଶିକ୍ଷକମାନେ ହାତରେ ଫ୍ଳାକାର୍ଡ ଧରି ନାରାବାଜି କରି ମୋହନା ମୁଖ୍ୟ ସଡକର ପ୍ରତ୍ୟେକ ଛକରେ ନିଜ ଦାବି ସଂପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ପରେ ଗୋଷ୍ଠି ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି ୮ ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଇଓଙ୍କୁ ଦେଇଥିଲେ। ଦାବି ଗୁଡିକ ମଧ୍ୟରେ ରାଜ୍ୟର ସମସ୍ତ ଚୁକ୍ତି ଭିତ୍ତିକ ଗଣ ଶିକ୍ଷକ ମାନଙ୍କୁ ନିୟମିତି ନିଯୁକ୍ତି ଏବଂ ଏକ୍ସ କ୍ୟାଡ଼ର ଶିକ୍ଷକ ଓ ଗଣଶିକ୍ଷକ ମାନଙ୍କୁ କ୍ୟାଡର ଭୁକ୍ତ କରିବା , ୨୦୨୦ରୁ ବନ୍ଦ ଥିବା ଇନକ୍ରିମେଣ୍ଟ ପ୍ରଦାନ କରିବା,

ଡେପୁଟିସନକୁ ବାତିଲ କରିବା, ଟ୍ରେଜେରୀ ମାଧ୍ଯମରେ ଦରମା ପ୍ରଦାନ, ୬ ମାସର ଏରିଅର ପାଇବାରୁ ବଞ୍ଚିତ ଥିବା ଏକ୍ସ କ୍ୟାଡର ଶିକ୍ଷକମାନଙ୍କୁ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରିବା ଆଦି ଦାବି ରହିଥିଲା। ଏହି କାର୍ଯ୍ୟକ୍ରମରେ ବ୍ଳକ ସଭାପତି ଦିବାକର ନାୟକ, ସମ୍ପାଦକ କେଶବ ବେହେରଦଳାଇ, ସଚିବ ଜଗନ୍ନାଥ ସାହୁ, ଏକ୍ସ କ୍ଯ୍।ଡର ମୁଖ୍ୟ ସ୍ୱପ୍ନେଶ୍ଵର ରାଉତ,ବିକ୍ରମ ପାତ୍ର, ଦ୍ଭାସ୍କର ବିଷୋୟୀ, ସୀତାରାମ ସାହୁ, ମାଳତୀ ନାୟକ, ସପ୍ନା ଦାସଙ୍କ ସମେତ ବ୍ଳକ ମିଳିତ ଶିକ୍ଷକ ସଂଘର ସଭାପତି କବିରାଜ ମଳିକ, ଉପ ସଭାପତି ଦିବାକର ନାୟକ, ସମ୍ପାଦକ ଯୁଧିଷ୍ଠିର ମହାପାତ୍ର, ବରିଷ୍ଠ ଉପଦେଷ୍ଠା ଗଗନ କୁମାର ଦାଶ, ଜଗନ୍ନାଥ ସେଠୀ, ଦେବରାଜ ସେଠୀଙ୍କ ସମେତ ବିଭିନ୍ନ ବର୍ଗର ୨୦୦ରୁ ଉର୍ଦ୍ଧ୍ୱ ଶିକ୍ଷକ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version