• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଅର୍ଚ୍ଚନା ଙ୍କ ୫ ଟି ବୟାନରେ ଦୋହଲିବ ଓଡ଼ିଶା : କେବେ ମୁହଁ ଖୋଲିବେ ଅର୍ଚ୍ଚନା ନାଗ

Proprietor Abhimanyu Maharana by Proprietor Abhimanyu Maharana
December 7, 2022
in ଅପରାଧ, ଓଡ଼ିଶା, ମହାନଗର, ହୋମ୍
0
ଅର୍ଚ୍ଚନା ଙ୍କ ୫ ଟି ବୟାନରେ ଦୋହଲିବ ଓଡ଼ିଶା : କେବେ ମୁହଁ ଖୋଲିବେ ଅର୍ଚ୍ଚନା ନାଗ
Share on FacebookShare on TwitterWhatsapp

ମୁଁ କେବେବି ଛାଡିବିନି, ଯେବେ ମୁହଁ ଖୋଲିବି ସେତେବେଳେ ସାରା ରାଜ୍ୟ ପରିବତ୍ତର୍ନ ହୋଇଯିବ – ଅର୍ଚ୍ଚନା

ଅର୍ଚ୍ଚନାଙ୍କ ନାଗ ଫାସରେ ଫସିଥିବା ନେତାଙ୍କ ଛାତି ଧଡ଼ଧଡ଼ ହେବା ସହ ମନରେ ଛନକା ପଶି ଯାଇଛି ।

୬ ଡିସେମ୍ବର ମଙ୍ଗଳବାର ( ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :- ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଆଜି ଗଣମାଧ୍ୟମ ଆଗରେ ବିସ୍ଫୋରକ ବୟାନ ଦେଇଛନ୍ତି । ସେ କହିଛନ୍ତି ମାତ୍ର ୩୦ ମିନିଟରେ ସବୁ ତଥ୍ୟ ପ୍ରମାଣ ଦେବି । ମୁଁ କେବେବି ଛାଡିବିନି, ଯେବେ ମୁହଁ ଖୋଲିବି ସେତେବେଳେ ସାରା ରାଜ୍ୟ ପରିବତ୍ତର୍ନ ହୋଇଯିବ । ଅର୍ଚ୍ଚନାଙ୍କ ଏଭଳି ବୟାନ ପରେ ରାଜନୈତିକ ମହଲରେ କମ୍ପନ ସୃଷ୍ଟି ହୋଇଛି । ଅର୍ଚ୍ଚନାଙ୍କ ନାଗ ଫାସରେ ଫସିଥିବା ନେତାଙ୍କ ଛାତି ଧଡ଼ଧଡ଼ ହେବା ସହ ମନରେ ଛନକା ପଶି ଯାଇଛି । ମଙ୍ଗଳବାର ଅର୍ଚ୍ଚନା ନାଗକୁ ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ୭ ଦିନିଆ ରିମାଣ୍ଡରେ ନେଇଛି । ସେ ମେଡିକାଲ ଟେଷ୍ଟ ପାଇଁ କ୍ୟାପିଟାଲ ହସ୍ପିଟାଲ ଆସିଥିବା ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କ ସମ୍ମୁଖରେ ବିସ୍ଫୋରକ ବୟାନ ଦେଇଥିଲେ ।ସେ କହିଥିଲେ, ମୁଁ କ’ଣ ଆତଙ୍କବାଦୀ, କ’ଣ ପାଇଁ ମୋ ମୁହଁ, ଆଖି ବାନ୍ଧି ପୋଲିସ ଗିରଫ କଲା..? ମୋତେ ଯଦି ଗିରଫ କଲେ ୨୪ ଘଣ୍ଟାରେ କୋର୍ଟ ଫରୱାର୍ଡ ନ କରି କାହିଁକି ବାଲିଅନ୍ତା ଥାନାରେ ନଜରବନ୍ଦୀ କରି ରଖାଗଲା ବୋଲି ଅର୍ଚ୍ଚନା ପଚାରିଛନ୍ତି । ସେ କହିଛନ୍ତି, ମୁଁ ପ୍ରେସମିଟ୍ କରିଥାନ୍ତି, ମୁଁ କ’ଣ ଆତଙ୍କବାଦୀ..? ମୋ’ ଉପରେ ପ୍ରବଳ ଚାପ ପକାଯାଉଛି । କିଛି ନ ଜାଣି ମୋତେ ବଦନାମ କଲେ, ମୋ ୫ ବର୍ଷର ଛୁଆକୁ ମୋଠୁ ଦୂରେଇ ଦେଲେ । ତାର ଲୁହ ପଡ଼ିବ । ମୁଁ ସମୟକୁ ଅପେକ୍ଷା କରିଛି, ହେଲେ କାହାକୁ ଛାଡିବିନି । କିଛି ଜଣ ମିଶି ପଣସ ଖାଇ ମୋ’ ମୁଣ୍ଡରେ ଅଠା ବୋଳିଦେଲେ । ବିନା ତଥ୍ୟ, ପ୍ରମାଣରେ ମୋତେ କଳଙ୍କିତ କରାଯାଉଛି । ପ୍ରଶାସନର ଏ କି ବ୍ୟବସ୍ଥା ବୋଲି ସେ ପ୍ରଶ୍ନ କରିଥିଲେ..? ସେ କହିଥିଲେ, ମୁଁ କହିଲେ ସାରା ରାଜ୍ୟ ପରିବର୍ତ୍ତନ ହୋଇଯିବ । ମୋତେ କେବଳ ୩୦ ମିନିଟ୍ ସମୟ ଦରକାର । ମୋତେ ଫସାଇ ଦିଆଯାଇଛି, ତଥ୍ୟ ପ୍ରମାଣ ସହ ସବୁ ଦେବି । ମୁଁ କାହାକୁ ଛାଡିବିନି । ସବୁ ଗୁମର ଖୋଲିବି । ଶ୍ରଦ୍ଧାଞ୍ଜଳିର କଲ୍ ଡିଟେଲ୍ସ ଯାଞ୍ଚ କରାଯାଉ । ସତସାହାସ ଥିଲେ ଶ୍ରଦ୍ଧାଞ୍ଜଳି ସାମ୍ନାକୁ ଆସୁ । ଅର୍ଚ୍ଚନା ପୁଣି କହିଛନ୍ତି ଯେ, ମୁଁ ସମ୍ମାନର ସହ ଇଡିକୁ ଅପେକ୍ଷା କରିଥିଲି । ଇଡି ତଦନ୍ତ କରୁ । ତଦନ୍ତକାରୀ ସଂସ୍ଥା ଉପରେ ମୋର ଯଥେଷ୍ଟ ବିଶ୍ୱାସ ରହିଛି । ଯେତେ ବଡ଼ ତଦନ୍ତକାରୀ ସଂସ୍ଥା ଆସୁ ସେଥିପାଇଁ ମୁଁ ପ୍ରସ୍ତୁତ ଅଛି । ମୋ ପାଖରେ ଏକ୍ସକ୍ଲ୍ୟୁସିଭ୍ ପ୍ରମାଣ ଅଛି ବୋଲି ସେ କହିଥିଲେ । ଅର୍ଚ୍ଚନାଙ୍କ ବୟାନ ପରେ ରାଜ୍ୟରେ କମ୍ପନ ସୃଷ୍ଟି କରିଛି । ନେତା-ମନ୍ତ୍ରୀଙ୍କ ଛାତି ଧଡ଼ଧଡ଼ ହେବା ଆରମ୍ଭ କରିଛି । ନାଗ ଫାସରେ ଫସିଥିବା ବ୍ୟକ୍ତିମାନଙ୍କ ମନରେ ଛନକା ପଶିଯାଇଛି ।1. ଅର୍ଚ୍ଚନାଙ୍କ ପାଖରେ କିଭଳି ତଥ୍ୟ-ପ୍ରମାଣ ଅଛି..?

2. କେଉଁମାନେ ପଣସ ଖାଇ ଅର୍ଚ୍ଚନାଙ୍କ ମୁଣ୍ଡରେ ଅଠା ବୋଳିଛନ୍ତି..?

3. ଅର୍ଚ୍ଚନା ମୁହଁ ଖୋଲିଲେ ରାଜ୍ୟ ପରିବର୍ତ୍ତନ ହେବ କେମିତି..?

4. ଏଥିରେ କ’ଣ ସରକାରୀ ଦଳର ନେତା-ମନ୍ତ୍ରୀଙ୍କ ସଂପୃକ୍ତି ଅଛି କି..?

5. କ’ଣ ଜଣକୁ ବଞ୍ଚାଇବାକୁ ଯାଇ ପୋଲିସ ଅର୍ଚ୍ଚନାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛି କି..?

ଏଭଳି ପ୍ରଶ୍ନ ଏବେ ରାଜନୈତିକ ମହଲରେ କମ୍ପନ ସୃଷ୍ଟି କରିଛି । ତେବେ ଅର୍ଚ୍ଚନା କେବେ ମୁହଁ ଖୋଲୁଛନ୍ତି ଓ ରାଜ୍ୟରେ କି ପରିବର୍ତ୍ତନ ହେଉଛି, ତାହା ଦେଖିବାକୁ ବାକି ରହିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026

Recent News

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version