• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମହାମାରୀ କରୋନା କଟକଣା ଯୋଗୁଁ ବିନା ଭକ୍ତରେ ଶ୍ରୀଜିଉଙ୍କ ସ୍ନାନ ପୂର୍ଣ୍ଣିମା ନୀତି ଅନୁଷ୍ଠିତ – ପୁରୀ

Proprietor Abhimanyu Maharana by Proprietor Abhimanyu Maharana
June 5, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମହାମାରୀ କରୋନା କଟକଣା ଯୋଗୁଁ ବିନା ଭକ୍ତରେ ଶ୍ରୀଜିଉଙ୍କ ସ୍ନାନ ପୂର୍ଣ୍ଣିମା ନୀତି ଅନୁଷ୍ଠିତ – ପୁରୀ
Share on FacebookShare on TwitterWhatsapp
ଓଡିଶା ତାଜା ନ୍ୟୁଜ୍‌ (୦୫ ଜୁନ୍ ଶୁକ୍ରବାର ) ପୁରୀ :- ଶ୍ରୀଜିଉଙ୍କ ପବିତ୍ର ସ୍ନାନଯାତ୍ରା ପ୍ରଥମ ଥର ପାଇଁ ବିନା ଭକ୍ତରେ ସମ୍ପନ୍ନ ହୋଇଛି ଓ ଶ୍ରୀମନ୍ଦିରରେ ଦାରୁବ୍ରହ୍ମ ରୂପୀ ବଡ଼ଠାକୁର ଶ୍ରୀ ବଳଭଦ୍ର, ଜଗତର ନାଥ ଶ୍ରୀ ଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ମହାସ୍ନାନ ହୋଇଛି । ସେବାୟତ ମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରତ୍ନ ସିଂହାସନରୁ ଧାଡି ପହଣ୍ଡିରେ ସ୍ନାନ ମଣ୍ଡପକୁ ଆଣିଥିଲେ ।

ଭୋର ୪ଟା ୨୦ରେ ମଙ୍ଗଳ ଆରତୀ, ୪ଟା ୩୫ ରେ ମଇଲମ ଓ ତଡ଼ପଲାଗି ଏବଂ ଭୋର ୪ଟା ୫୦ ରେ ମହାପ୍ରଭୁଙ୍କ ଅଧର ପୋଛା ନୀତି ସମ୍ପନ୍ନ ହୋଇଥିଲା । ୫.୩୦ ରେ ଅବକାଶ, ୫.୪୦ରେ ରୋଷହୋମ ଓ ପୂର୍ବାହ୍ନରେ ଶ୍ରୀଜୀଉଙ୍କର ହାତୀ ବେଶ ହୋଇଥିଲା , ୫.୫୫ ରେ ବେଶ ଶେଷ ହୋଇଥିଲା । ଵିଧି ଅନୁଯାୟୀ ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ହୋଇଛି ।

ଏଥର ବନ୍ଦ ରହିଥିଲା ସାହାଣ ମେଲା ଦର୍ଶନ ସ୍ନାନ ମଣ୍ଡପରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଓ । ଶ୍ରୀଜୀଉଙ୍କର ଜନ୍ମ ଉତ୍ସବ ପାଳନ ସହ ଚତୁର୍ଦ୍ଧାମୂରତି ଗଜାନନ ବେଶ ଧାରଣ କରିଛନ୍ତି । ବାହୁଡ଼ା ପହଣ୍ଡି ସଂଧ୍ୟା ୫ଟାରୁ ରାତି ୮ଟା ମଧ୍ୟରେ ସମ୍ପନ୍ନ କରାଯିବ । ଶ୍ରୀମନ୍ଦିର ଓ ଏହାର ଆଖପାଖ ଅଂଚଳରେ ୧୪୪ଧାରା ଲାଗୁ ହୋଇଛି । ଭକ୍ତମାନେ ଏହାର ସିଧାପ୍ରସାରଣ କେବଳ ଦୂରଦର୍ଶନ ମାଧ୍ୟମରେ ଦେଖିପାରିଛନ୍ତି ।

କରୋନା କଟକଣା ପାଇଁ ପ୍ରଥମ ଥର ପାଇଁ ବିନା ଭକ୍ତରେ ହେଉଛି ସ୍ନାନଯାତ୍ରା । ସୀମିତ ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଚାଲିଥିଲା । ମହାମାରୀ କରୋନା କଟକଣା ଯୋଗୁଁ ବିନା ଭକ୍ତରେ ଶ୍ରୀଜିଉଙ୍କ ସ୍ନାନ ପୂର୍ଣ୍ଣିମା ନୀତି ଅନୁଷ୍ଠିତ ହୋଇଯାଇଅଛି ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version