• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୋଦୀ ସରକାରଙ୍କ ସଫଳତା ଉପରେ ଗଜପତିରେ ଭାଜପାର ସାମ୍ବାଦିକ ସମ୍ମିଳନୀ – ପାରଳାଖେମୁଣ୍ଡି

Proprietor Abhimanyu Maharana by Proprietor Abhimanyu Maharana
June 6, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମୋଦୀ ସରକାରଙ୍କ ସଫଳତା ଉପରେ ଗଜପତିରେ ଭାଜପାର ସାମ୍ବାଦିକ ସମ୍ମିଳନୀ – ପାରଳାଖେମୁଣ୍ଡି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୦୬ ଜୁନ୍ ଶନିବାର) ପାରଳାଖେମୁଣ୍ଡି :- କେନ୍ଦ୍ରରେ ମୋଦୀ ସରକାରଙ୍କ ୨ୟ ପାଳିର ପ୍ରଥମ ବର୍ଷ ପୁରଣ ହେବା ପରେ ଜିଲ୍ଲା ଭାଜପା ପକ୍ଷରୁ ଏକ ସାମ୍ବାଦିକ ସମ୍ମୀଳନୀ ମାଧ୍ୟମରେ ସରକାରଙ୍କ ବିଭିନ୍ନ ସଫଳତା ବିଷୟରେ କୁହାଯାଇଛି । ଏହି ସାମ୍ବାଦିକ ସମ୍ମୀଳନୀରେ ପାରଳା ବିଧାୟକ କେ.ନାରାୟଣ ରାଓ ଏବଂ ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ତଥା ବରିଷ୍ଠ ବିଜେପି ନେତା ଭୃଗୁ ବକ୍ସିପାତ୍ର ଯୋଗ ଦେଇ ମୋଦୀ ସରକାର ଓଡିଶା ପାଇଁ କିପରି ସହେଯାଗ କରିଛନ୍ତି ସେ ବିଷୟରେ ପ୍ରକାଶ କରି କହିଥିଲେ,ଫନି ବାତ୍ୟା ସମୟରେ ଓଡିଶାକୁ ୩୪୧ କୋଟି ଅଗ୍ରୀମ ଭାବେ ଦେଇଥିବା ବେଳେ ଅମ୍ଫାନ ବାତ୍ୟା ସମୟରେ ପ୍ରଧାନମନ୍ତ୍ରୀ କ୍ଷତି ଗ୍ରସ୍ତ ଅଞ୍ଚଳ ବୁଲିବା ସହ ୫୦୦ କୋଟି ଟଙ୍କାର ପ୍ୟାକେଜ ଦେଇଥିଲେ ।

ସେହିପରି ଓଡିଶାର କୋଣାର୍କକୁ ସୂର୍ଯ୍ୟ ନଗରୀ ଭାବେ ଗଢି ତୋଳିବା ପାଇଁ କେନ୍ଦ୍ର ସରକାର ସୋଲାର ପ୍ରକଳ୍ପ ବାବଦରେ ୨୫କୋଟି ଟଙ୍କା ଅନୁଦାନ ଦେଇଛନ୍ତି । କରୋନା ମୁକାବିଲା ପାଇଁ ମଧ୍ୟ ବିଭିନ୍ନ ଯୋଜନାରେ ଓଡିଶାକୁ ମୋଦୀ ସରକାର ସହାୟତାର ହାତ ବଢାଇଛନ୍ତି । ଓଡିଶାର ୯୩ଲକ୍ଷ ପରିବାରକୁ ଏକ କିଲୋ ଡାଲି ହିସାବରେ ୩ମାସ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି । ଏହିପରି ମୋଦୀ ସରକାରଙ୍କ ୨ୟ ପାଳିର ପ୍ରଥମ ବର୍ଷ ପୁର୍ତ୍ତି ଅବସରରେ ବିଭିନ୍ନ ସଫଳତା ବିଷୟରେ କୁହାଯାଇଥିଲା । (ରିପୋର୍ଟ – ଗରୁଡ଼ ଧ୍ୱଜ ଚୈାଧୁରୀ)

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version