• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହୋଦଧି ସମ୍ମାନ ପାଇଲେ ସୌମ୍ୟରଞ୍ଜନ ପୁରୀ ସମୁଦ୍ରରେ ପ୍ରଥମ ଥର କାଏକିଂ ର ଦୃଶ୍ୟ ଉପଭୋଗ କଲେ ପର୍ଯ୍ୟଟକ

Proprietor Abhimanyu Maharana by Proprietor Abhimanyu Maharana
December 13, 2022
in ଓଡ଼ିଶା, ପୁରୀ, ହୋମ୍
0
ମହୋଦଧି ସମ୍ମାନ ପାଇଲେ ସୌମ୍ୟରଞ୍ଜନ ପୁରୀ ସମୁଦ୍ରରେ ପ୍ରଥମ ଥର କାଏକିଂ ର ଦୃଶ୍ୟ ଉପଭୋଗ କଲେ ପର୍ଯ୍ୟଟକ
Share on FacebookShare on TwitterWhatsapp

୧୨ ଡିସେମ୍ବର ସୋମବାର ( ଓଡ଼ିଶା ତାଜା ନ୍ୟୁଜ ) ପୁରୀ :- ପୁରୀ ଜିଲ୍ଲା ସ୍ବେଛସେବୀ ସଂଗଠନ ସାମୁଖ୍ୟ ଦି ବେଲ୍ ଓ ଷ୍ଟେଟ ବ୍ୟାଙ୍କ୍ ର ମିଳିତ ସହଯୋଗ ରେ ସମୋବାର ପାଳିତ ହୋଇଯାଇଛି ମହୋଦଧି ଦିବସ । ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା କାଏକିଁ ରାଲୀ।ପୁରୀ ସମୁଦ୍ରରେ ବେଲ୍ ଅନୁଷ୍ଠାନ ତରଫରୁ ପ୍ରଥମ ଥର ପାଇଁ ଏହା ଆୟୋଜିତ ହୋଇଥିଲା । କଟକର Odisha Maritime Kalinga Surf Life Saving Society ଓ ପୁରୀ ର Kalinga Surfing Life Saving Society ଅନୁଷ୍ଠାନର ୮ଜଣ ଯୁବକ ଅଲିଭ ରିଡଲେର ସୁରକ୍ଷା କରନ୍ତୁ ସମୁଦ୍ର ବଞ୍ଚନ୍ତୁ ବାର୍ତା ନେଇ ବଳିଆ ପଣ୍ଡା ଠାରୁ ଏହି ରାଲି ସମୁଦ୍ର ଭିତରେ ନୀଳାଦ୍ରି ବିଚ୍ ପର୍ଯ୍ୟନ୍ତ ଯାଇଥିଲା । ଏହି ରାଲି କୁ ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ ସାହୁ ପତାକା ଦେଖାଇ ଉଦ୍ଘାଟନ କରିଥିଲେ।ସେହିପରି ନୀଳାଦ୍ରି ବିଚ୍ ମୁକ୍ତାକାଶ ରଙ୍ଗମଞ୍ଚରେ ସ୍କୁଲ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିସହ ମହିଳା ମାନଙ୍କ ମଧ୍ୟରେ music chair ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପରିବେଶ ଓ କଇଁଛ ସୁରକ୍ଷା ଦିଗରେ କାର୍ଯ କରି ଅନ୍ତରାଷ୍ଟ୍ରୀୟ ସ୍ତରରେ ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଥିବା କରିବା ସହିତ ଲିମକା ବୁକ୍ ରେ ନିଜ ନାମ ସାମିଲ କରିଥିବା ଯୁବ ପରିବେଶବିତ୍ ସୌମ୍ୟରଞ୍ଜନ ବିଶ୍ବାଳଙ୍କୁ ମହୋଦଧି ସମ୍ମାନ ୨୦୨୨ ସମ୍ମାନ ରେ ସମ୍ମାନିତ କରାଯାଇଛି।ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜିଲ୍ଲାପାଳ ସମର୍ଥ ବର୍ମା “ମହୋଦଧି ଉତ୍ସବ” ଅନୁଷ୍ଠାନ ର ଏକ ନିଆରା ପ୍ରୟାସ ଓ ଏହା ଆଗାମୀ ସମୟରେ ଓଡ଼ିଶାର ପ୍ରତ୍ୟେକଟି ଉପକୂଳ ଅଞ୍ଚଳର ସୁରକ୍ଷା ପାଇଁ ବାର୍ତ୍ତା ବହନ କରିବେ ବୋଲି କହିଥିଲେ। ଦି ବେଲ୍ ଆବାହକ ସିଦ୍ଧାର୍ଥ ରାୟ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସମ୍ପର୍କ ରେ କହିଥିଲେ ଓଡ଼ିଶାର ବିସ୍ତୃତ ଉପକୂଳ ବର୍ତ୍ତମାନ କ୍ଷୟ ହେବାକୁ ବସିଛି ଯାହା ଫଳରେ ପ୍ରାକୃତିକ ବିପର୍ଯ୍ୟୟ ସୃଷ୍ଟି ହେଉଚି ତେଣୁ ବେଲ୍ ଦ୍ଵାରା ଆରମ୍ଭ କରାଯାଇ ଥିବା ମହୋଦଧି ଉସବ ଲୋକଙ୍କ ମନରେ ସମୁଦ୍ର ଓ ଉପକୂଳ ଅଞ୍ଚଳର ସୁରକ୍ଷା ପ୍ରତି ସଚେତନତା ସୃଷ୍ଟି କରିବ।

ଏବଂ ଏହି କାର୍ଯ୍ୟ କ୍ରମର ଉଦ୍ଦେଶ୍ୟ ସେତିକି ବେଳେ ସଫଳ ହେବ ଯେତେବେଳେ ଓଡ଼ିଶାର ପ୍ରତ୍ୟେକ ଉପକୂଳବର୍ତ୍ତୀ ଜିଲ୍ଲା ରେ ଏହି କାର୍ଯ କ୍ରମ ଅନୁଷ୍ଠିତ ହେବ ।ଏଥି ସହିତ ଏହି ବର୍ଷ କୋଣାର୍କ ଠାରେ ମଧ୍ୟ ମହୋଦଧି ଉତ୍ସବ ବିଭିନ୍ନ ଅନୁଷ୍ଠାନ ତରଫରୁ ପାଳିତ ହେଉଚି ବୋଲି ସୂଚନା ଦେଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ଵାରା ମହୋଦଧି ଉତ୍ସବ ର ପତାକା ଉତ୍ତୋଳନ କରାଯିବା ସହିତ ଉପସ୍ଥିତ ଦର୍ଶକ ଓ ଛାତ୍ର ଛାତ୍ରୀ ମାନେ ମିଳିତ ଭାବରେ ମହୋଦଧି ସୁରକ୍ଷା ସମ୍ପର୍କ ରେ ଶପଥ ପାଠ କରିଥିଲେ ।ଏହି ଅବସରରେ କାର୍ଯ୍ୟ କ୍ରମର ଅନ୍ୟତମ ଅତିଥି ଭାବେ ଷ୍ଟେଟ ବ୍ୟାଙ୍କ, ପୁରୀ ମୁଖ୍ୟ ଶାଖା ର ପରିଚାଳକ ବିଜୟ କୁମାର ଶତପଥୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମକୁ ଶିଶୁ ସମାଚାର ର ସୁକାନ୍ତ କୁମାର ପଣ୍ଡା, ଶ୍ରୀ ସାଇ ଉଦୟ ଲକ୍ଷ୍ମୀ ଟ୍ରଷ୍ଟ ର ରାଜ କିଶୋର ପାତ୍ର, ସମର୍ପଣ ର ବ୍ରଜ କିଶୋର ସାହୁ, ବୋଧିଚାକ୍ର ର ଉମେଶ ଚନ୍ଦ୍ର ଦାସ, ଶ୍ରୀକ୍ଷେତ୍ର ଦିବ୍ୟାଙ୍ଗ ସେବା ସଂଗଠନ ର ଗଜଲକ୍ଷ୍ମୀ ରାୟ, ସଂକଳ୍ପ ଫାଉଣ୍ଡେସନ ର ସୁଚରିତା ପାଢ଼ୀ, ଆର୍ଟ ଅଫ ଲିଭିଂ ର ସୁଚିଶ୍ମିତା ମହାନ୍ତି, ଅନ୍ୱେଷଣ ର ସନ୍ତୋଷ କୁମାର ରାଉତ ଙ୍କ ସମେତ ଦି ବେଲ୍ ୟୁଥ୍ ଫୋରମ୍ ର ସତ୍ୟନାରାୟଣ ସାହୁ,ଓମ୍ ପ୍ରସାଦ ମହାନ୍ତି, ଟିକୀନା ପ୍ରଧାନ, ଅମର ବାରିକ ପ୍ରମୁଖ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version