• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆସନ୍ତା ୧୮ତାରିଖରୁ ୭୮ତମ ଅଲ୍ ଇଣ୍ଡିଆ ରେଲୱେ ଫୁଟବଲ୍ ଚମ୍ପିୟାନସିପ

Proprietor Abhimanyu Maharana by Proprietor Abhimanyu Maharana
December 13, 2022
in ଓଡ଼ିଶା, କ୍ରୀଡ଼ା, ଖୋର୍ଦ୍ଧା, ହୋମ୍
0
ଆସନ୍ତା ୧୮ତାରିଖରୁ ୭୮ତମ ଅଲ୍ ଇଣ୍ଡିଆ ରେଲୱେ ଫୁଟବଲ୍ ଚମ୍ପିୟାନସିପ
Share on FacebookShare on TwitterWhatsapp

୧୩ ଡିସେମ୍ବର ମଙ୍ଗଳବାର ( ଓଡ଼ିଶା ତାଜା ନ୍ୟୁଜ ) ଖୋର୍ଦ୍ଧା-ଜଟଣୀ :- ଇଷ୍ଟକୋଷ୍ଟ ରେଲୱେ ସ୍ପୋର୍ଟସ୍ ଆସୋସିଏସନ୍, ଖୋର୍ଦ୍ଧାରୋଡ଼, ଦ୍ଵାରା ୭୮ ତମ ଅଲ ଇଣ୍ଡିଆ ରେଲୱେ ଫୁଟବଲ୍ ଚାମ୍ପିଅନସିପ୍ ୨୦୨୨-୨୩ ନକ୍ ଆଉଟ୍ ଫେଜ୍,ଆୟୋଜନ ହେବାକୁ ଯାଉଛି । ଏହି ଟୁର୍ନାମେଣ୍ଟ ୧୮ ଡିସେମ୍ବରରୁ ଆରମ୍ଭ ହୋଇ ୨୩ ଡିସେମ୍ବର ୨୦୨୨ରେ ଶେଷ ହେବ | ଏହି ଟୁର୍ଣ୍ଣାମେଣ୍ଟରେ ଅଲ ଇଣ୍ଡିଆ ରେଳବାଇର ୮ ଟି ଦଳ ଅଂଶଗ୍ରହଣ କରିବେ | ପ୍ରଥମ ଥର ପାଇଁ ଖୋର୍ଦ୍ଧା ରୋଡ଼ ରେଲୱେ ଷ୍ଟାଡିୟମରେ ଅଲ ଇଣ୍ଡିଆ ରେଳ ଫୁଟବଲ ଚାମ୍ପିୟନଶିପ୍‌ର ନକ୍ ଆଉଟ୍ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ |

ଏହି ଟୁର୍ଣ୍ଣାମେଣ୍ଟରେ ଅଲ ଇଣ୍ଡିଆ ରେଳବାଇର ଆଠଟି ଦଳ ଅଂଶଗ୍ରହଣ କରିବେ । ସେଗୁଡ଼ିକ ହେଉଛି ଦକ୍ଷିଣ ପୂର୍ବ ରେଲୱେ, ଇଷ୍ଟର୍ନ ରେଲୱେ, ଚିତରଞ୍ଜନ ଲୋକୋ ମୋଟିଭ ୱାର୍କସ, ମେଟ୍ରୋ ରେଳ/କୋଲକାତା, ଦକ୍ଷିଣ କେନ୍ଦ୍ରୀୟ ରେଲୱେ, ନର୍ଥ ଫର୍ଣ୍ଟ୍ରିଅର ରେଲୱେ, ରେଳ କୋଚ କାରଖାନା/କାପୁରତାଲା ଏବଂ ପଶ୍ଚିମ ରେଲୱେ | ପ୍ରତିଦିନ ଦୁଇଟି ମ୍ୟାଚ୍ ଅନୁଷ୍ଠିତ ହେବ, ଗୋଟିଏ ସକାଳ ୮ ଟାରେ ଏବଂ ଅନ୍ୟଟି ଅପରାହ୍ନ ୨ ଟାରେ |

୭୮ତମ ଅଲ୍ ଇଣ୍ଡିଆ ରେଳ ଫୁଟବଲ୍ ଚାମ୍ପିଅନସିପ୍ ର ନକ୍ ଆଉଟ୍ ଫେଜ୍ ପୂର୍ବରୁ, ଡିସେମ୍ବର ୨୦୨୨ର ପ୍ରଥମ ସପ୍ତାହରେ ଇଷ୍ଟର୍ନ ରେଲୱେ/କୋଲକାତା ଏବଂ ସି ଏଲ୍ ଡବ୍ଲୁ/ ଚିତ୍ତରଂଜନ ଠାରେ ଭାରତୀୟ ରେଳବାଇର ୨୫ ଟିମ ମଧ୍ୟରେ ଲିଗ୍ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା .କ୍ରୀଡା ଅଧିକାରୀ ତଥା ବରିଷ୍ଠ ମଣ୍ଡଳ ବିତ୍ତ ପ୍ରବନ୍ଧକ, ଖୋର୍ଦ୍ଧାରୋଡ଼,ଏଚ୍ ବି ବିଶ୍ଵାଳଙ୍କ ନେତୃତ୍ୱରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ଏହି ସମ୍ମାନଜନକ ଟୁର୍ଣ୍ଣାମେଣ୍ଟ୍ ପାଇଁ ବିସ୍ତୃତ ବ୍ୟବସ୍ଥା କରିଅଛି । ସମସ୍ତ ମ୍ୟାଚ୍ କ୍ରୀଡା ସଚିବ ଏମ । ଜାକିରୁଦ୍ଦିନ ତଥା ତାଙ୍କ ସହଯୋଗୀଙ୍କ ‌ସମନ୍ୱୟରେ ଅନୁଷ୍ଠିତ ହେବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026
ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

April 26, 2026
ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ  ଅନୁଷ୍ଠିତ

ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ  ଅନୁଷ୍ଠିତ

April 26, 2026
ବାସନ୍ତୀ ମଡେଲ ଅପର ପ୍ରାଥମିକ ବିଦ୍ୟାଳୟର ମୁଖ୍ୟଶିକ୍ଷକଙ୍କ ବିଦାୟ ସମାରୋହ

ବାସନ୍ତୀ ମଡେଲ ଅପର ପ୍ରାଥମିକ ବିଦ୍ୟାଳୟର ମୁଖ୍ୟଶିକ୍ଷକଙ୍କ ବିଦାୟ ସମାରୋହ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026
ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version