• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମର୍ଥ ଭିନ୍ନକ୍ଷମ ଅନୁଷ୍ଠାନ ତରଫରୁ ଭିନ୍ନକ୍ଷମ ମାନଙ୍କ ପାଇଁ ତାଲିମ ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 17, 2022
in ଓଡ଼ିଶା, ଗଜପତି, ହୋମ୍
0
ସମର୍ଥ ଭିନ୍ନକ୍ଷମ ଅନୁଷ୍ଠାନ ତରଫରୁ ଭିନ୍ନକ୍ଷମ ମାନଙ୍କ ପାଇଁ ତାଲିମ ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

୧୭ ଡିସେମ୍ବର ଶନିବାର ( ଓଡ଼ିଶା ତାଜା ନ୍ୟୁଜ )ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଭିନ୍ନକ୍ଷମ ଅନୁଷ୍ଠାନ ସମର୍ଥ ପକ୍ଷରୁ ଭିନ୍ନକ୍ଷମ ଭାଇ ଭଉଣୀ ମାନଙ୍କୁ ନେଇ ଦୁଇ-ଦିନିଆ ଏକ ସଚେତନତା ତାଲିମ ଶିବିର କାର୍ଯ୍ୟକ୍ରମ ସାଇଟ୍-ସେଭର୍ସ୍ ଇଣ୍ଡିଆ ର ଆର୍ଥିକ ସହାୟତାରେ ପାରଳାଖେମୁଣ୍ଡି ସ୍ଥିତ “ସିସିଡ଼ି” ସ୍ୱେଚ୍ଛାସେବୀ ଅନୁଷ୍ଠାନର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଅଛି ।ଏହି ସଚେତନତା ତାଲିମ ଶିବିର କାର୍ଯ୍ୟକ୍ରମକୁ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ କେ.ନାରାୟଣ ରାଓ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶୁଭାରମ୍ଭ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଶ୍ରୀମତୀ ଉତ୍ସର୍ଗିତା ବଡରଇତ , ଜିଲ୍ଲା ଯୋଜନା ଏବଂ ତଦାରଖ ୟୁନିଟ ଜୀବିକା ଏକ୍ସପାର୍ଟ ସୁଶ୍ରୀ ଲିନେଟ ସୁରେନ , ଗଜପତି ମହିଳା ସମବାୟ ସମିତିର ସମ୍ପାଦିକା ଶ୍ରୀମତୀ ଏ.ପଦ୍ମା ପ୍ରମୁଖ ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇଥିଲେ।ଏହି ସଚେତନତା କାର୍ଯ୍ୟକ୍ରମରେ ଗୁମ୍ମା , କାଶୀନଗର , ରାୟଗଡା , ଆର.ଉଦୟଗିରି , ନୂଆଗଡ, ଗୋଶାଣୀ ବ୍ଲକ ଓ ପାରଳାଖେମୁଣ୍ଡି ମୁନିସିପାଲଟିର ୪୦ ଜଣ ଭିନ୍ନକ୍ଷମ ଭାଇ ଓ ଭଉଣୀ ମାନେ ଯୋଗ ଦେଇଥିଲେ ।ଏଥିରେ ସମ୍ବଳ ବ୍ୟକ୍ତି ଭାବେ ଶ୍ରୀମତୀ ଆଇରନ ଡିସିଲ-ଭା ଯୋଗ ଦେଇଥିଲେ ।

ସମର୍ଥ ଅନୁଷ୍ଠାନର ସମ୍ପାଦକ ଶ୍ରୀ ସନ୍ତୋଷ କୁମାର ମହାରଣା ଏହି ତାଲିମ ଶିବିର କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସମକ୍ୟ ଧାରଣା ପ୍ରଦାନ କରିଥିଲେ ।ସମ୍ବଳ-ବ୍ୟକ୍ତି ତାଲିମ ଶିବିରରେ ମୁଖ୍ୟତଃ ଲିଙ୍ଗଗତ ଭେଦଭାବ ଦୂର କରି ଭିନ୍ନକ୍ଷମ ଭାଇ ଓ ଭଉଣୀ ମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ସହ ସାମାଜିକ , ଆର୍ଥିକ ଓ ରାଜନୈତିକ କ୍ଷେତ୍ରରେ ସାମିଲ କରି ସଶକ୍ତ ବିକାଶ ଲକ୍ଷ୍ୟ ବିଷୟରେ ଆଲୋଚନା କରିଥିଲେ ।

ସେହିଭଳି ଦ୍ୱିତୀୟ ଦିବସରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ମୁନିସିପାଲଟିର ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଦ୍ୱିତୀୟ ଦିନର କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ସମ୍ବଳ ବ୍ୟକ୍ତି ଭାବେ ଶ୍ରୀ ନରେଶ ନାଥ ମହାପାତ୍ର ଯୋଗଦେଇ ଭିନ୍ନକ୍ଷମ ଅଧିକାର ଅଧିନିୟମ ୨୦୧୬ , ଏସଡିଜି: ଓ ଗ୍ରାମ ପଞ୍ଚାୟତ ସ୍ତରରେ ସମସ୍ତ ବିକାଶ ମୂଳକ କାର୍ଯ୍ୟକ୍ରମରେ ଭିନ୍ନକ୍ଷମ ମାନଙ୍କ ଅଂଶ ଗ୍ରହଣକୁ ସୁନିଶ୍ଚିତ କରାଇବା ବିଷୟରେ ଉପାଦେୟ ଧାରଣା ପ୍ରଦାନ କରିଥିଲେ ।ଏହି କାର୍ଯ୍ୟକ୍ରମକୁ ସମର୍ଥ ଅନୁଷ୍ଠାନର କର୍ମକର୍ତ୍ତା ମାନେ ପରିଚାଳନା ଓ ସହଯୋଗ କରିଥିଲେ କରିଥଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version