• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଫୋନ୍ ବନ୍ଦ ଥିଲେ ବା କଲ୍ ନଲାଗିଲେ । ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ ।

Proprietor Abhimanyu Maharana by Proprietor Abhimanyu Maharana
June 6, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ଫୋନ୍ ବନ୍ଦ ଥିଲେ ବା କଲ୍ ନଲାଗିଲେ  । ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ନିଆଯିବ ଦୃଢ  କାର୍ଯ୍ୟାନୁଷ୍ଠାନ  ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୦୬ ଜୁନ୍ ଶନିବାର) ଭୁବନେଶ୍ଵର :- କରୋନାକୁ ହଟାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରୁଛନ୍ତି । କିନ୍ତୁ ରାଜ୍ୟରେ କରୋନା ସଂଖ୍ୟା କମିବା ଅପେକ୍ଷା ବଢି ବଢି ଚାଲିଛି । ଜୁନ ୧ ରୁ ସାରା ଦେଶରେ ଅନଲକ୍-୧ ମଧ୍ୟ ଲାଗୁ ହୋଇଛି , ଫଳରେ କିଛିଟା ନିୟମ ଉପରେ କୋହଳ କରାଯାଇଛି । ଏହାରି ମଧ୍ୟରେ କୋଭିଡ କଲ ସେଣ୍ଟରରୁ କଲ ଉଠାଇ ସହଯୋଗ ପାଇଁ ବିଦେଶୀ ଫେରନ୍ତା ସମସ୍ତ ପ୍ରବାସୀଙ୍କୁ ଅପିଲ କରିଛନ୍ତି ରାଜ୍ୟ ସରକାର । ତେବେ ସରକାରଙ୍କ ମତରେ, ୧୦୪ ନଂ/କଲ ସେଣ୍ଟରରୁ ପ୍ରବାସୀଙ୍କ ପଞ୍ଜିକୃତ ମୋବାଇଲକୁ କଲ୍ ଯାଇପାରେ । ଫୋନ୍ ବନ୍ଦ ଥିଲେ ବା କଲ୍ ନଲାଗିଲେ ପ୍ରବାସୀ କ୍ୱାରେଣ୍ଟାଇନରେ ନଥିବା ଧରାଯିବ । ଏନେଇ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

କରୋନା ଭୂତାଣୁ ରୋଗ (କୋଭିଡ୍-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଶ୍ରୀ ସୁବ୍ରତ ବାଗଚୀ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ ଆଜି ଅପରାହ୍ନରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କୋଭିଡ୍-୧୯ ଅସାଧାରଣ ପରିସ୍ଥିତିରେ ମଧ୍ୟ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ସୁରୁଖୁରୁରେ ସଂପନ୍ନ ହୋଇଥିବାରୁ ସମସ୍ତ ସେବାୟତ, ସହଯୋଗୀ ଏବଂ ଜିଲ୍ଲା ପ୍ରଶାସନକୁ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ମିଶନ ଶକ୍ତିର ଭୂମିକାକୁ ଉଚ୍ଚ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିବାରେ ସହାୟକ ହୋଇଥିବା ମିଶନ ଶକ୍ତି ମହିଳା ସଶକ୍ତିକରଣ ଦିଗରେ ଆଉ ଏକ ଯୁଗାନ୍ତକାରୀ ପଦକ୍ଷେପରେ ସାମିଲ ହୋଇଛି । ପ୍ରଥମ ଥର ପାଇଁ ରାଜ୍ୟରେ ୪ଟି ସେପଫଜ୍ ଟ୍ରିଟ୍ମେଣ୍ଟ ପ୍ଲାଣ୍ଟର ରକ୍ଷଣାବେକ୍ଷଣ ଏବଂ ପରିଚାଳନା ଦାୟିତ୍ୱ ମହିଳା ଓ ତୃତୀୟ ଲିଙ୍ଗଙ୍କ ଦ୍ୱାରା ପରିଚାଳିତ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ପ୍ରଦାନ କରାଯାଇଛି ।

ରାଜ୍ୟରେ ଜୁନ୍ ମାସରେ କରୋନା ସଂକ୍ରମଣ ଚତୁର୍ଥ ପର୍ଯ୍ୟାୟରେ ପହଞ୍ଚି ପାରେ । ଏହି ମାସରେ ହିଁ ସର୍ବାଧିକ ସଂକ୍ରମଣର ଆଶଙ୍କା ରହିଛି । ସଙ୍ଗରୋଧ, ମାର୍ଗଦର୍ଶିକା ଅନୁ ପାଳନ, ଆତ୍ମସଂଗମ ହିଁ ଏହି ସଂକ୍ରମଣରୁ ରକ୍ଷା ପାଇବା ନିମନ୍ତେ ଏକମାତ୍ର ବିକଳ୍ପ । ତେଣୁ ଏହି ସମୟ ମଧ୍ୟରେ ରାଜ୍ୟବାସୀ ସର୍ବାଧିକ ସତର୍କତା ଅବଲଞ୍ଚନ କରିବାକୁ ରାଜ୍ୟ ସରକାରଙ୍କ ତରଫରୁ ଅନୁରୋଧ କରାଯାଇଛି । ମୁଖ୍ୟ ଶାସନ ସଚିବ କୋଭିଡ୍ ପ୍ରତିରୋଧ ପାଇଁ ବିଭନ୍ନ ସୁବିଧା ସୃଷ୍ଟି, ଜରୁରୀ ସ୍ୱାସ୍ଥ୍ୟ ସରଞ୍ଜାମ ଓ ଉପକରଣ ସଂଗ୍ରହଣ ତଥା ଯୋଗାଣ, ସ୍ୱାସ୍ଥ୍ୟସେବା ସଂ ପୃକ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କ ତାଲିମ, ରେଳ ପଥ ଓ ସଡ଼କ ପଥରେ ପ୍ରବାସୀମାନଙ୍କ ପ୍ରତ୍ୟାବର୍ତ୍ତନ ପରିଚାଳନା ଏବଂ କ୍ୱାରାଣ୍ଟାଇନ୍ ବ୍ୟବସ୍ଥାର ଯଥାର୍ଥ ପରିଚାଳନା ଦିଗରେ ଦାୟିତ୍ୱରେ ଥିବା ପ୍ରଶାସନିକ ଅଧିକାରୀମାନଙ୍କ ମହତ୍ତ୍ୱ ପୂର୍ଣ୍ଣ ଅବଦାନ ଓ ନିଷ୍ଠାକୁ ପ୍ରଶଂସା କରିଛନ୍ତି । ‘ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ’ କ୍ରମାଗତ ଭାବେ ଧନ ସଂଗ୍ରହ କ୍ଷେତ୍ରରେ ରାଜ୍ୟର ଚାଷୀମାନଙ୍କ ପଂଜୀକରଣରେ ଦୃତ ଅଭିବୃଦ୍ଧି ପରିଲକ୍ଷିତ ହେଉଛି ।

ଦେଶରେ ଧନ ସଂଗ୍ରହ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟର ମାନ୍ୟତା ଅର୍ଜନ କରିଛି । ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ଆରମ୍ଭ କରାଯାଇଥିବା ‘ଘରେ ଘରେ ଅରୁଣିମା’ କାର୍ଯ୍ୟକ୍ରମ ପ୍ରାକ୍ବିଦ୍ୟାଳୟ ଶିଶୁମାନଙ୍କ କଳ୍ପନା ଶକ୍ତି ଓ ସୃଜନଶୀଳତାକୁ ସଂ ପ୍ରସାରିତ କରିବା ସହ ଭାବ ବ୍ୟକ୍ତ କରିବା ଦିଗରେ ଏକ ସୁନ୍ଦର ପ୍ରୟାସରେ ପରିଣତ ହୋଇଛି । ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ବନ୍ଦ ଥିବା ସମୟରେ ପିତାମାତା/ଅଭିଭାବକଙ୍କ ସହାୟତାରେ ଏହି କାର୍ଯ୍ୟକ୍ରମ ଦ୍ୱାରା ଶିଶୁମାନଙ୍କ ମାନସିକ ଓ ଶାରୀରିକ ବିକାଶ ସମ୍ଭବ ହୋଇ ପାରିଛି । ସାପ୍ତାହିକ ସଟ୍ ଡାଉନ୍ ସମୟରେ ଓମ୍ଫେଡ୍ ଦ୍ୱାରା ବିଭିନ୍ନ ରିଟେଲରମାନଙ୍କ ଜରିଆରେ ଭୁବନେଶ୍ୱର ସହର ସମେତ କଟକ, ପୁରୀ, ଜଟଣୀ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ବଲାଙ୍ଗୀର, ଯାଜପୁର ରୋଡ, ଯାଜପୁର ଟାଉନ୍ ଓ ବ୍ରହ୍ମପୁର ସହରରେ ଖାଉଟିମାନଙ୍କୁ ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଯୋଗାଇଦେବା ନିମନ୍ତେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । କୋଭିଡ୍-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୱାରାଣ୍ଟାଇନ୍ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୬,୭୯୯ ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି । ଏଥିରେ ମୋଟ ୭,୫୮,୯୨୦ ଶଯ୍ୟାର ବ୍ୟବସ୍ଥା କରାଯାଇଛି । ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଜୁନ୍ ୫ରୁ ଜୁନ୍ ୬ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୧୨ଟି ମାମଲା ଦାୟର କରାଯାଇଛି । ସେଥିରୁ ୧୦ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୧ଟି ହୋମ୍ କ୍ୱାରାଣ୍ଟାଇନ୍ ଉଲ୍ଲଂଘନ ଏବଂ ୧ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ । ବିଭିନ୍ନ ଅଭିଯୋଗରେ ୨୧ ଜଣଙ୍କୁ ଗିରଫ କରାଯାଇଛି ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version