• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚଳିତ ମାସ ୨୨ ରୁ ପୁରୀ ରେ ବାସ୍କେଟବଲ ଲିଗ : ଅଂଶଗ୍ରହଣ କରିବେ ୬ ପୁରୁଷ ଓ ୪ ମହିଳା ଦଳ।

Proprietor Abhimanyu Maharana by Proprietor Abhimanyu Maharana
December 23, 2022
in ଓଡ଼ିଶା, କ୍ରୀଡ଼ା, ଖେଳ, ପୁରୀ, ହୋମ୍
0
ଚଳିତ ମାସ ୨୨ ରୁ ପୁରୀ ରେ ବାସ୍କେଟବଲ ଲିଗ : ଅଂଶଗ୍ରହଣ କରିବେ ୬ ପୁରୁଷ ଓ ୪ ମହିଳା ଦଳ।
Share on FacebookShare on TwitterWhatsapp

୨୨ ଡିସେମ୍ବର ଗୁରୁବାର ( ଓଡ଼ିଶା ତାଜା ନ୍ୟୁଜ ) ପୁରୀ :- ପୁରୀ ରେ ଚଳିତ ମାସ ୨୨ ରୁ ୨୬ ତାରିଖ ପର୍ଯ୍ୟନ୍ତ ତାଳବଣିଆ ସ୍ଥିତ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଠାରେ ଓଡିଶା ବାସ୍କେଟବଲ ଲିଗ ଅନୁଷ୍ଠିତ ହେବ।ଓଡିଶା ବାସ୍କେଟବଲ ଆସୋସିଏସନ ପକ୍ଷରୁ ଆୟୋଜିତ ଏହି ଲିଗରେ ୬ ଟି ପୁରୁଷ ଓ ୪ ଟି ମହିଳା ବାସ୍କେଟବଲ ଦଳ ଅଂଶଗ୍ରହଣ କରିବେ।ଏହାର ଆୟୋଜନ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଆଜି ସର୍କିଟ ହାଉସ ଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରଦୀପ କୁମାର ସାହୁ ସୂଚନା ପ୍ରଦାନ କରିଛନ୍ତି।ଏହି କ୍ରିଡା ୨୨ ତାରିଖ ଅପରାହ୍ନ ୫.୩୦ ମିନିଟ ସମୟରେ ଉଦଘାଟନ ହେବ ଓ ୨୬ ତାରିଖ ସଂଧ୍ୟା ରେ ଟ୍ରଫି ପ୍ରଦାନ ସହ ଉଦଯାପିତ ହେବ ।

ଭୁବନେଶ୍ୱର କ୍ୟାପିଟାଲ୍ସ,ୱ୍ବାରିଅର ବାଲେଶ୍ବର, ଗଞ୍ଜାମ ହୁପରସ୍,କଟକ ବାରବାଟି ଟାଇଗର, ଏମ୍ପରରସ ରାଉରକେଲା, ପୁରୀ ବୁଲସ୍,ଉତ୍କଳ ଡ଼୍ରିବଲର୍ସ,କଳିଙ୍ଗ ସୁଟରସ୍,ଓଡିଶା ବ୍ଲକରସ୍, ଓ୍ରଡ୍ର ଟିମ ନାମରେ ୧୦ ଟିମ ଅଂଶଗ୍ରହଣ କରିବେ ବୋଲି ଜିଲ୍ଲା କ୍ରିଡା ଅଧିକାରୀ ଶ୍ରୀ ଚନ୍ଦନ ସାହୁ ସୂଚନା ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା କ୍ରିଡା ଆସୋସିଏସନ ର ସମ୍ପାଦକ ଶ୍ରୀ ରବି ଶଙ୍କର ପ୍ରତିହାରୀ, ଓଡିଶା ବାସ୍କେଟବଲ ଆସୋସିଏସନ ର ଉପ ସଭାପତି ଶ୍ରୀ ରାଜେନ୍ଦ୍ର ଖୁଣ୍ଟିଆ ଯୁଗ୍ମ ସମ୍ପାଦକ ଶ୍ରୀ ଅମିତ ଦାସମହାପାତ୍ର ଓ ୧୦ ଟି ଦଳର ଅଧିନାୟକ ଯୋଗ ଦେଇଥିଲେ।ସେହିପରି ୨୩ ତାରିଖରେ ଜିଲ୍ଲା ସ୍କୁଲ ଠାରେ ମାଲଖମ୍ବ କ୍ରିଡା ଆୟୋଜନ କରାଯାଉଛି ବୋଲି କ୍ରିଡା ଅଧିକାରୀ ସୂଚନା ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପବିତ୍ର ପ୍ରାଚୀନଦୀର ପୁନଃଉଦ୍ଧାର ପାଇଁ ବାବା ଅଭିରାମ ସରସ୍ଵତୀଙ୍କ ୧ଲକ୍ଷ ୧ ହଜାର ୧୦୮ ଶିବ ଲିଙ୍ଗ ସ୍ଥାପନ

ପବିତ୍ର ପ୍ରାଚୀନଦୀର ପୁନଃଉଦ୍ଧାର ପାଇଁ ବାବା ଅଭିରାମ ସରସ୍ଵତୀଙ୍କ ୧ଲକ୍ଷ ୧ ହଜାର ୧୦୮ ଶିବ ଲିଙ୍ଗ ସ୍ଥାପନ

March 15, 2026
ହଜାର ହଜାର ଲୋକଙ୍କ ସମାଗମ ଆଉ ଓଡ଼ିଶାର ଗୌରବମୟ ସଂସ୍କୃତି ସହ ଦିଲ୍ଲୀରେ ଓଡ଼ିଶା ପର୍ବ ୨୦୨୬ର ସଫଳ ସମାପନ

ହଜାର ହଜାର ଲୋକଙ୍କ ସମାଗମ ଆଉ ଓଡ଼ିଶାର ଗୌରବମୟ ସଂସ୍କୃତି ସହ ଦିଲ୍ଲୀରେ ଓଡ଼ିଶା ପର୍ବ ୨୦୨୬ର ସଫଳ ସମାପନ

March 15, 2026
ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସର  ” ବିଶ୍ୱାସ ”  କାର୍ଯ୍ୟକ୍ରମ

ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସର ” ବିଶ୍ୱାସ ” କାର୍ଯ୍ୟକ୍ରମ

March 15, 2026
ଭାଗବତ ଟୁଙ୍ଗୀର ପୁନରୁଦ୍ଧାର ଗୂରୁତ୍ଵକୁ ନେଇ ହିନ୍ଦୁ ଏକତା ମଞ୍ଚର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭାଗବତ ଟୁଙ୍ଗୀର ପୁନରୁଦ୍ଧାର ଗୂରୁତ୍ଵକୁ ନେଇ ହିନ୍ଦୁ ଏକତା ମଞ୍ଚର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ

March 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପବିତ୍ର ପ୍ରାଚୀନଦୀର ପୁନଃଉଦ୍ଧାର ପାଇଁ ବାବା ଅଭିରାମ ସରସ୍ଵତୀଙ୍କ ୧ଲକ୍ଷ ୧ ହଜାର ୧୦୮ ଶିବ ଲିଙ୍ଗ ସ୍ଥାପନ

ପବିତ୍ର ପ୍ରାଚୀନଦୀର ପୁନଃଉଦ୍ଧାର ପାଇଁ ବାବା ଅଭିରାମ ସରସ୍ଵତୀଙ୍କ ୧ଲକ୍ଷ ୧ ହଜାର ୧୦୮ ଶିବ ଲିଙ୍ଗ ସ୍ଥାପନ

March 15, 2026
ହଜାର ହଜାର ଲୋକଙ୍କ ସମାଗମ ଆଉ ଓଡ଼ିଶାର ଗୌରବମୟ ସଂସ୍କୃତି ସହ ଦିଲ୍ଲୀରେ ଓଡ଼ିଶା ପର୍ବ ୨୦୨୬ର ସଫଳ ସମାପନ

ହଜାର ହଜାର ଲୋକଙ୍କ ସମାଗମ ଆଉ ଓଡ଼ିଶାର ଗୌରବମୟ ସଂସ୍କୃତି ସହ ଦିଲ୍ଲୀରେ ଓଡ଼ିଶା ପର୍ବ ୨୦୨୬ର ସଫଳ ସମାପନ

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version