• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୭୮ତମ ଅଲ ଇଣ୍ଡିଆ ରେଲୱେ ଫୁଟବଲ୍ ଚମ୍ପିଅନସିପ୍,ଦକ୍ଷିଣ ପୂର୍ବ ରେଲୱେର ବିଜୟ ହାସିଲ

Proprietor Abhimanyu Maharana by Proprietor Abhimanyu Maharana
December 24, 2022
in ଓଡ଼ିଶା, କ୍ରୀଡ଼ା, ଖେଳ, ଖୋର୍ଦ୍ଧା, ମହାନଗର, ହୋମ୍
0
୭୮ତମ ଅଲ ଇଣ୍ଡିଆ ରେଲୱେ ଫୁଟବଲ୍ ଚମ୍ପିଅନସିପ୍,ଦକ୍ଷିଣ ପୂର୍ବ ରେଲୱେର ବିଜୟ ହାସିଲ
Share on FacebookShare on TwitterWhatsapp

ଦକ୍ଷିଣ ପୂର୍ବ ରେଲୱେର ଶ୍ରୀ ଆର୍ ମଜୁମଦାର ମ୍ୟାନ୍ ଅଫ୍ ଦି ମ୍ୟାଚ୍ ହୋଇଥିଲେ |

ଇଷ୍ଟର୍ନ ରେଲୱେ ରନର୍ସଅପ୍ ପଦ ପାଇଁ ରୌପ୍ୟ ପଦକ ଏବଂ ନଗଦ ପୁରସ୍କାର ଦିଆଯାଇଥିଲା |

ଚିତ୍ତରଂଜନ ଲୋକୋ ମୋଟିଭ୍ ୱାର୍କସ (ସି ଏଲ ଡବ୍ଲୁ) ଟୁର୍ଣ୍ଣାମେଣ୍ଟରେ ତୃତୀୟ ସ୍ଥାନ ପାଇ ବ୍ରୋଞ୍ଜ ପଦକ ହାସଲ କରିଛି |

୨୩ ଡିସେମ୍ବର ଶୁକ୍ରବାର ( ଓଡ଼ିଶା ତାଜା ନ୍ୟୁଜ ) ଖୋର୍ଦ୍ଧା-ଜଟଣୀ :- ଇଷ୍ଟକୋଷ୍ଟ ରେଳୱେ ଖୋର୍ଦ୍ଧାରୋଡ଼ ଷ୍ଟାଡିୟମ୍ ଠାରେ ଚାଲିଥିବା ଅଲ୍ ଇଣ୍ଡିଆ ରେଲୱେ ଫୁଡବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଆଜି ଇଷ୍ଟର୍ନ ରେଲୱେ ଏବଂ ଦକ୍ଷିଣ ପୂର୍ବ ରେଲୱେ ମଧ୍ୟରେ ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହେଇଥିଲା | ଏଥିରେ ଦକ୍ଷିଣ ପୂର୍ବ ରେଲୱେ    ୪-୨ରେ (ପେନାଲିଟ ସୁଟ୍ଆଉଟ୍) କରି ବିଜୟ ହାସିଲ କରିଛି | ଇଷ୍ଟକୋଷ୍ଟ ରେଲୱେ ସ୍ପୋର୍ଟସ ଆସୋସିଏସନ, ଖୋର୍ଦ୍ଧାରୋଡ଼,ଦ୍ଵାରା ଏହି ସମ୍ମାନଜନକ ଟୁର୍ଣ୍ଣାମେଣ୍ଟ୍ ଆୟୋଜିତ କରାଯାଇଥିଲା | ଖୋର୍ଦ୍ଧାରୋଡ଼ ରେଲୱେ ଷ୍ଟାଡିୟମରେ ଆୟୋଜିତ ଏହି ୭୮ତମ ଅଲ ଇଣ୍ଡିଆ ରେଲୱେ ଫୁଟବଲ୍ ଚମ୍ପିଅନସିପର ପୁରସ୍କାର ବୀତରଣୀ ଉତ୍ସବରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ରୂପ ନାରାୟଣ ସୁନକରଙ୍କ ଦ୍ଵାରା ବିଜେତା ଦଳକୁ ସ୍ୱର୍ଣ୍ଣ ପଦକ,ନଗଦ ପୁରସ୍କାର ଏବଂ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଇଥିରେ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ଖୋର୍ଦ୍ଧାରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ରିଙ୍କେଶ ରାୟ,ଏବଂ ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ ବିକାଶର ଅଧ୍ୟକ୍ଷ ଶ୍ରୀ ଅଭିଜିତ ପାଲ | ପୂର୍ବତଟ ରେଳପଥ ମୁଖ୍ୟାଳୟ ଓ ଖୋର୍ଦ୍ଧାରୋଡ ରେଳମଣ୍ଡଳର ଅନେକ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।ଆଜିର ଖେଳ ଇଷ୍ଟର୍ନ ରେଲୱେ ଏବଂ ଦକ୍ଷିଣ ପୂର୍ବ ରେଲୱେ ମଧ୍ୟରେ ହୋଇଥିଲା । ଦକ୍ଷିଣ ପୂର୍ବ ରେଲୱେର ଶ୍ରୀ ଆର୍ ମଜୁମଦାର ମ୍ୟାନ୍ ଅଫ୍ ଦି ମ୍ୟାଚ୍ ହୋଇଥିଲେ | ଇଷ୍ଟର୍ନ ରେଲୱେ ରନର୍ସଅପ୍ ପଦ ପାଇଁ ରୌପ୍ୟ ପଦକ ଏବଂ ନଗଦ ପୁରସ୍କାର ଦିଆଯାଇଥିଲା । ଚିତ୍ତରଂଜନ ଲୋକୋ ମୋଟିଭ୍ ୱାର୍କସ (ସି ଏଲ ଡବ୍ଲୁ) ଟୁର୍ଣ୍ଣାମେଣ୍ଟରେ ତୃତୀୟ ସ୍ଥାନ ପାଇ ବ୍ରୋଞ୍ଜ ପଦକ ହାସଲ କରିଛି | ଇଷ୍ଟର୍ନ ରେଳବାଇରୁ ଶ୍ରୀ ଅଭିଷେକ“ପ୍ଲେୟାର ଅଫ୍ ଟୁର୍ନାମେଣ୍ଟ” ପାଇଁ ଟ୍ରଫି ଏବଂ ଦକ୍ଷିଣ ପୂର୍ବ ରେଲୱେ ରୁ ଶ୍ରୀ ଏ ସିଂହ ଟୁର୍ଣ୍ଣାମେଣ୍ଟର“ଶ୍ରେଷ୍ଠ ଗୋଲ୍ କିପର” ଟ୍ରଫି ହାସିଲ କରିଛନ୍ତି |  ଏହି ଅବସରରେ ଶ୍ରୀ ରୂପ ନାରାୟଣ ସୁନକର କହିଛନ୍ତି ଯେ କ୍ରୀଡାବିତ୍ ମନୋଭାବ ବଜାୟ ରଖିବା ପାଇଁ,ସମସ୍ତଙ୍କ ପାଇଁ କ୍ରୀଡ଼ା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏହି ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ ପାଇଁ ସେ ଭାରତୀୟ ରେଳବାଇର ବିଭିନ୍ନ ଜୋନରୁ ପ୍ରତିନିଧିତ୍ୱ କରିଥିବା ସମସ୍ତ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଇଷ୍ଟକୋଷ୍ଟ ରେଲୱେ ସ୍ପୋର୍ଟସ ଆସୋସିଏସନ, ଖୋର୍ଦ୍ଧାରୋଡ଼,ଦ୍ୱାରା ୧୮.୧୨.୨୦୨୨ରୁ ୨୩.୧୨.୨୦୨୨ପର୍ଯ୍ୟନ୍ତ ରେଳ ଷ୍ଟାଡିୟମରେ ୭୮ ତମ ଅଲ ଇଣ୍ଡିଆ ରେଳ ଫୁଟବଲ ଚାମ୍ପିଅନସିପ ନକ୍ ଆଉଟ୍ ଫେଜ୍ ର ଟୁର୍ନାମେଣ୍ଟ ଆୟୋଜନ କରାଯାଇଥିଲା । ପ୍ରଥମ ଥର ପାଇଁ ଖୋର୍ଦ୍ଧା ରୋଡ଼ ରେଲୱେ ଷ୍ଟାଡିୟମରେ ନକ୍ ଆଉଟ୍ ଟୁର୍ନାମେଣ୍ଟ ଅନୁଷ୍ଠିତ କରା ଯାଇଥିଲା । ଅଲ ଇଣ୍ଡିଆ ରେଳବାଇର ମୋଟ ଆଠଟି ଦଳ ନକ୍ଆଉଟ୍ ପର୍ଯ୍ୟାୟରେ ଅଂଶଗ୍ରହଣ କରିଥିଲେ । କ୍ରୀଡା ଅଧିକାରୀ ତଥା ବରିଷ୍ଠ ମଣ୍ଡଳ ବିତ୍ତ ପ୍ରବନ୍ଧକ,ଖୋର୍ଦ୍ଧା ରୋଡ଼, ଶ୍ରୀ ହିମାଦ୍ରି ଭୂଷଣ ବିଶ୍ଵାଳଙ୍କ ନେତୃତ୍ୱରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ଵାରା ଏହି ସମ୍ମାନଜନକ ଟୁର୍ଣ୍ଣାମେଣ୍ଟ୍ ପାଇଁ ବିସ୍ତୃତ ବ୍ୟବସ୍ଥା କରାଯାଇଥିଲା । ଟୁର୍ନାମେଣ୍ଟର ସମସ୍ତ ମ୍ୟାଚ୍ କ୍ରୀଡା ସଚିବ ଏମ୍ ଜାକିରୁଦ୍ଦିନ ତଥା ଇଷ୍ଟକୋଷ୍ଟ ରେଳ ସ୍ପୋର୍ଟସ ଆସୋସିଏସନର ସଦସ୍ୟ ମାନଙ୍କ ଦ୍ୱାରା ଅନୁଷ୍ଠିତ କରା ଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version