• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁବିଦ୍ୟା ମନ୍ଦିର ଠାରେ ଜିଲ୍ଲା ସ୍ତରୀୟ ସଡକସୁରକ୍ଷା ସଚେତନତା କର୍ମଶାଳା ର ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 24, 2022
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁବିଦ୍ୟା ମନ୍ଦିର ଠାରେ ଜିଲ୍ଲା ସ୍ତରୀୟ ସଡକସୁରକ୍ଷା ସଚେତନତା କର୍ମଶାଳା ର ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
Share on FacebookShare on TwitterWhatsapp

୨୪ ଡିସେମ୍ବର ଶନିବାର ( ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ଵିଦ୍ୟା ମନ୍ଦିର ର ପରିସର ମଧ୍ୟରେ ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ସଙ୍ଘଠନ ସୁପୁତ୍ର ତଥା କେନ୍ଦ୍ର ସଡକ ଓ ପରିବହନ ମନ୍ତ୍ରାଳୟ ତରଫରୁ ଜିଲ୍ଲା ସ୍ତରୀୟ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଏଡ଼ିଏମ ପ୍ରମୋଦ କୁମାର ପଣ୍ଡା, ସମ୍ମାନିତ ଅତିଥି ପାରଳା ଆଦର୍ଶ ଥାନା ଏସ ଆଇ ପଞ୍ଚାନନ ବେହେରା, ନେହେରୁ ଯୁବ କେନ୍ଦ୍ରର ଜିଲ୍ଲା ସଂଯୋଜକ ବିଜୟ କୁମାର ମହାପାତ୍ର , ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସରୋଜ କୁମାର ପଣ୍ଡା ଅତିଥି ରୂପେ ଯୋଗ ଦେଇଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ସଡକ ଦୁର୍ଘଟଣାର କାରଣ ଓ ନିରାକରଣ ସହ ସଡ଼କରେ ଯିବା ସମୟରେ ପାଳନ କରାଯାଉ ଥିବା କେତେକ ନିୟମ ବିଷୟରେ ଛାତ୍ର ଛାତ୍ରୀ ମାନଙ୍କ ନିକଟରେ ଉପସ୍ଥାପନ କରିଥିଲେ । ଶେଷରେ ସୁପୁତ୍ର ସଂଗଠନ ତରଫରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ସଂଗଠନ ଜିଲ୍ଲା ସଂଯୋଜକ ବିଷ୍ଣୁପଦ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ କୁ ସୁପୁତ୍ର ଅନୁଷ୍ଠାନର ସଭ୍ୟ ସୀତାକାନ୍ତ ଦାଶ, ଅଜୟ ବିଶ୍ୱାଳ, ଅଭୟ କୁମାର ମାଳି ପରିଚାଳନା କରିଥିବା ସମୟରେ ବିଦ୍ୟାଳୟ ର ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟ । କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version