• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ‘ଭାଷା ଆଇନ’ ପୁସ୍ତକ ଉନ୍ମୋଚିତ ଭାଷା ଗୋଟିଏ ଜାତିର ଶ୍ରେଷ୍ଠ ସଂପଦ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
December 24, 2022
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ‘ଭାଷା ଆଇନ’ ପୁସ୍ତକ ଉନ୍ମୋଚିତ ଭାଷା ଗୋଟିଏ ଜାତିର ଶ୍ରେଷ୍ଠ ସଂପଦ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଯୁବ ସମାଜ ମଧ୍ୟରେ ଓଡିଆ ଭାଷା ପ୍ରତି ଆଦର ବୃଦ୍ଧି ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ ୨୪ ଡିସେମ୍ବର ଶନିବାର ( ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଓଡିଆ ‘ଭାଷା ଆଇନ’ ପୁସ୍ତକ ଉନ୍ମୋଚନ କରିଛନ୍ତି। ଓଡିଆ ଭାଷା ଆନ୍ଦୋଳନର ଆବାହକ ଶ୍ରୀ ପବିତ୍ର ମହାରଥାଙ୍କ ଦ୍ବାରା ସଂପଦିତ ତଥା ପ୍ରକାଶିତ ଏହି ପୁସ୍ତକରେ ୧୯୪୮ରୁ ୨୦୧୯ ପର୍ଯ୍ୟନ୍ତ ଓଡିଆ ସରକାରୀ ଭାଷା ଆଇନ ପ୍ରସ୍ତାବ ଠାରୁ ଆରମ୍ଭ କରି ସଂଶୋଧିତ ଦଣ୍ଡବିଧାନ ପର୍ଯ୍ୟନ୍ତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଧେୟକ, ଅଧିନିୟମ, ବିଜ୍ଞପ୍ତି, ନଥି ଓ ଚିଠିପତ୍ର ସ୍ଥାନିତ ହୋଇଛି। ପୁସ୍ତକଟିରେ ସମୁଦାୟ ୨୦ଟି ବିଷୟ ସ୍ଥାନିତ ହୋଇଛି । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପୁସ୍ତକଟିକୁ ଉନ୍ମୋଚନ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଭାଷା ହେଉଛି ଗୋଟିଏ ଜାତିର ଶ୍ରେଷ୍ଠ ସଂପଦ ଓ ସବୁଠାରୁ ବଡ ପରିଚୟ ।

ଓଡିଆ ଭାଷା ବହୁ ପୁରୁଣା ଭାଷା ଏବଂ ଓଡିଆ ଭାଷାକୁ ନେଇ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ, ଓଡିଶା ଗଠିତ ହୋଇଥିଲା। ଯୁବ ସମାଜ ମଧ୍ୟରେ ଓଡିଆ ଭାଷା ପ୍ରତି ଆଦର ବୃଦ୍ଧି ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ୨୦୩୬ରେ ସ୍ବତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପାଳନ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଭାଷାର ସୁରକ୍ଷା ଓ ପ୍ରଚାର ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ଏବଂ ଆଗକୁ ମଧ୍ୟ ନିଆଯିବ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ପ୍ରକାଶକ ଶ୍ରୀ ସରୋଜ ବଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଭାଷା ଆନ୍ଦୋଳନର ଆବାହକ ଶ୍ରୀ ପବିତ୍ର ମହାରଥା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଶ୍ରୀ ଆର. ବାଲକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଉପସ୍ଥିତ ଥିଲେ। ବିଶିଷ୍ଟ ଭାଷାବିତ୍‌ ଡଃ ଦେବୀ ପ୍ରସନ୍ନ ପଟ୍ଟନାୟକ, ଡଃ ଭଗବାନ ପ୍ରକାଶ, ପ୍ରମେୟର ସଂପାଦକ ଶ୍ରୀ ଗୋପାଳ ମହାପାତ୍ର, ପ୍ରଗତୀବାଦୀର ସଂପାଦକ ଶ୍ରୀ ବିରୁପାକ୍ଷ ତ୍ରିପାଠୀ ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 15, 2026
ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

July 15, 2026
ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ : ଝିପିଝିପି ବର୍ଷା ସତ୍ୱେ ଭକ୍ତ ଗହଳି ବଢୁଛି

ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ : ଝିପିଝିପି ବର୍ଷା ସତ୍ୱେ ଭକ୍ତ ଗହଳି ବଢୁଛି

July 15, 2026
ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

July 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 15, 2026
ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

July 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version