• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମୋବାଇଲ ଓ ଏଟିଏମ କାର୍ଡ ଚୋରି ମାମଲାରେ ଜଣେ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
December 25, 2022
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ମୋବାଇଲ ଓ ଏଟିଏମ କାର୍ଡ ଚୋରି ମାମଲାରେ ଜଣେ ଗିରଫ
Share on FacebookShare on TwitterWhatsapp

୨୫ଡିସେମ୍ବର ରବିବାର ( ଓଡ଼ିଶା ତାଜା ନ୍ୟୁଜ ) ବାଲୁଗାଁ :- ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଥାନା ଅଞ୍ଚଳରେ ପୂର୍ବରୁ ବହୁ ମାତ୍ରାରେ ଏଟିଏମ କାର୍ଡ ଓ ମୋବାଇଲ ଫୋନ ଚୋରି ଅଭିଯୋଗ ହୋଇ ଆସୁଥିଲା l ବାଲୁଗାଁ ପୋଲିସ ସିସିଟିଭି ଫୁଟେଜ ଏବଂ ନିଜସ୍ୱ ତଦନ୍ତ ଆଧାରରେ ଜଣେ ଅଭିଯୁକ୍ତକୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ଜଣକ ହେଲେ ଶିବ ପ୍ରସାଦ ପଣ୍ଡା ଓରଫ(ଆଦିତ୍ୟ) l ଅଭିଯୁକ୍ତଙ୍କ ନିକଟରୁ ଏକାଧିକ ଚୋରି ଏଟିଏମ କାର୍ଡ,ଚାରିଗୋଟି ଚୋରି ମୋବାଇଲ ଫୋନ, 9 ହଜାର 600 ଚୋରି ନଗଦ ଟଙ୍କା ଏବଂ ବ୍ୟବହାର କରୁଥିବା ଏକ ସ୍କୁଟିକୁ ମଧ୍ୟ ଜବତ କରିଛି ବାଲୁଗାଁ ପୋଲିସ l ଅଭିଯୁକ୍ତଙ୍କ ନାମରେ ଦୁଇଟି ପୃଥକ ପୃଥକ ମାମଲା ରୁଜ୍ଜୁ କରି କୋର୍ଟ ଚାଲାଣ କରିଛି l ଉକ୍ତ ଗ୍ୟାଙ୍ଗରେ ଅନ୍ୟମାନେ ସମ୍ପୃକ୍ତ ଥିବା ନେଇ ତଦନ୍ତ ଜାରି ରହିଛି ବୋଲି ବାଲୁଗାଁ ଆଇଆଇସି ରଶ୍ମି ରଞ୍ଜନ ଦାସ ସୂଚନା ଦେଇଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026
ଆଶ୍ରୟ ପକ୍ଷରୁ ସମୁଦ୍ରକୂଳ ସଫେଇ ଓ ସଚେତନତା କାର୍ଯ୍ୟକ୍ରମ

ଆଶ୍ରୟ ପକ୍ଷରୁ ସମୁଦ୍ରକୂଳ ସଫେଇ ଓ ସଚେତନତା କାର୍ଯ୍ୟକ୍ରମ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version