• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ଓ ଆର.ଉଦୟଗିରି ବ୍ଲକରେ ଖତ ଖାଉଛି ବିଜୁ ଗାଁ ଗାଡ଼ି, ଦୁର୍ଗମ ଅଞ୍ଚଳରେ ଗମନା ଗମନ ବ୍ୟବସ୍ଥା ବିପର୍ଯ୍ୟସ୍ତ

Proprietor Abhimanyu Maharana by Proprietor Abhimanyu Maharana
December 27, 2022
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ଓ ଆର.ଉଦୟଗିରି ବ୍ଲକରେ ଖତ ଖାଉଛି ବିଜୁ ଗାଁ ଗାଡ଼ି, ଦୁର୍ଗମ ଅଞ୍ଚଳରେ ଗମନା ଗମନ ବ୍ୟବସ୍ଥା ବିପର୍ଯ୍ୟସ୍ତ
Share on FacebookShare on TwitterWhatsapp

୨୬ ଡିସେମ୍ବର ସୋମବାର ( ଓଡ଼ିଶା ତାଜା ନ୍ୟୁଜ ) ଆର. ଉଦୟଗିରି :- ଗଜପତି ଜିଲ୍ଲାର ମୋହନା ଗସ୍ତରେ ଆସିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହି ସମୟରେ ବ୍ଳକର ଅନେକ ଉନ୍ନତି ମୁଳକ କାମର ଭିର୍ତ୍ତି ପସ୍ତ୍ରର ଉନ୍ମୋଚନ କରିଥିଲେ । ଦୁର୍ଗମ ଅଞ୍ଚଳ ଗୁଡିକରେ ବସବାସ କରୁଥିବା ଲୋକଙ୍କର ଗମନାଗମନର ସୁବିଧା ପାଇଁ ଏବଂ ଗାଁ ସହିତ ରାଜ୍ୟ ରାଜପଥ ଓ ସହରକୁ ସଂଯୋଗୀକରଣ ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣ କରଯାଇଥିଲା । କିନ୍ତୁ ଗାଁରୁ ଜିଲ୍ଲାର ବିଭିନ୍ନ ସହରକୁ ଗାଡିର ସୁବିଧା ନଥିବାରୁ ଲୋକେ ପାଦରେ ଚାଲି ଚାଲି ବ୍ଲକ, ସହରକୁ ସରକାରୀ ଓ ବେସରକାରୀ କାମରେ ସହରକୁ ଆସୁଥିଲେ ।କୌଣସି ରୋଗୀକୁ ମେଡ଼ିକାଲ ଆଣିବାକୁ ହେଲେ ଚାଲି ଚାଲି ୬ରୁ ୮କିମି ଆସି ବସରେ ଆସୁଥିଲେ । ତାପରେ ଜିପ ଓ କମାଣ୍ଡର ଗାଡିରେ ଉପର ଛାତରେ ଓ ଭିତରେ ଲୋକେ ବସି ଆସୁଥିଲେ। ଅନେକ ସମୟରେ ଗାଡି ଗୁଡିକ ଦୁର୍ଘଟଣାର ସମ୍ମୁଖୀନ ହେଉଥିବାର ନଜିର ମଧ୍ୟ ରହିଛି । ଏସବୁକୁ ଦୃଷ୍ଟିରେ ରଖି ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଲୋକେ ଯେପରି ଗାଡିର ସୁବିଧା ପାଇବେ ତାକୁ ଆଖି ଆଗରେ ରଖି ରାଜ୍ୟ ସରକାର ବିଜୁ ବାବୁଙ୍କ ନାମରେ ବିଜୁ ଗାଁ ଗାଡିର ବ୍ୟବସ୍ଥା କରିଥିଲେ । ସେହି ଗାଡି ଗୁଡ଼ିକୁ ମହିଳା ଗ୍ରୁପ ଦ୍ୱାରା ପରିଚାଳିତ ହେଉଥିଲା । ଯାହାଫଳରେ ମହିଳା ଗୋଷ୍ଠୀ ଗୁଡ଼ିକ ମଧ୍ୟ ଦୁଇ ପଇସା ରୋଜଗାର କରି ଲାଭବାନ ହେଉଥିଲେ । ବସ ଗୁଡ଼ିକ ଭଲରେ ଦୁଇ ବର୍ଷ ରାସ୍ତାରେ ଚଳପ୍ରଚଳ ହେଲା । ତାପରେ ଧୀରେ ଧୀରେ ଗାଡି ଗୁଡିକ ବ୍ଲକ ପ୍ରଶାସନର ତଦାରଖ ,ଅଵହେଳା ଓ ଇଚ୍ଛାଶକ୍ତିର ଅଭାବ ଯୋଗୁଁ ମୋହନା ବ୍ଲକରେ ଦୁଇଟି ଗାଡି ଦୀର୍ଘ ବର୍ଷ ପଡି ରହି ଖତ ଖାଉଛି ଗାଡ଼ିର ଚତୁଃପାର୍ଶ୍ଗରେ ଗଛ ଉଠିଲାଣି । ଗାଡିରେ କଳଙ୍ଗି ମଧ୍ୟ ଲାଗିଲାଣି । ଆର, ଉଦୟଗିରିରେ ମଧ୍ୟ ଦୁଇଟି ଗାଡି ରାସ୍ତା କଡେ ପଡି ଖତ ଖାଉଛି । ନୁଆଗଡ଼ ବ୍ଲକର ଗୋଟିଏ ଗାଡି ବ୍ଲକ ପରିସୟରେ ପଡି ଖତ ଖାଉଛି ।ମୋହନା ବ୍ଲକରେ ଆଉ ଯେଉଁ ଦୁଇଟି ଗାଡି ଗଡୁଛି ତାହାକୁ ମଧ୍ୟ ତିନି ବର୍ଷ ବିତିଲାଣି କିନ୍ତୁ ବସର ମରାମତି ଖର୍ଚ୍ଚ ବହନ କରୁନାହାନ୍ତି ବ୍ଲକ ମଙ୍ଗଳ ଅଧିକାରୀ । ଗାଡି ବୁଝୁଥିବା ମହିଳା ମଣ୍ଡଳ ଏବେ ଋଣ ଗ୍ରସ୍ତ ହୋଇ ଚିନ୍ତାରେ ପଡିଛନ୍ତି । ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ଏ ସଂପର୍କରେ ବାରମ୍ଵାର ବ୍ଲକ ମଙ୍ଗଳ ଅଧିକାରୀ ରଞ୍ଜନ ଜେନାଙ୍କୁ ଅଭିଯୋଗ କରିଆସୁଥିଲେ ମଧ୍ୟ ସେ କୌଣସି ପଦକ୍ଷେପ ନେଉନାହାନ୍ତି । ଯାହା ଦ୍ୱାରା ବିଜୁ ବାବୁଙ୍କ ସ୍ୱପ୍ନକୁ ମାଟିରେ ମିଶେଇ ସାରିଲେଣି ବ୍ଲକ ପ୍ରଶାସନ । ତେଣୁ ଏଥିପ୍ରତି ଦୃଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଯେପରି ଦୁର୍ଗମ ଅଞ୍ଚଳରେ ପୁଣି ଗାଡି ଗଡିବ ତାକୁ ଅପେକ୍ଷା କରିଛନ୍ତି ଦୁର୍ଗମ ଅଞ୍ଚଳବାସୀ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version