• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦିନିକିଆ କନ୍ଧମାଳ ଗସ୍ତ ରତ୍ନ ଭଣ୍ଡାର ଚାବି, ଆୟୁଷ୍ମାନ ଭାରତକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ

Proprietor Abhimanyu Maharana by Proprietor Abhimanyu Maharana
December 28, 2022
in ଓଡ଼ିଶା, କନ୍ଧମାଳ, ରାଜନୀତି, ହୋମ୍
0
ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦିନିକିଆ କନ୍ଧମାଳ ଗସ୍ତ ରତ୍ନ ଭଣ୍ଡାର ଚାବି, ଆୟୁଷ୍ମାନ ଭାରତକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ
Share on FacebookShare on TwitterWhatsapp

୨୮ ଡିସେମ୍ବର ବୁଧବାର ( ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :- ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦିନିକିଆ କନ୍ଧମାଳ ଗସ୍ତ କରି ଫେରିଛନ୍ତି । ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ତୁମୁଡ଼ିବନ୍ଧ ମିନିଷ୍ଟାଡିୟମରେ ଦିନ ୩ଟା ସମୟରେ ହେଲିକପ୍ଟର ଯୋଗେ ପହଁଚି ପ୍ରଥମେ ଏକ ସାଧାରଣ ସଭାରେ ଯୋଗଦେଇ ଉଦବୋଧନ ଦେଇଥିଲେ । ୨୦୨୪ରୁ ୨୦୪୭ ପର୍ଯ୍ୟନ୍ତ, ଆଗାମୀ ୨୦ରୁ ୨୫ବର୍ଷ ଭିତରେ ଭାରତକୁ ମଜବୁତ କରିବାକୁ ପଡିବ । ନରେନ୍ଦ୍ର ମୋଦୀଙ୍କ ହାତ ମୁଠାକୁ ମଜବୁତ କରିବାକୁ ପଡ଼ିବ । ଜେ. ପି. ନଡ୍ଡା 2024 ଅଶ୍ୱମେଧ ଯଜ୍ଞ ପାଇଁ ତୁମୁଡିବନ୍ଧକୁ ବାଛିଛନ୍ତି । ବିଜେଡି ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀ କହିଲେ ଓଡିଶାର ସ୍ୱାଭିମାନ ପାଇଁ କାମ କରୁଛୁ । ହେଲେ ଆପଣଙ୍କ ଘରର ଝିଅ, ମୟୁରଭଞ୍ଜ ଆଦିବାସୀ ଅଞ୍ଚଳର ଝିଅ ଦିଲ୍ଲୀର ରାଷ୍ଟ୍ରପତି ଭବନରେ ବସିଛନ୍ତି । କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଆଖିରେ କେହି ଅନ୍ଧ ପୁଟୁଳି ବାନ୍ଧିଲେ ଆଉ ସେ ଧୃତରାଷ୍ଟ୍ର ହେଲେ କିଛି କୁହାଯାଇ ପାରିବ ନାହିଁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ସେପଟେ ରତ୍ନ ଭଣ୍ଡାର ସୁରକ୍ଷା କାମ କାହିଁକି କରୁନାହାନ୍ତି ରାଜ୍ୟ ସରକାର । ଭଣ୍ଡାର ଚାବି କୁଆଡେ ଗଲା । ଅସଲି ଚାବି କୁଆଡେ ଗଲା । ନବୀନ ସରକାର କହିଥିଲେ ଓଡ଼ିଆ ବିଶ୍ୱ ବିଦ୍ୟାଳୟ ହେବ । ୫ ବର୍ଷ ବିତି ଗଲାଣି, ଓଡ଼ିଆ ବିଶ୍ୱ ବିଦ୍ୟାଳୟ କୁଆଡେ ଗଲା ..? ନବୀନ ବାବୁଙ୍କ ପ୍ରତିଶୃତି କୁଆଡେ ଗଲା ..? ନୟାଗଡ଼ ଚିନି କଳ ଖୋଲିବେ କହିଥିଲେ । କୁଆଡେ ଗଲା । ଆଖୁ ଚାଷୀ ତାଙ୍କ ପଇସା ପାଇନାହାନ୍ତି । ସରକାର ଶୋଇଛନ୍ତି । ସରକାର କିଏ ଚଳାଉଛି ଜଣାନାହିଁ । ମହିଳା ନିର୍ଯାତନା ଦୁଇ ଗୁଣ ହୋଇଯାଇଛି । ମହିଳା ଚାଲାଣ ବଢ଼ି ଚାଲିଛି । ଆଦିବାସୀ ସମ୍ପ୍ରଦାୟରେ ଓଡିଶାରେ ସବୁଠୁ ଅଧିକ ଉତ୍ପିଡନ ହେଉଛି । ପୋଲିସ ଉପରେ ମଧ୍ୟ ସବୁଠୁ ଅଧିକ ଆକ୍ରମଣ ହେଉଛି । ରକ୍ଷକ ନିଜ ସୁରକ୍ଷା କରି ପାରୁନାହିଁ । ଏଭଳି ସରକାର ରହିବା ଦରକାର କି ? ବୋଲି ପ୍ରଶ୍ନ କରିଛନ୍ତି ନଡ୍ଡା । ମୁଁ ପୁଣି ଆସିଲେ ଲୋକସଭା ଓ ବିଧାନସଭାରେ ପଦ୍ମ ଫୁଟିବା ଦରକାର । ଗାଁ ଗାଁ, ବସ୍ତି ବସ୍ତି ବାର୍ତ୍ତା ପହଁଚିବା ଦରକାର ବୋଲି କର୍ମୀଙ୍କୁ ଆହ୍ୱାନ କଲେ ନଡ୍ଡା । ଆୟୁଷ୍ମାନ ଭାରତ ଯୋଜନା ଓଡିଶାରେ ଲାଗୁ ହୋଇପାରୁନାହିଁ । ନବୀନ ବାବୁ ଏବଂ ବିଜେଡ଼ି ଓଡିଶାର ୬୦ ଲକ୍ଷର ଜନସଂଖ୍ୟାଙ୍କ ଆଗରେ ବାଧକ ହୋଇ ଛିଡା ହୋଇଛନ୍ତି ।ଏଭଳି ସରକାର ରହିବା ଉଚିତ କି ବୋଲି ପ୍ରଶ୍ନ କଲେ ନଡ୍ଡା । ସମସ୍ତେ ଜାଣି ରଖିବା ଦରକାର । ଆଗକୁ ନିର୍ବାଚନ ଆସିବ, ଆପଣଙ୍କ ଅଙ୍ଗୁଳି ପଦ୍ମ ଫୁଲ ଚିହ୍ନରେ ଥିବ । ଆଉ ଆୟୁଷ୍ମାନ ଭାରତ ଯୋଜନା ଓଡିଶାରେ ଲାଗୁ ହେବ ବୋଲି କହିଛନ୍ତି ନଡ୍ଡା । ଏହାପରେ ଜଲେଶପଟ୍ଟା ସ୍ଥିତ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଆଶ୍ରମ ପରିଦର୍ଶନ କରିବାସହ ସଂସ୍କୃତ ଆଶ୍ରମର ନବ ନିର୍ମିତ ଛାତ୍ରୀ ନିବାସର ଶୁଭ ଉଦ୍ଘାଟନ କରି ଫେରିଛନ୍ତି ନଡ୍ଡା ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ । ଏହି ଅବସରରେ ରାଜ୍ୟ ନେତୃବୃନ୍ଦଙ୍କ ସମେତ କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀର ୧୦ ହଜାରରୁ ଉର୍ଦ୍ଧ୍ବ ନେତା ଓ କର୍ମୀଙ୍କ ସମାଗମ ହୋଇଥିଲା । ରାଷ୍ଟ୍ରୀୟ ଅଧ୍ୟକ୍ଷ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026

New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version