• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟ ଶାସନ ସଚିବଙ୍କ ପୁରୀ ଜିଲ୍ଲା ଗସ୍ତ ଓ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
December 29, 2022
in ଓଡ଼ିଶା, ପୁରୀ, ହୋମ୍
0
ମୁଖ୍ୟ ଶାସନ ସଚିବଙ୍କ ପୁରୀ ଜିଲ୍ଲା ଗସ୍ତ ଓ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ସମୀକ୍ଷା
Share on FacebookShare on TwitterWhatsapp

ନିର୍ମାଣ କାର୍ଯ୍ୟ ତ୍ୱରାନିତ୍ୱ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ

୨୮ ଡିସେମ୍ବର ବୁଧବାର ( ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :- ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ପୁରୀ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ସ୍ୱତନ୍ତ୍ର ପ୍ରଦକ୍ଷଣଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲ୍ଲାରେ ଯାରି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସଂପୃକ୍ତ ବରିଷ୍ଠ ଅଧିକାରୀମାନଙ୍କ ସହ ଶ୍ରୀ ମହାପାତ୍ର ଆଲୋଚନା କରିଛନ୍ତି ।ଶ୍ର ମନ୍ଦିର ପରିକ୍ରମା ପ୍ରକଳ୍ପ, ଅବଢ଼ା ଯୋଜନା ଅନ୍ତର୍ଗତ ଶ୍ୱେତଗଙ୍ଗା, ମାର୍କଣ୍ଡ, ନରେନ୍ଦ୍ର ଓ ଇନ୍ଦ୍ରଦ୍ୟୁମ୍ନ ଐତିହ୍ୟ ସଂପର୍ଣ୍ଣ ତୀର୍ଥ ପୁଷ୍କରଣୀ ଗୁଡିକର ଉନ୍ନତିକରଣ, ମୋଚିସାହି ସ୍ଥିତ ମହୋଦଧି ମାର୍କେଟ କମ୍ପ୍ଲେକ୍ସ ଓ ବଡଦାଣ୍ଡ ସ୍ଥିତ ମ୍ୟୁନିସପାଲଟି ମାର୍କେଟ କମ୍ପ୍ଲେକ୍ସ, ଜେଲ ରୋଡ ସ୍ଥିତ ବହୁତଳ ପାର୍କିଂ ବ୍ୟବସ୍ଥା, ଓଡ଼ିଆ ବିଶ୍ୱବିଦ୍ୟାଳୟ, ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜନ୍ମ ପୀଠର ଉନ୍ନତିକରଣ, ଜିଲ୍ଲାର ବିଭିନ୍ନ ବ୍ଲକରେ ବିଜୁପଟ୍ଟନାୟକ ଇନଣ୍ଡୋର ଷ୍ଟାଡିୟମ୍ ଏବଂ ଆଦର୍ଶ ବିଦ୍ୟାଳୟ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ସହ କାର୍ଯ୍ୟ ତ୍ୱରାନିତ୍ୱ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି ।ଏହା ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଅବଢ଼ା ଯୋଜନା ଅନ୍ତର୍ଗତ ଜଗନ୍ନାଥବଲ୍ଲଭ ପାର୍କିଂ ସ୍ଥଳୀ, ପ୍ରାୟ ୧୯୦ କୋଟି ଟଙ୍କା ଅଟକଳରେ ନିର୍ମାଣଧୀନ ଶ୍ରୀ ସେତୁ ପ୍ରକଳ୍ପ, ପ୍ରାୟ ୧୩୩ କୋଟି ଟଙ୍କା ଅଟକଳରେ ମୂଶା ନଦୀର ଦୁଇ ପର୍ଯ୍ୟାୟ ସଂପ୍ରସାରଣ କାର୍ଯ୍ୟ, ୧୮୦ କୋଟି ଟଙ୍କାରେ ନିର୍ମାଣ କରାଯାଉଥିବା ସମଙ୍ଗସ୍ଥିତ ପ୍ରଦର୍ଶନୀ ତଥା ପାର୍କିଂ ଏରିନା, ହବିଷ୍ୟାଳୀ ଆଶ୍ରୟସ୍ଥଳୀ- ବୃନ୍ଦାବତୀ ନିବାସ, ନିର୍ମାଣଧିନ ଶ୍ରୀଜଗନ୍ନାଥ ଷ୍ଟାଡିୟମ୍ ପରିଦର୍ଶନ କରି ଅଧିକାରୀମାନଙ୍କ ସହ କ୍ଷେତ୍ରସ୍ତରୀୟ ସମୀକ୍ଷା କରିଛନ୍ତି । ପ୍ରକଳ୍ପଗୁଡିକର ଅଗ୍ରଗତି ସଂପର୍କରେ ଅବଗତ ହେବା ସହ କାର୍ଯ୍ୟ ତ୍ୱରାନିତ୍ୱ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ ।ଏହି ଗସ୍ତ କାର୍ଯ୍ୟକ୍ରମ ସମୟରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା,ଅତିରିକ୍ତ ଜିଲ୍ଲାପାଳ(ପ୍ରଶାସନ) ଶ୍ରୀ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ କୈଳାସ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ପୌରନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ୱାଇଁ, ଡେପୁଟି କଲେକ୍ଟର ଶ୍ରୀ ରାକେଶ କୁମାର ପଣ୍ଡା, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ଅଜିତ କୁମାର ମହାପାତ୍ର,ସିଡିଏମଓ ଡା ସୁଜାତା ମିଶ୍ର, ଓବିସିସି ଜିଏମ ଶ୍ରୀ ପ୍ରଭାତ କୁମାର ପାଣିଗ୍ରାହୀ ଏବଂ ଶ୍ରୀ ଶ୍ରୀଧର ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନିରାପଦ ଉତ୍ପାଦ ହିଁ ଗ୍ରାହକଙ୍କୁ ଆଶ୍ବସ୍ତ କରେ

ନିରାପଦ ଉତ୍ପାଦ ହିଁ ଗ୍ରାହକଙ୍କୁ ଆଶ୍ବସ୍ତ କରେ

March 16, 2026
ବନ୍ଧୁ ମିଳନ ପାଇଁ ପ୍ରସ୍ତୁତି ବୈଠକ

ବନ୍ଧୁ ମିଳନ ପାଇଁ ପ୍ରସ୍ତୁତି ବୈଠକ

March 16, 2026
ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା”

ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା”

March 16, 2026
ପୂର୍ବତନ ଶିକ୍ଷକ ତଥା ବିଶିଷ୍ଠ ବ୍ୟବସାୟୀ ଙ୍କ ପରଲୋକ : ବଣିକ ସଂଘ ତରଫରୁ ଦୋକାନ ବଜାର ବନ୍ଦ

ପୂର୍ବତନ ଶିକ୍ଷକ ତଥା ବିଶିଷ୍ଠ ବ୍ୟବସାୟୀ ଙ୍କ ପରଲୋକ : ବଣିକ ସଂଘ ତରଫରୁ ଦୋକାନ ବଜାର ବନ୍ଦ

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନିରାପଦ ଉତ୍ପାଦ ହିଁ ଗ୍ରାହକଙ୍କୁ ଆଶ୍ବସ୍ତ କରେ

ନିରାପଦ ଉତ୍ପାଦ ହିଁ ଗ୍ରାହକଙ୍କୁ ଆଶ୍ବସ୍ତ କରେ

March 16, 2026
ବନ୍ଧୁ ମିଳନ ପାଇଁ ପ୍ରସ୍ତୁତି ବୈଠକ

ବନ୍ଧୁ ମିଳନ ପାଇଁ ପ୍ରସ୍ତୁତି ବୈଠକ

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version