• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ବ୍ଲକର ଜିଲ୍ଲାପାଳଙ୍କ ବିଭିନ୍ନ ପ୍ରକଳ୍ପ ଅନୁଧ୍ୟାନ କଲେ

Proprietor Abhimanyu Maharana by Proprietor Abhimanyu Maharana
December 30, 2022
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ବ୍ଲକର ଜିଲ୍ଲାପାଳଙ୍କ ବିଭିନ୍ନ ପ୍ରକଳ୍ପ ଅନୁଧ୍ୟାନ କଲେ
Share on FacebookShare on TwitterWhatsapp

୨୯ ଡିସେମ୍ବର ଗୁରୁବାର ( ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି :- ଗଜପତି ଜିଲ୍ଲାକୁ ସରସ କରି ଗଢି ତୋଲିବା ସହିତ ବିକାଶର ଦ୍ବାରା ଦେଶରେ ପହଞ୍ଚଇବାକୁ ସର୍ବଦା ଚେଷ୍ଟିତ ଗଜପତ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଜନହିତକର ପ୍ରକଳ୍ପ ଅନୁଧ୍ୟାନ କରିବାକୁ ବୁଧବାର ମୋହନା ବ୍ଲକର ବିଭିନ୍ନ ପଞ୍ଚାୟତକୁ ଗ୍ରସ୍ତ କରିଥିଲେ । ସେ ପ୍ରଥମେ ଧାଡିଆମ୍ବ ପଞ୍ଚାୟତ ଅଧିନ ଡାହାଣୀ ନାଳର ପୁନରୁଦ୍ଧାର, ମରାମତି, ସୌନ୍ଦର୍ଯ୍ୟକରଣ ଓ ଜଳ ନିଷ୍କାସନ ଉପରେ ଗୁରୁତ୍ବ ଦେଇ ଏହାର ବିକାଶ କରି ଚାଷୀଙ୍କୁ କେନାଲ ମାଧ୍ୟମରେ ଜଳଯୋଗାଇବାକୁ ଅଧିକାରୀଙ୍କୁ ନିଦ୍ଦେଶ ଦେଇଥିଲେ । ପରେ ୫-ଟି ମାଧ୍ୟମରେ ଯୋଡାଆମ୍ବ ବିଦ୍ୟାଳୟର ରୂପାନ୍ତିକରଣ କୋଠା ବୁଲି ଉନ୍ନତମାନର କାମ ସହ ଠିକ୍ ତଦାରଖ କରିବାକୁ ଅଧିକାରୀଙ୍କୁ କରିଥିଲେ । ବିଭିନ୍ନ ସମୟରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହୋବା ଆସିଥିବା ମୋହନା ନୁଆଗଡ ବ୍ଲକର ସୀମାନ୍ତବତ୍ତୀ ଅଞ୍ଚଳରେ ଦୁଃଖ ସାଜିଥିବା ଚୁଡଙ୍ଗପୁର ପଞ୍ଚାୟତର ଝରଣପୁର ଗ୍ରାମ ନିକଟ ଲୁଦୁପଙ୍କା ନାଳ ଉପରେ ନିମିତ ପୋଲ ଜିଲ୍ଲାପାଳ ବୁଲି ଦେଇଥିଲେ । ଅଞ୍ଚଳବାସିଙ୍କ ଦୀର୍ଘବର୍ଷର ଦାବିକୁ ଜିଲ୍ଲାପାଳଙ୍କ ତତ୍ବାବଧାନରେ ପୂରଣ ହୋଇପାରିଥିବାରୁ ଲୋକେ ଜିଲ୍ଲାପାଳଙ୍କୁ ଭୂୟସୀ ପ୍ରଶଂସା କରିଥିଲେ । ତାଙ୍କ ସହ ପିଡି ଡିଆରଡିଏ ରୋମାଞ୍ଚଳ ଖମାରୀ, ସ୍ଥାନୀୟ ବିଡିଓ ତପସ୍ବନୀ ହାଂସଦା, ସହକାରୀ ନିର୍ବାହୀ ଯନ୍ତୀ, ଏମଆଇ ଏସଡିଓ , କନିଷ୍ଠ ଯନ୍ତୀ ସୁକୁମାର ସତପଥି, ପିଇଓ, ଚୁଡଙ୍ଗପୁର ଓ ଧାଡିଆମ୍ବ ସରପଞ୍ଚ, ଜନପ୍ରତିନିଧି ଓ ଅନ୍ୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଆଗକୁ ମୋହନା ବ୍ଲକରେ ଜନକଲ୍ୟାଣକାରୀ ବିଭିନ୍ନ ପ୍ରକଳ୍ପ ହେବାକୁ ଯାଉଥିବା ଜିଲ୍ଲାପାଳ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

October 15, 2026
ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026
ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

October 15, 2026
Mass Rally for ADHD Awareness 

Mass Rally for ADHD Awareness 

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

October 15, 2026
ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version