• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟ ରେ ୧୮ଟି ଜିଲ୍ଲାରୁ ୧୩୮ ନୂଆ କରୋନା ପଜିଟିଭ ଚିହ୍ନଟ୍ ; ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪କୁ ପହଞ୍ଚିଛି ।

Proprietor Abhimanyu Maharana by Proprietor Abhimanyu Maharana
June 8, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ରାଜ୍ୟ ରେ ୧୮ଟି ଜିଲ୍ଲାରୁ ୧୩୮ ନୂଆ କରୋନା ପଜିଟିଭ ଚିହ୍ନଟ୍ ; ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪କୁ ପହଞ୍ଚିଛି ।
Share on FacebookShare on TwitterWhatsapp

ଓଡିଶାତାଜା ନ୍ୟୁଜ୍ ( ୦୮ ଜୁନ୍ ସୋମବାର ) ୧୩୮ ନୂଆ କରୋନା ପଜିଟିଭ ଚିହ୍ନଟ୍ :- ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୧୩୮ଜଣ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୩ଜଣ ଆକ୍ରାନ୍ତ ଚିହ୍ନଟ୍ ହୋଇଥିବା ବେଳେ କଟକରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ,କେନ୍ଦୁଝର ଓ କନ୍ଧମାଳ ଜିଲ୍ଲାରୁ ୧୦ଜଣ ଲେଖାଏଁ ଆକ୍ରାନ୍ତ, ପୁରୀ ଜିଲ୍ଲାରୁ ୭ଜଣ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୬ଜଣ ଲୋଖାଏଁ, ନୟାଗଡ଼, ଢ଼େଙ୍କାନାଳ ଓ ନୂଆପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, ରାୟଗଡ଼ା, ସମ୍ବଲପୁର, ବଲାଙ୍ଗୀର ଓ କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟ ରେ ୧୮ଟି ଜିଲ୍ଲାରୁ ୧୩୮ ନୂଆ କରୋନା ପଜିଟିଭ ଚିହ୍ନଟ୍ ହୋଇଛନ୍ତି । ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪କୁ ପହଞ୍ଚିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ବିଟ୍ ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୧୩୮ ସଂକ୍ରମିତଙ୍କ ମଧ୍ୟରୁ ୧୨୫ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଥିବା ବେଳେ ୧୩ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୮୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୮୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version