• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନରେନ୍ଦ୍ର କୁମାର ସାହୁ ଭୁବନ ଏନଏସି ବିଜେଡି ସଭାପତି ମନୋନୀତ

Proprietor Abhimanyu Maharana by Proprietor Abhimanyu Maharana
January 4, 2023
in ଓଡ଼ିଶା, ଢେଙ୍କାନାଳ, ରାଜନୀତି, ହୋମ୍
0
ନରେନ୍ଦ୍ର କୁମାର ସାହୁ ଭୁବନ ଏନଏସି ବିଜେଡି ସଭାପତି ମନୋନୀତ
Share on FacebookShare on TwitterWhatsapp

୩ ଜାନୁଆରୀ ମଙ୍ଗଳବାର ୨୦୨୩ ( ଓଡ଼ିଶା ତାଜା ନ୍ୟୁଜ ) ଭୁବନ  :- ଭୁବନ ୧.୧- ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ବିଜେଡି ସୁପ୍ରିମୋ ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ବରିଷ୍ଠ ନେତା ଙ୍କୁ ବିଭିନ୍ନ ପଦ ପଦବୀ ରେ ଥଇଥାନ କରିଛନ୍ତି । ଢେଙ୍କାନାଳ ଜିଲ୍ଲା ବିଜେଡି ସଭାପତି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଙ୍କ ସୁପାରିଶ କ୍ରମେ ବିଶିଷ୍ଟ ସମାଜସେବୀ ତଥା ବରିଷ୍ଠ ବିଜେଡି ନେତା ନରେନ୍ଦ୍ର କୁମାର ସାହୁ ଙ୍କୁ ଭୁବନ ଏନଏସି ବିଜେଡି ସଭାପତି ଭାବେ ମନୋନୀତ କରାଯାଇଛି । ଶ୍ରୀଯୁକ୍ତ ସାହୁ ଙ୍କ ଗୋଟିଚାଳନାରେ ଚଳିତଥର ପୌର ନିର୍ବାଚନରେ ବିଜେଡି ବାଜିମାତ କରିବା ସହିତ ଶ୍ରୀ ସାହୁ ଙ୍କ ନିଜ (୩ ନମ୍ବର) ୱାର୍ଡ ରେ ବିଜେଡି ସର୍ବାଧିକ ଭୋଟ ପାଇଥିଲା । ଶ୍ରୀ ସାହୁ ଙ୍କ ଏକାନ୍ତ ଅନୁଗତ ଓ ବିଶ୍ୱସ୍ତ ଶ୍ରୀମତୀ ମାନିନୀ ସାହୁ ଙ୍କୁ ଉପନଗରପାଳ କରାଯାଇଥିଲା ।

ପୂର୍ବରୁ ଶ୍ରୀ ସାହୁ ଙ୍କ ପତ୍ନୀ ସରୋଜ ନଳିନୀ ସାହୁ ମଧ୍ୟ ଭୁବନ ଏନଏସି ର ନଗରପାଳ ହୋଇଥିଲେ । ସବୁ ଦୃଷ୍ଟିରୁ ବିଚାର କରି ନରେନ୍ଦ୍ର ସାହୁ ଙ୍କୁ ଭୁବନ ଏନଏସି ବିଜେଡି ସଭାପତି ଭାବେ ମନୋନୀତ କରାଯାଇଥିବାରୁ ଦଳୀୟ କର୍ମୀ ମହଲରେ ଆନନ୍ଦ ପ୍ରକାଶ ପାଇଛି । ଶ୍ରୀ ସାହୁ ଙ୍କ ବଳିଷ୍ଟ ନେତୃତ୍ୱରେ ବିଜେଡି ସଂଗଠନ ଆହୁରି ମଜବୁତ ହେବ ବୋଲି ସାଂସଦ ମହେଶ ସାହୁ ଗତକାଲି ନୂତନ ସଭାପତି ନରେନ୍ଦ୍ର ସାହୁ ଙ୍କୁ ସମ୍ବର୍ଦ୍ଧିତ କରି ମତବ୍ୟକ୍ତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ପୂର୍ବତନ ନଗରପାଳ ନନ୍ଦ କିଶୋର ସାହୁ , ପୂର୍ବତନ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ମାୟାଧର ପଣ୍ଡା ଏବଂ ଭୁବନ ବ୍ଲକ କୃଷି ଉପଦେଷ୍ଟା କମିଟି ଅଧ୍ୟକ୍ଷ ସୁଧାକର ସାହୁ ଙ୍କୁ ଜିଲ୍ଲା ବିଜେଡି ଉପସଭାପତି ଭାବେ ମନୋନୀତ କରାଯାଇଛି ।

ଉପରୋକ୍ତ ସମସ୍ତ ନେତା ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ,ସାଂସଦ ମହେଶ ସାହୁ , ଜିଲ୍ଲା ପର୍ଯ୍ୟବେକ୍ଷକ ଶ୍ରୀମତୀ ପ୍ରମିଳା ମଲ୍ଲିକ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ଗଭୀର କୃଜ୍ଞତା ଜ୍ଞାପନ କରିଛନ୍ତି । ଗତ ଡିସେମ୍ବର ୨୬ ତାରିଖରେ ପୁରୀରେ ବିଜେଡି ୨୫ ତମ ପ୍ରତିଷ୍ଠା ଦିବସ ପାଳନ କରି ଶଙ୍ଖକ୍ଷେତ୍ରରୁ ଶଙ୍ଖନାଦ କରିଛନ୍ତି ଶଙ୍ଖପତି । ସାଧାରଣ ନିର୍ବାଚନ ପୂର୍ବରୁ ବରିଷ୍ଠ ନେତାଙ୍କୁ ଥଇଥାନ ନିଶ୍ଚିତ ଭାବେ ଗୋଷ୍ଠୀ କନ୍ଦଳ କୁ ପ୍ରତିହତ କରିବା ସହ ଦଳକୁ ମଜବୁତ କରିବ ବୋଲି ବୁଦ୍ଧିଜୀବୀ ଓ ରାଜନୈତିକ ମହଲରେ ଆଲୋଚନା ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

July 26, 2026
ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

July 26, 2026
୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026
Vedanta Aluminium Coal Mines Supports Tuberculosis Patients Through Nikshay Mitra Initiative in Sundargarh District

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

July 26, 2026
ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

July 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version