• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆଗଡ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଗଜପତି ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
January 6, 2023
in ଓଡ଼ିଶା, ଗଜପତି, ହୋମ୍
0
ନୂଆଗଡ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଗଜପତି ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

୫ ଜାନୁଆରୀ ଗୁରୁବାର୨୦୨୩ ( ଓଡ଼ିଶା ତାଜା ନ୍ୟୁଜ ) ଆର. ଉଦୟଗିରି :- ନୂଆଗଡ ପଞ୍ଚାୟତ ସମିତିକାର୍ଯ୍ୟାଳୟ ପରିସର ସଦଭାବନା ସଭାଗୃହ ଠାରେ ଚଳିତ ବର୍ଷର ବ୍ଲକ ସ୍ତରୀୟ ଗଜପତି ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲାଵଣ୍ୟେନ୍ଦୁ ମହାନ୍ତି, ସ୍ଥାନୀୟ ତହସିଲଦାର୍ କୁରେଶ୍ ଚନ୍ଦ୍ର ଜାନି,ଅଧ୍ୟକ୍ଷା ମାଳତୀ ପ୍ରଧାନ, ଉପାଧ୍ୟକ୍ଷ ନିହିମିଆ ରଇତ, ଙ୍କ ସମେତ ବ୍ଲକର ସମସ୍ତ ବିଭାଗୀୟ ଅଧିକାରୀ ଏବଂ ୧୯ ଟି ଗ୍ରାମପଞ୍ଚାୟତ ର ସରପଞ୍ଚ, ସମିତିସଭ୍ୟ , ନିର୍ବାହୀ ଅଧିକାରୀ ମାନେ ଯୋଗ ଯୋଗ ଦେଇଥିଲେ ।ଆଜିର ଏହି ପ୍ରସ୍ତୁତି ବୈଠକ ରେ ନୂଆଗଡ ସ୍ଥିତ ମିନି ଷ୍ଟାଡିୟମରେ କାର୍ଯ୍ୟକ୍ରମ କରାଯିବା ନେଇ ନୂଆଗଡ, p.ଆନ୍ତରଦା, ଲୁହାଙ୍ଗର ସରପଞ୍ଚ ମାନେ ପ୍ରସ୍ତାବ ଦେଇଥିବା ବେଳେ ଷ୍ଟାଡିୟମ ର କିଛି ଅସୁବିଧା ଯୋଗୁଁ ଖଜୁରୀପଦା ସ୍ଥିତ ବାବା ସାହେବ ଆମ୍ବେଦକର ପଡିଆ ଠାରେ କାର୍ଯ୍ୟକ୍ରମ କରିବା ନିମନ୍ତେ ତିତିଶିଂସରପଞ୍ଚ ଚମ୍ପାବତୀ ରଇତ ସୁନ୍ଦରଡାଙ୍ଗ ସରପଞ୍ଚ ପ୍ରେମା ରଇତ, ପୂତୁରୁପଡା ସରପଞ୍ଚ ଚୈତନ୍ୟ ଭୂୟାଁ , ଖଜୁରୀପଦାସରପଞ୍ଚ ସଂଡୁ ମଣ୍ଡଳ ଟାଙ୍ଗିଲି ସରପଞ୍ଚ ସିଙ୍ଗନା ରଇତ, ଆଦି ପ୍ରତିନିଧି ମାନେ ପ୍ରସ୍ତାବ ଦେଇଥିଲେ, ଏହାକୁ ନୂଆଗଡ ଆନ୍ତରଦା ଏବଂ ଲୁହାଙ୍ଗାରଗ୍ରାମ ପଂଚାୟତର ପ୍ରତିନିଧି ମାନେ ବିରୋଧ କରିବା ସତ୍ୱେ ସେଷରେ ସୁବିଧା ଦୃଷ୍ଟିରୁ ଖଜୁରୀପଦା ବାବା ସାହେବ ଆମ୍ବେଦକର ପଡିଆ ରେ କାର୍ଯ୍ୟକ୍ରମ ନିମନ୍ତେ ଧାର୍ଯ୍ୟ କାରାଗଲା ।ଏହି କାର୍ଯ୍ୟକ୍ରମ କୁ ସଫଳ କରିବା ନିମନ୍ତେ ଲାଇନ ଡିପାରମେଣ୍ଟ pri ମେମ୍ବର କିପରି ସମ୍ପୂର୍ଣ ସହଯୋଗ କରି ବହୁ ଆଡମ୍ବରରେ ଉତ୍ସବ ପାଳନ କରାଯାଇପାରିବ ଏବଂ ସ୍ଥାନୀୟ ଲୋକକଳା, ସଂସ୍କୃତିକ କାର୍ଯ୍ୟକ୍ରମ, ଐତିହ୍ୟ ପରମ୍ପରାକୁ ଆଗକୁ ବଢେଇବା ସହ ଲୁକ୍କାୟିତ ଭାବେ ରହିଥିବା ପ୍ରତିଭାମାନଙ୍କୁ ନିଜ କଳା ପ୍ରଦର୍ଶନ କରିବା ନିମନ୍ତେ କିପରି ଏକ ମଞ୍ଚ ପାଇପାରିବେ ସମସ୍ତ ବିଷୟରେ ସବିଶେଷ ଆଲୋଚନା ହୋଇଥିବା ବେଳେ ଗ୍ରାମ ପଞ୍ଚାୟତ ସଂପ୍ରସାରଣ ଅଧିକାରି ନୃସିଂହ ଚରଣ ମିଶ୍ର ବୈଠକ ଟିକୁ ପରିଚାଳନା କରିଥିବା ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

October 15, 2026
Mass Rally for ADHD Awareness 

Mass Rally for ADHD Awareness 

October 15, 2026
ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା ଘଟଣାକୁ ବିଜେଡିର ତୀବ୍ର ନିନ୍ଦା

ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା ଘଟଣାକୁ ବିଜେଡିର ତୀବ୍ର ନିନ୍ଦା

October 15, 2026
ଦକ୍ଷତା ବିକାଶକୁ ନେଇ ବିଜେପି ସରକାରଙ୍କୁ ବିଜେଡିର ତୀବ୍ର ସମାଲୋଚନା

ଦକ୍ଷତା ବିକାଶକୁ ନେଇ ବିଜେପି ସରକାରଙ୍କୁ ବିଜେଡିର ତୀବ୍ର ସମାଲୋଚନା

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

October 15, 2026
Mass Rally for ADHD Awareness 

Mass Rally for ADHD Awareness 

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version