• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ମହେନ୍ଦ୍ରଗିରି ଶିଖରର ମାତା କୁନ୍ତି ମନ୍ଦିରରୁ ଗଜପତି ଉତ୍ସବ -୨୦୨୨ ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
January 7, 2023
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ମହେନ୍ଦ୍ରଗିରି ଶିଖରର ମାତା କୁନ୍ତି ମନ୍ଦିରରୁ ଗଜପତି ଉତ୍ସବ -୨୦୨୨ ଶୁଭାରମ୍ଭ
Share on FacebookShare on TwitterWhatsapp

୬ ଜାନୁଆରୀ ଶୁକ୍ରବାର ୨୦୨୩ ( ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ମହେନ୍ଦ୍ରଗିରି ଶିଖରର ମାତା କୁନ୍ତି ମନ୍ଦିରରୁ ଜିଲ୍ଲାସ୍ତରୀୟ ଗଜପତି ଉତ୍ସବ-୨୦୨୨ ଆଜି ଶୁଭାରମ୍ଭ ହୋଇଯାଇଛି। ଏହି ଗଜପତି ମହୋତ୍ସବ ମଶାଲ ଶୋଭାଯାତ୍ରା ମହେନ୍ଦ୍ରଗିରି ଶିଖରରୁ ବାହାରିବା ପରେ କଇଁପୁର, ଜିରାଙ୍ଗ, ମଣ୍ଡଳ ସାହି, ରାମଗିରି, ଛେଲିଗଡ, ଆର୍.ଉଦୟଗିରି, ଖଜୁରୀପଦା, ରାୟଗଡ଼ ଏବଂ ମାଛମରା ଦେଇ ପାରଳାଖେମୁଣ୍ଡି ଫରେଷ୍ଟ ଗେଟ୍ ନିକଟରେ ଅପରାହ୍ନ ୩ ଘଟିକା ସମୟରେ ଗଜପତି ଉତ୍ସବ ମଶାଲ ପହଞ୍ଚିଥିଲା । ଗଜପତି ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତି ପରିଷଦର ଅଧକ୍ଷ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସ୍ଵାତୀ କେ କୁମାର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା, ଶ୍ରୀ ପ୍ରଦୀପ କୁମାର ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ ଓ ପାରଳାଖେମୁଣ୍ଡି ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ମହୋତ୍ସବର ମଶାଲକୁ ସ୍ୱାଗତ କରିଥିଲେ।ଜିଲ୍ଲାସ୍ତରୀୟ ଅଧିବାସୀ ଓ ସାଂସ୍କୃତିକ ଗଜପତି ଉତ୍ସବକୁ ରାଜ୍ୟ ତଥା ଜାତୀୟ ସ୍ତରରେ ପ୍ରଚାର ଓ ପ୍ରସାର ନିମନ୍ତେ ଚେଷ୍ଟା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଜିଲ୍ଲା ସ୍ତରୀୟ ଗଜପତି ଉତ୍ସବ ଓ ପଲ୍ଲୀଶ୍ରୀ ମେଳା ପାଳନ କରାଯିବ ତା ୧୮.୦୧.୨୦୨୩ ରିଖ ଠାରୁ ତା ୨୨.୦୧.୨୦୨୩ ପର୍ଯ୍ୟନ୍ତ । ଜିଲ୍ଲାର ଅଧିବାସୀଙ୍କ ପାରମ୍ପରିକ ଓ ଖେଳକୁ ଚଳିତ ଗଜପତି ଉତ୍ସବରେ ପ୍ରାଧାନ୍ୟ ଦିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ଗଜପତି ଉତ୍ସବ ମଶାଲକୁ ଫରେଷ୍ଟ ଗେଟରେ ପହଞ୍ଚିବା ପରେ ଜିଲ୍ଲାସ୍ତରୀୟ ଉତ୍ସବ କମିଟି ପକ୍ଷରୁ ସ୍ୱାଗତ କରାଯାଇ ବିଶାଳ ଶୋଭାଯାତ୍ରା ମାଧ୍ୟମରେ ଜଗନ୍ନାଥ ମନ୍ଦିରର ନିକଟକୁ ଅଣାଯାଇଥିଲା ଓ ମଶାଲଟିକୁ ଜିଲ୍ଲାସ୍ତରୀୟ ଉତ୍ସବ ପର୍ଯ୍ୟନ୍ତ ମନ୍ଦିରରେ ରଖାଯିବ ଏବଂ ପ୍ରଥମ ଦିନ ଏକ ବିରାଟ ଶୋଭାଯାତ୍ରାରେ ଜିଲ୍ଲାସ୍ତରୀୟ ଉତ୍ସବ ପଡ଼ିଆକୁ ନେବାର ସ୍ଥିର କରାଯାଇଛି।ଜଗନ୍ନାଥ ମନ୍ଦିରରେ ମଶଲ୍ ପହଞ୍ଚିବା ପରେ ସେଠାରୁ ଗୁମ୍ମା ଓ କାଶୀନଗର ବ୍ଲକ ଭବ୍ୟ ସ୍ବାଗତ କରି ମଶାଲଟିକୁ ଗ୍ରହଣ କରି ନେଇଥିଲେ । ଏହି ମଶାଲ ଶୋଭାଯାତ୍ରାରେ ମଶାଲ କମିଟିର ଜିଲ୍ଲା କ୍ରୀଡ଼ା ଅଧିକାରୀ ତଥା ଡେପୁଟି କଲେକ୍ଟର ଶ୍ରୀ ନଟବର ଗରଡ଼ା, ବାସୁଦେବ ଦାସ, ଗଣେଶ କୁମାର ରାଜୁ, ବସନ୍ତ ପଣ୍ଡା ଗଜପତି ଉତ୍ସବ ମଶାଲ ମହେନ୍ଦ୍ରଗିରି ଶିଖରର ମାତା କୁନ୍ତୀ ମନ୍ଦିରରୁ ମଶାଲ ଟିକୁ ଆଣିଥିଲେ । ଜିଲ୍ଲାର ସମସ୍ତ ବ୍ଲକର ଗୋଷ୍ଠି ଉନ୍ନୟନ ଅଧିକାରୀ ଓ ଜନପ୍ରତିନିଧି ମାନଙ୍କ ଉପସ୍ଥିତିରେ ଗଜପତି ଉତ୍ସବ ମଶାଲକୁ ଭବ୍ୟ ସ୍ବାଗତ କରି ନିଜ ନିଜ ବ୍ଲକ ସ୍ତରୀୟରେ ଗ୍ରହଣ କରି ନେଇଥିଲେ । ଆଜିର ଏହି ମଶାଲ ଶୋଭାଯାତ୍ରାରେ ପାରଳାଖେମୁଣ୍ଡି ତହସିଲଦାର,ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ବରିଷ୍ଟ ନାଗରିକ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ରଙ୍କ ସମେତ ଜିଲ୍ଲାର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଗଣ ମଶାଲ ଶୋଭାଯାତ୍ରା ଯୋଗଦେଇଥିଲ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

October 15, 2026
Mass Rally for ADHD Awareness 

Mass Rally for ADHD Awareness 

October 15, 2026
ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା ଘଟଣାକୁ ବିଜେଡିର ତୀବ୍ର ନିନ୍ଦା

ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା ଘଟଣାକୁ ବିଜେଡିର ତୀବ୍ର ନିନ୍ଦା

October 15, 2026
ଦକ୍ଷତା ବିକାଶକୁ ନେଇ ବିଜେପି ସରକାରଙ୍କୁ ବିଜେଡିର ତୀବ୍ର ସମାଲୋଚନା

ଦକ୍ଷତା ବିକାଶକୁ ନେଇ ବିଜେପି ସରକାରଙ୍କୁ ବିଜେଡିର ତୀବ୍ର ସମାଲୋଚନା

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

October 15, 2026
Mass Rally for ADHD Awareness 

Mass Rally for ADHD Awareness 

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version