• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକରେ ପୁରୁଷ ବିଶ୍ୱ ହକୀ ମ୍ୟାଚ ଉଦଘାଟିତ ହେଲା : ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କଲେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର

Proprietor Abhimanyu Maharana by Proprietor Abhimanyu Maharana
January 12, 2023
in ଓଡ଼ିଶା, କଟକ, କ୍ରୀଡ଼ା, ଖେଳ, ହୋମ୍
0
କଟକରେ ପୁରୁଷ ବିଶ୍ୱ ହକୀ ମ୍ୟାଚ ଉଦଘାଟିତ ହେଲା : ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କଲେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର
Share on FacebookShare on TwitterWhatsapp

୧୨ ଜାନୁଆରୀ ଗୁରୁବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) କଟକ ରିପୋଟର ଅମୂଲ୍ୟ ବାରିକଙ୍କ ଠାରୁ :- ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ଚିତାକର୍ଷକ ଆତସବାଜୀରେ , କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ବିଶ୍ୱ ପୁରୁଷ ହକୀ ମ୍ୟାଚ ମହୋତ୍ସବର ବିଗୁଲ ବାଜିଥିଲା । ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର, ଏଫଆଇଏଚର ସଭାପତି ତାୟନ ଇକରାମ ।ଓଡିଶା ଏପରି ଆୟୋଜନ କରିଥିବାରୁ , ଆୟୋଜିତ ଉସ୍ଚବରେ କେନ୍ଦ୍ର କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର ଜୟ ଜଗନ୍ନାଥ ଜୟ ଓଡିଶା କହି ନିଜର ବକ୍ତବ୍ୟ ରଖିଥିଲେ । ପରେ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଶ୍ରୀ ଠାକୁର ପ୍ରସଂଶାରେ କରିଥିଲେ । ଓଡ଼ିଶାରେ ହକୀର କ୍ରୀଡା ପ୍ରେମୀ ଭରପୁର ରହିଛନ୍ତି । ଫଳରେ ହକୀର ପ୍ରଚାର ପ୍ରସାର ହୋଇପାରୁଛି ।ଓଡ଼ିଶାରେ ଲଗାତର ଦୁଇ ଥର ବିଶ୍ୱ ହକୀ ମ୍ୟାଚ ହୋଇପାରିଛି । ହକୀରେ ଭାରତ ୧୯୨୮ ,୧୯୩୨,୧୯୩୬ରେ ଅଲମ୍ପିକରେ ସ୍ୱର୍ଣ୍ଣ ପଦକ ହାସଲ କରିଥିଲା ବୋଲି କେନ୍ଦ୍ର କ୍ରୀଡା ମନ୍ତ୍ରୀ କହିଥିଲେ । ଏଫଆଇଏଚର ସଭାପତି ତାୟବ ଇକରାମ କହିଲେ ଯେ,ହକୀ ଇଣ୍ଡିଆ କ୍ରମାଗତ ଭାବେ ଦୁଇ ଥର ହକୀ ବିଶ୍ୱ କପ ଆୟୋଜନ କରି, ହକୀ ପ୍ରତି ଉସ୍ଚରଗିକୃତ ମନୋଭାବକୁ ବିଶ୍ୱରେ ପରିପ୍ରକାଶ କରିପାରିଛି । ଏନେଇ ଓଡିଶା ସରକାରଙ୍କୁ ଯେତେ ପ୍ରଶଂସା କଲେ ମଧ୍ୟ କମ ହେବ ବୋଲି କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version