• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଷ୍ଟାଡିୟମ୍ ଠାରେ ହକି ବିଶ୍ବକପ୍ ଉଦଘାଟନୀ ଉତ୍ସବ ପାଇଁ ଗଜପତି ଜିଲ୍ଲା ପ୍ରଶାସନର ବ୍ୟାପକ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
January 12, 2023
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଷ୍ଟାଡିୟମ୍ ଠାରେ ହକି ବିଶ୍ବକପ୍ ଉଦଘାଟନୀ ଉତ୍ସବ ପାଇଁ ଗଜପତି ଜିଲ୍ଲା ପ୍ରଶାସନର ବ୍ୟାପକ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୧୨ ଜାନୁଆରୀ ଗୁରୁବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ହକି ବିଶ୍ବକପ୍ ଉଦଘାଟନୀ ଉତ୍ସବର ସିଧା ପ୍ରସାରଣ ପ୍ରତ୍ୟେକ ଓଡ଼ିଆଙ୍କ ପାଖରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ର ଉଦ୍ୟମକୁ ସଫଳ କରିବା ପାଇଁ ଜିଲ୍ଲା ପ୍ରଶାସନ, ଗଜପତି ଗତକାଲି ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେବା ଦେଖିବାକୁ ମିଳିଥିଲା, ଯେପରିକି ଜିଲ୍ଲା ପ୍ରଶାସନ ତରଫରୁ ବିଭିନ୍ନ ଜିଲ୍ଲା ସ୍ତରୀୟ କାର୍ଯ୍ୟାଳୟ ର କର୍ମଚାରି, ଗଣମାଧ୍ୟମର ପ୍ରତିନିଧି, ରାଜନୈତିକ ଦଳର ନେତୃବୃନ୍ଦ ଏବଂ ସାଧାରଣ ଜନତାଙ୍କ ପାଇଁ ଗଜପତି ଷ୍ଟାଡ଼ିୟମ୍ ପାରଳାଖେମୁଣ୍ଡି ଠାରେ ବିରାଟ ଏଲ୍.ଇ.ଡ଼ି ମାଧ୍ୟମରେ ଉତ୍ସବକୁ ଉପଭୋଗ କରିବା ପାଇଁ ସୁଯୋଗ ଦିଆଯାଇଥିଲା। ସେହିପରି ସହରର ବିଭିନ୍ନ ୱାର୍ଡର ଲୋକ ମାନଙ୍କ ପାଇଁ ୭ ଗୋଟି ସ୍ଥାନରେ ଏଲ୍.ଇ.ଡ଼ି ମାଧ୍ୟମରେ ଉତ୍ସବକୁ ଉପଭୋଗ କରିବା ପାଇଁ ବ୍ୟାପକ କାର୍ଯ୍ୟକ୍ରମ ପାରଳାଖେମୁଣ୍ଡି ପୌରପରିଷଦ ହାତକୁ ନେଇଥିଲା। ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ବାତୀ ଏସ୍. କୁମାର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା, କ୍ରୀଡ଼ା ଅଧିକାରୀ ଶ୍ରୀଯୁକ୍ତ ନଟବର ଗେରଡା, ବିଜୁ ଜନତା ଦଳର ଜିଲ୍ଲା ସଭାପତି ଶ୍ରୀଯୁକ୍ତ ପ୍ରଦୀପ କୁମାର ନାୟକ, ବରିଷ୍ଠ ସାମ୍ବାଦିକ ଦ୍ବିଜେନ୍ଦ୍ରନାଥ ପାଢ଼ୀ ଏବଂ ବିଧାନ ଚୌଧୁରୀ ପ୍ରମୁଖ ଯୋଗଦେଇଥିଲେ। ତା ସହ ଜିଲ୍ଲାରସମସ୍ତ ଅଧିକାରୀ ଏବଂ ବିଭିନ୍ନ ସରକାରୀ କାର୍ଯ୍ୟାଳୟର କର୍ମଚାରି ଉପସ୍ଥିତ ରହି ଉତ୍ସବକୁ ଉପଭୋଗ କରିଥିଲେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ ମଧ୍ୟ ଜନସାଧାରଣଙ୍କ ପାଇଁ ଉପରୋକ୍ତ କାର୍ଯ୍ୟକ୍ରମକୁ ଉପଭୋଗ କରିବା ପାଇଁ ଏଲ୍.ଇ.ଡ଼ି ମାଧ୍ୟମରେ ସୁଯୋଗ ଦିଆଯାଇଥିଲା।ସେହିପରି ପ୍ରତ୍ୟେକ ପଞ୍ଚାୟତ ସମିତି ଏବଂ ୧୪୯ ଟି ପଞ୍ଚାୟତରେ ଏହି କାର୍ଯ୍ୟକ୍ରମକୁ ପ୍ରଚାର ଓ ପ୍ରସାର କରିବା ସହ ଜାତୀୟ ଖେଳ ହକି ପ୍ରତି ସମସ୍ତଙ୍କ ମନରେ ଆଗ୍ରହ ପ୍ରକାଶ କରିବା ପାଇଁ ଏବଂ ଉଦଘାଟନୀ ଉତ୍ସବକୁ ଉପଭୋଗ କରିବା ପାଇଁ ସୁଯୋଗ ତିଆରି କରାଯାଇଥିଲା। ପ୍ରତ୍ୟେକ ପଞ୍ଚାୟତ ସମିତି ଅଧ୍ୟକ୍ଷ, ଅଧ୍ୟକ୍ଷା ଙ୍କ ନେତୃତ୍ବରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିଭିନ୍ନ ବିଭାଗର ସରକାରୀ କର୍ମଚାରୀ, ପଞ୍ଚାୟତିରାଜ ବିଭାଗର ସଭ୍ୟ,ସଭ୍ୟା, ବରିଷ୍ଠ ନାଗରିକ ଏବଂ ସାଧାରଣ ଜନତା ଉପସ୍ଥିତ ରହି ଉତ୍ସବକୁ ଉପଭୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦକ୍ଷତା ବିକାଶକୁ ନେଇ ବିଜେପି ସରକାରଙ୍କୁ ବିଜେଡିର ତୀବ୍ର ସମାଲୋଚନା

ଦକ୍ଷତା ବିକାଶକୁ ନେଇ ବିଜେପି ସରକାରଙ୍କୁ ବିଜେଡିର ତୀବ୍ର ସମାଲୋଚନା

October 15, 2026
ବିଡିଏର ୧୫୩ତମ କର୍ତ୍ତୃପକ୍ଷ ବୈଠକ: ଆବାସିକ ସୁବିଧାରୁ ସହର ବିକାଶ ପର୍ଯ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ବିଡିଏର ୧୫୩ତମ କର୍ତ୍ତୃପକ୍ଷ ବୈଠକ: ଆବାସିକ ସୁବିଧାରୁ ସହର ବିକାଶ ପର୍ଯ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

October 15, 2026
ଫୁଲବାଣୀରେ ଦୁର୍ଗାପୂଜା ପାଇଁ ପ୍ରଶାସନର କଡ଼ା ପ୍ରସ୍ତୁତି ଡିଜେ ବାଜିବା ମନା, ସବୁ ମଣ୍ଡପରେ ଲାଗିବ ସିସିଟିଭି

ଫୁଲବାଣୀରେ ଦୁର୍ଗାପୂଜା ପାଇଁ ପ୍ରଶାସନର କଡ଼ା ପ୍ରସ୍ତୁତି ଡିଜେ ବାଜିବା ମନା, ସବୁ ମଣ୍ଡପରେ ଲାଗିବ ସିସିଟିଭି

October 15, 2026
‘ମୁଁ କାହିଁକି ପ୍ରାର୍ଥୀ’ ମଞ୍ଚରେ ଛାତ୍ରନେତାଙ୍କ ଭିଜନ୍‌; ୮ ପଦବି ପାଇଁ ୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍‌

‘ମୁଁ କାହିଁକି ପ୍ରାର୍ଥୀ’ ମଞ୍ଚରେ ଛାତ୍ରନେତାଙ୍କ ଭିଜନ୍‌; ୮ ପଦବି ପାଇଁ ୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍‌

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦକ୍ଷତା ବିକାଶକୁ ନେଇ ବିଜେପି ସରକାରଙ୍କୁ ବିଜେଡିର ତୀବ୍ର ସମାଲୋଚନା

ଦକ୍ଷତା ବିକାଶକୁ ନେଇ ବିଜେପି ସରକାରଙ୍କୁ ବିଜେଡିର ତୀବ୍ର ସମାଲୋଚନା

October 15, 2026
ବିଡିଏର ୧୫୩ତମ କର୍ତ୍ତୃପକ୍ଷ ବୈଠକ: ଆବାସିକ ସୁବିଧାରୁ ସହର ବିକାଶ ପର୍ଯ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ବିଡିଏର ୧୫୩ତମ କର୍ତ୍ତୃପକ୍ଷ ବୈଠକ: ଆବାସିକ ସୁବିଧାରୁ ସହର ବିକାଶ ପର୍ଯ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version