• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାମେଶ୍ଵର ପୀଠରେ ମକରମେଳା ଓ ଷୋହଳ ପ୍ରହର ନାମ ଯଜ୍ଞ

Proprietor Abhimanyu Maharana by Proprietor Abhimanyu Maharana
January 15, 2023
in ଓଡ଼ିଶା, କଳାହାଣ୍ଡି, ମନୋରଞ୍ଜନ, ହୋମ୍
0
ରାମେଶ୍ଵର ପୀଠରେ ମକରମେଳା ଓ ଷୋହଳ ପ୍ରହର ନାମ ଯଜ୍ଞ
Share on FacebookShare on TwitterWhatsapp

୧୫ ଜାନୁଆରୀ ରବିବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ )କଳାହାଣ୍ଡି :- ପବିତ୍ର ମକର ସଂକ୍ରାନ୍ତି ଅବସରରେ ନର୍ଲା ବ୍ଲକ ଅନ୍ତର୍ଗତ ଭୀମକେଲା ରାମେଶ୍ଵର ପୀଠରେ ଷୋହଳ ପ୍ରହର ନାମ ଯଜ୍ଞ ଅନୁଷ୍ଠିତ ହୋଇଛି  । ମକର ସଂକ୍ରାନ୍ତି ଦିନ ମହାଦେବଙ୍କ ଠାରେ ମକର ଚାଉଳ ପ୍ରସାଦ ଲାଗି ହୋଇଥିଲା । ପରେ ଗ୍ରାମର ବିଷ୍ଣୁ ମନ୍ଦିର ପ୍ରାଙ୍ଗଣରେ ହରିହର ମିଳନ ପର୍ବ ଅନୁଷ୍ଠିତ ହୋଇ ହରିହର ପ୍ରତିମା ଗ୍ରାମ ପରିକ୍ରମା କରାଯାଇଥିଲା । ନାମ ଯଜ୍ଞରେ ଭଟାଙ୍ଗ, ମଧୁପୁର,ସୁରିଙ୍ଗପଦର, ବଡ଼ ଗୁଣ୍ଡୁରି,ନକଟିଗୁଡା,ଜୁରକାଭଟ୍ଟା ଆଦି ସଂର୍କିତନ ମଣ୍ଡଳୀ ଯୋଗଦାନ କରି ହରିରାମ ଜପ କରିଥିଲେ ।ଏଥିରେ ପ୍ରହର କର୍ତ୍ତା ରୂପେ ବିଘ୍ନରାଜ ଭୋଇ ଓ ତାଙ୍କ ଧର୍ମପତ୍ନୀ ବୈଜୟନ୍ତ ଭୋଇ ଦାୟିତ୍ଵ ନିର୍ବାହ କରିଥିଲେ । ମନ୍ଦିର ପୂଜା କମିଟି ସଭାପତି ଗଣ୍ଡାରାମ ଜାଳ, ସମ୍ପାଦକ ବିଜୟ ବୈଠାରୁ, କୋଷାଧ୍ୟକ୍ଷ ଭାଗ୍ୟବନ୍ତ ମାଝୀ ଓ ଗ୍ରାମବାସୀଙ୍କ ମିଳିତ ଉଦ୍ୟମରେ ନାମ ଯଜ୍ଞ ସମାପନ ହେବବୋଲି କୋଷାଧ୍ୟକ୍ଷ ଶ୍ରୀ ମାଝୀ ଜଣାଇଛନ୍ତି । ଗ୍ରାମର ଉଦେନାଥ ଭୋଇ, ଝଜ ସା, କେଶବ ଭୋଇ, ରୋହିତ ସ୍ବାଇଁ, ନିତ୍ୟାନନ୍ଦ ସାହୁ, ଶେଷଦେବ ପୋଢ, ଲକ୍ଷ୍ମଣ ଗଉଡ, ଜୟନ୍ତ ଗଉଡ, କନ୍ଦ ସାହୁ, ଗୋପାଳ ପଧାନ ପ୍ରମୁଖ ସହ ଉପସ୍ଥିତ ଗ୍ରାମବାସୀ କାର୍ଯ୍ୟକ୍ରମରେ ସହଯୋଗ ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version