• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶୀ ନୃତ୍ୟ ମହାକୁମ୍ଭରେ ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
January 15, 2023
in ଓଡ଼ିଶା, ମନୋରଞ୍ଜନ, ମହାନଗର, ହୋମ୍
0
ଓଡ଼ିଶୀ ନୃତ୍ୟ ମହାକୁମ୍ଭରେ ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଆରମ୍ଭ
Share on FacebookShare on TwitterWhatsapp

୧୫ ଜାନୁଆରୀ ରବିବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ )ଭୁବନେଶ୍ୱର :– ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ଦ୍ୱାରା ଆୟୋଜିତ ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଆଜିଠାରୁ ତିନିଦିନ ଧରି ଦଶମ ଶତାବ୍ଦୀରେ ନିର୍ମିତ କାରୁକାର୍ଯ୍ୟପୂର୍ଣ୍ଣ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଶୁଭ ଉଦ୍‍ଘାଟିତ ହୋଇଥିଲା । ଏହି ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ଶୈଳୀ ଯଥା ଏକକ, ଦ୍ୱୈତ୍ୟ ଓ ଦଳଗତ ନୃତ୍ୟ ଗୋଟିଏ ମଞ୍ଚରେ ଦେଶ ତଥା ଦେଶ ବାହାରୁ ଆସୁଥିବା ନୃତ୍ୟଶିଳ୍ପୀଙ୍କୁ ଉପସ୍ଥାପନ କରାଇବା ସହିତ ଓଡ଼ିଶୀ ନୃତ୍ୟର ପ୍ରଚାର ଓ ପ୍ରସାର ଦେଶ ତଥା ଦେଶ ବାହାରେ କରାଇବା ।ଉଦ୍‍ଘାଟନୀ ସନ୍ଧ୍ୟାର ଅତିଥିମାନେ ଥିଲେ ମାନ୍ୟବର ଭିନ୍ନକ୍ଷମ, ସାମାଜିକ ସୁରକ୍ଷା, ସଶକ୍ତିକରଣ, ସରକାରୀ ଉଦ୍ୟୋଗ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା; ଓଡ଼ିଆ ଭାଷା, ସାହିତ‎୍ୟ ଓ ସଂସ୍କୃତି ବିଭାଗ ର ଅତିରିକ୍ତ ମୁଖ୍ୟ ଶାସନସଚିବ ସତ୍ୟବ୍ରତ  ସାହୁ; ଓଡ଼ିଆ ଭାଷା, ସାହିତ୍ୟଓସଂସ୍କୃତିବିଭାଗରନିର୍ଦ୍ଦେଶକତଥାସତନ୍ତ୍ର ଶାସନ ସଚିବ ରଞ୍ଜନ କୁମାର ଦାସ , ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ସଭାପତି ଗୁରୁ ଅରୁଣା ମହାନ୍ତି ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ସଚିବ ପ୍ରବୋଧ କୁମାର ରଥ ।ସନ୍ଧ୍ୟାର ପ୍ରଥମ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ଶିବ ବନ୍ଦନା – ଓମଂ ନମଃ ଶିବାୟ ଯାହାକୁ ପରିବେଷଣ କରିଥିଲେ ମହେନ୍ଦ୍ର କୁମାର ଆଚାର୍ଯ୍ୟ ଓ ସାଥୀ । ପରବର୍ତ୍ତୀ କାର୍ଯ୍ୟକ୍ରମ ଥିଲା ବିଶିଷ୍ଟ ଓଡ଼ିଶୀ ନୃତ୍ୟ ଶିଳ୍ପୀ ସରିତା ମିଶ୍ରଙ୍କ ଦ୍ୱାରା ଏକକ ଓଡ଼ିଶୀ ନୃତ୍ୟ ପରିବେଷଣ । ତାଙ୍କର ପ୍ରଥମ ଅର୍ଘ୍ୟ ଥିଲା ଶିବଙ୍କ ଉପରେ ନୃତ୍ୟ ପରିବେଷଣ ଓ ପରେ ପରେ ଭାଗିରଥୀଙ୍କ ରଚିତ କାବ୍ୟ ଉପରେ ନିବଦ୍ଧ ଅଭିନୟ ଗଙ୍ଗା । ପରେ ପରେ ଯୁଗ୍ମ ନୃତ୍ୟ କାର୍ଯ୍ୟକ୍ରମରେ ଗାୟତ୍ରୀ ରଣବୀର ଓ ସୌରଭ ମହାନ୍ତିଙ୍କ ଦ୍ୱାରା ପ୍ରଥମେ ଶୁଦ୍ଧଦେଶୀ ପଲ୍ଲବୀ ପରେ ପରେ ପାଶାଣୀ ଅହଲ୍ୟା ପରିବେଶିତ ହୋଇଥିଲା ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ଦୁର୍ଗାଚରଣ ରଣବୀର ଏବଂ ସଙ୍ଗୀତ ସଂଯୋଜନା କରିଥିଲେ ଗୁରୁ ଧନେଶ୍ୱର ସ୍ୱାଇଁ । ଶେଷ କାର୍ଯ୍ୟକ୍ରମ ଥିଲା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଶିଲ୍ପୀମାନଙ୍କ ଦ୍ୱାରା ଦଳଗତ ନୃତ୍ୟ । ସେମାନେ ପ୍ରଥମେ ମଙ୍ଗଳାଚରଣରେ ପଞ୍ଚପରମେଶ୍ୱର ଓ ପରେ ପରେ ଗାୱତୀ ପଲ୍ଲବୀ ଏବଂ ଶେଷରେ ଅଭିନୟ ବ୍ରୀଜେବସନ୍ତମ୍‍ ପରିବେଷଣ କରିଥିଲେ ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ଡ଼. ମନୋରଞ୍ଜନ ପ୍ରଧାନ ଯାହାକୁ ଦର୍ଶକ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଉପସ୍ଥିତ ରହି ଉପଭୋଗ କରିଥିଲେ । କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ ଡ଼. ଶ୍ରୀନିବାସ ଘଟୁଆରୀ ଏବଂ ସଂହତି ପାଣି ।ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ଅଧିକାରୀ ବୃନ୍ଦ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଉଦ୍‍ଘାଟନୀ ସଂଧ୍ୟାର ଏହି ମନୋରମ କାର୍ଯ୍ୟକ୍ରମକୁ ବହୁ ସଂଖ୍ୟାରେ ସ୍ଥାନୀୟ ଓ ବିଦେଶାରତ ଦର୍ଶକ ଉପଭୋଗ କରିଥିଲେ । ଏହି ନୃତ୍ୟ ଉତ୍ସବର ସିଧା ପ୍ରସାରଣ ଦୂରଦର୍ଶନର କେନ୍ଦ୍ରର ଡ଼ି ଡ଼ି ଭାରତୀ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସୋସିଆଲ ମିଡ଼ିଆ ପାଲ୍ଟଫର୍ମରେ କରାଯାଉଅଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version