• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା ଜଳପ୍ରପାତ “ଡଙ୍ଗାସିଲ”

Proprietor Abhimanyu Maharana by Proprietor Abhimanyu Maharana
January 24, 2023
in ଓଡ଼ିଶା, ଗଜପତି, ମନୋରଞ୍ଜନ, ହୋମ୍
0
ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା ଜଳପ୍ରପାତ “ଡଙ୍ଗାସିଲ”
Share on FacebookShare on TwitterWhatsapp

୨୩ ଜାନୁଆରୀ ସୋମବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଆର. ଉଦୟଗିରି :- ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା ଗଜପତିର ଅନ୍ୟ ଏକ ଜଳପ୍ରପାତ ହେଉଛି ଡଙ୍ଗାସିଲ୍ । ଏହା ଦୁଇଟି ପାହାଡ କୋଳରେ କୁଳୁକୁଳୁ ନାଦରେ ନିଃଶବ୍ଦ ଜଙ୍ଗଲ ପରିବେଶକୁ ଏକପ୍ରକାର ଚଳ ଚଞ୍ଚଳର ଭ୍ରମ ସୃଷ୍ଟି କରି ରହିଛି । ଏହା ଲୁକାଇତ ଭାବେ ରହିଅଛି । ଏଠାକୁ ସ୍ଥାନୀୟ ଗ୍ରାମାଞ୍ଚଳର ଲୋକେ ଏଠାକୁ ବଣ ଭୋଜି କରିବାକୁ ଯାଆନ୍ତି ଏବଂ ଏହାର ମଜା ଉଠନ୍ତି । ଗଜପତି ଜିଲ୍ଲା ବଡ଼ପଦା ଠାରୁ ପାରଳାଖେମୁଣ୍ଡି ଯିବା ରାସ୍ତାରେ ମାତ୍ର ଦୁଇ କିଲୋମିଟର ଦୂରରେ ଅବସ୍ଥିତ ଏହି ଜଳପ୍ରପାତ । ଏହାର ପ୍ରାକୃତିକ ଶୋଭା ପର୍ଯ୍ୟଟକଙ୍କ ମନମୁଗ୍ଧକର ଓ ଜୀବନର ସମସ୍ତ ମାନସିକ ଭାରାକ୍ରାନ୍ତ ଦୂର କରିବା ପାଇଁ ବେଶ ଉପଯୋଗୀ ପରିବେଶ ସୃଷ୍ଟି କରୁଛି । ଯିଏ ଏଠାକୁ ଆସୁଛି ଏଠାରେ କିଛି ସମୟ ଏହାର ପରିବେଶରେ ନିଜକୁ ହଜାଇ ଦେଇଛି । ଝରଣିର ସ୍ୱଚ୍ଛ ଜଳ ଗଛଲତାର ସବୁଜିମା, ପଥର ମୟ ପାହାଡ଼ର ଅପରୂପ ଶୋଭା ମନକୁ ଆନମନା କରିବାରେ କିଛି କମ୍ ନୁହେଁ । ଶୀତୁଆ ସକାଳରେ ଏଠାରେ ଥିବା ଜଳ କୁଣ୍ଡରେ ଗାଧୋଇବା ମଜା ଅତୀବ ନିଆରା ହୋଇଥିବା ବେଳେ । ପର୍ଯ୍ୟଟନ ରୁତୁରେ ଏଠାରେ ପିକନିକ କରିବା ପ୍ରକୃତରେ ଆନନ୍ଦଦାୟକ । ଆଜି ବି ଏହି ଜଳପ୍ରପାତ ଲୋକଲୋଚନର ଆଢ଼ୁଆଳରେ ଲୁଚି ରହିଛି । କେବଳ ପାଖାପାଖି ଅଞ୍ଚଳର ଲୋକେ ଏହାର ଉପଭଗ କରୁଛନ୍ତି । ଏଠାକୁ ଗମନାଗମନ ବ୍ୟବସ୍ଥା କରିବା ପାଇଁ ରାସ୍ତା ନିର୍ମାଣ ସହ ପର୍ଯ୍ୟଟନ ବିଭାଗ ଏହାର ବିକାଶ ପ୍ରଚାର ପ୍ରାସାର କଲେ ପ୍ରକୃତି ପ୍ରେମୀଙ୍କ ସୁଅ ଛୁଟିବା ଆଶା କରାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version