• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଗଣା ମୋତିଆ ବିନ୍ଦୁ ଓ ଚକ୍ଷୁ ଚିକିତ୍ସା ଶିବିର

Proprietor Abhimanyu Maharana by Proprietor Abhimanyu Maharana
January 24, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ମାଗଣା ମୋତିଆ ବିନ୍ଦୁ ଓ ଚକ୍ଷୁ ଚିକିତ୍ସା ଶିବିର
Share on FacebookShare on TwitterWhatsapp

୨୪ ଜାନୁଆରୀ ମଙ୍ଗଳବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବାଲୁଗାଁ :- ଗତ କାଲି ନେତାଜୀ ସୁବାଷ ବୋଷ ଜୟନ୍ତୀ ଉପଲକ୍ଷେ ବାଣପୁର ବାଲୁଗାଁ ରୋଟାରୀ କ୍ଳବ ଓ ରୟାଲ ରୋଟାରୀ ଚକ୍ଷୁ ଚିକିତ୍ସାଳୟ , ଭୁବନେଶ୍ବରଙ୍କ ପକ୍ଷରୁ ବାଲୁଗାଁ ଗୋଷ୍ଠି ସ୍ବାସ୍ଥ୍ଯ କେନ୍ଦ୍ର ସହଯୋଗରେ ଚିଲିକା ବ୍ଳକ ଅନ୍ତର୍ଗତ ହାଟବରଡିହ ଗ୍ରାମର ବାତ୍ଯା ଆଶ୍ରୟସ୍ଥଳୀ ଗୃହରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଓ ମୋତିଆବିନ୍ଦୁ ଅସ୍ତ୍ରୋପଚାର ଚିହ୍ନଟ ଶିବିର ଅନୁଷ୍ଠିତ ହୋଇଥିଲା ।ଉକ୍ତ ଶିବିରରେ ସ୍ଥାନୀୟ ଅଂଚଳର ୧୫୦ ଜଣଙ୍କ ଚକ୍ଷୁ ପରୀକ୍ଷା କରାଯାଇ ସେଥି ମଧ୍ଯରୁ ୧୭ ଜଣଙ୍କ ମୋତିଆବିନ୍ଦୁ ଅସ୍ତ୍ରୋପଚାର ନିମନ୍ତେ ଭୂବନେଶ୍ବର ନିଆଯାଇଅଛି । ସମସ୍ତ ରୋଗୀଙ୍କୁ ଔଷଧ ଓ ଚଷମା ପ୍ରଦାନ କରାଯାଇଥିଲା । ଉକ୍ତ ଶିବିରକୁ କ୍ଳବ ସଭାପତି ରବିନାରାୟଣ ପାଲ , ସଂପାଦକ ସୁନୀଲ କୁମାର ପାତ୍ର , ଆସନ୍ତା ବର୍ଷ ପାଇଁ ମନୋନୀତ ସଭାପତି ନନ୍ଦକିଶୋର ମିଶ୍ର, ପୂର୍ବତନ ସଭାପତି ବିଜୟ କୁମାର ନନ୍ଦ, ସୁରେଶଚନ୍ଦ୍ର ବେହେରା, ସରୋଜିନୀ ଦାଶ, ଓମପ୍ରକାଶ ଅଗ୍ରୱାଲ, ପ୍ରବୀଣ କୁମାର ଜେନାଙ୍କ ସମେତ ସଭ୍ଯ ଗଗନ ବିହାରୀ ବେହେରା, ସଚ୍ଚିଦାନନ୍ଦ ସେଠୀ, ପ୍ରଶନ୍ନ କୁମାର ସାମନ୍ତରାୟ ପ୍ରମୂଖ ଶିବିର ପରିଚାଳନା କରିଥିଲେ । କ୍ଳବର ପୂର୍ବତ୍ତନ ସଭାପତି ତଥା ଚକ୍ଷୁ ଚିକିତ୍ସା ସହାୟକ ବିଜୟ କୁମାର ବେହେରା ଚକ୍ଷୁ ପରୀକ୍ଷା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version