• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୯୯୧ ମାଟ୍ରିକ ବ୍ୟାଚ ର ବନ୍ଧୁମିଳନ ଓ ଗୁରୁପୂଜନ “ଭଲ ମଣିଷ ହୁଅ , ପିଲା ମାନଙ୍କର ଯତ୍ନ ନିଅ , ପିତା ମାତା ଙ୍କ ସେବା କର”

Proprietor Abhimanyu Maharana by Proprietor Abhimanyu Maharana
January 30, 2023
in ଓଡ଼ିଶା, ଢେଙ୍କାନାଳ, ମନୋରଞ୍ଜନ, ହୋମ୍
0
୧୯୯୧ ମାଟ୍ରିକ ବ୍ୟାଚ ର ବନ୍ଧୁମିଳନ ଓ ଗୁରୁପୂଜନ “ଭଲ ମଣିଷ ହୁଅ , ପିଲା ମାନଙ୍କର ଯତ୍ନ ନିଅ , ପିତା ମାତା ଙ୍କ ସେବା କର”
Share on FacebookShare on TwitterWhatsapp

୨୯ ଜାନୁଆରୀ,ରବିବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନ :- ଭୁବନ ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ ବ୍ୟାଚ ର ବନ୍ଧୁମିଳନ ଓ ଗୁରୁ ପୂଜନ କାର୍ଯ୍ୟକ୍ରମ ସ୍ଥାନୀୟ ବିଷ୍ଣୁପ୍ରିୟା ଗାଲାକ୍ସି ପରିସରରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅବସରପ୍ରାପ୍ତ ଶିକ୍ଷକ ଚୈତନ୍ୟ ମିଶ୍ର , ବାଳକୃହ୍ଣ ସାହୁ , ବିଦ୍ୟାଧର ନନ୍ଦ ଙ୍କୁ ହଳଦୀ ପାଣିରେ ଗୋଡ ଧୋଇଦେଇ ଧୂପ ଦୀପ ଓ ଫୁଲ ଚନ୍ଦନ ଦେଇ ପୂଜାର୍ଚ୍ଚନା କରାଯାଇଥିଲା । ମଳୟ କୁମାର ତ୍ରିପାଠୀ ଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୁରୁଙ୍କୁ ପୁଷ୍ପଗୁଚ୍ଚ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯିବା ପରେ ଭଲ ମଣିଷ ହୁଅ , ପିଲା ମାନଙ୍କର ଯତ୍ନ ନିଅ ଆଉ ବୁଢା ବାପା ମା ଙ୍କର ସେବା କର ବୋଲି ଗୁରୁ ମାନେ ପରାମର୍ଶ ଦେଇଥିଲେ । ବୁଢା ବାପା ମା ମାନେ ପୁଅ ବୋହୁ ଙ୍କ ଦ୍ୱାରା ନିର୍ଯ୍ୟାତନା ଭୋଗୁଥିବା ଦୈନିକ ସମ୍ବାଦ ପ୍ରକାଶ ପାଉଛି । ଏଥିପାଇଁ ଆମ୍ଭେ ତୁମ ମାନଙ୍କୁ ଗୋଟିଏ ଶିକ୍ଷା ଦେଉଛୁ ଯେ , ତୁମେ ମାନେ ତୁମ ପିତା ମାତା ଙ୍କ ସେବା କର ବୋଲି ଗୁରୁ ଶ୍ରୀଯୁକ୍ତ ମିଶ୍ର ପରାମର୍ଶ ଦେଇଥିଲେ । ୧୯୯୧ ବ୍ୟାଚର ସଦସ୍ୟ ଭୁବନ ନଗରପାଳ ଶୁଭେନ୍ଦୁ କୁମାର ସାହୁ ଓ ଗଁନ୍ଦିଆ ବ୍ଲକର ପୂର୍ବତନ ଅଧ୍ୟକ୍ଷ ମଳୟ କୁମାର ସିଂହ ଅତିଥି ଭାବେ ଯୋଗଦେଇଥିଲେ ।ସନ୍ତୋଷ କୁମାର ସାହୁ , ଦେବେନ୍ଦ୍ର ସାହୁ , ପବିତ୍ର ସାହୁ , ଗୌତମ ପଟ୍ଟନାୟକ , ଅଶେଷ ପୃଷ୍ଟି , ପବିତ୍ର ବେହେରା , ମନମୋହନ ସେନ , ହିତେନ୍ଦ୍ର ଗୁରୁ , ଦୟାନିଧି ବେହେରା , କୃପାସିନ୍ଧୁ ବେହେରା , ସୁଶାନ୍ତ କୁମାର ପୋଥାଳ ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିଥିଲେ । ପ୍ରାୟ ୪୦ ଜଣ ବ୍ୟାଚମେଟ ସପରିବାରେ ଯୋଗଦେଇ କାର୍ଯ୍ୟକ୍ରମକୁ ସରସ ସୁନ୍ଦର କରିଥିଲେ । କାର୍ଯ୍ୟକ୍ରମ ଆରମ୍ଭରେ ଦିବଙ୍ଗତ ସଦସ୍ୟ ସିରାଜ ଉଦ୍ଦିନ ଖାଁ (ଗରିବ) ଙ୍କ ଅମରଆତ୍ମା ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version