No Result
View All Result
୩୧ ଜାନୁଆରୀ ମଙ୍ଗଳବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଆର,ଉଦୟଗିରି :- ଗଜପତି ଜିଲ୍ଲା ମୋହନା ଗୋଷ୍ଠି ଶିକ୍ଷା ଅଧିକାରୀ ଦେବଦାସ ତମରପୁଙ୍କ ସଭାପତିତ୍ବରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଉପସ୍ଥିତ ସମସ୍ତ କର୍ମଚାରୀ ଏକ ମିନିଟ ନିରବ ପ୍ରାର୍ଥନା କରିବା ସହ ସୁରକ୍ଷା ଦାୟିତ୍ବରେ ଥିବା ଜଣେ ପୋଲିସ ଏ ଏସ ଆଇ ଙ୍କ ଗୁଳିରେ ମୃତ୍ୟୁ ବରଣ କରିଥିବାରୁ
ତାଙ୍କ ଗୁଣ ଗାନ କରିବା ସହ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ତାଙ୍କର ଆତ୍ମା ଶାନ୍ତି ପାଉ ବୋଲି ପ୍ରାର୍ଥନା କରିବା ସଙ୍ଗେ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଠାକୁର ପରିବାରକୁ ସମବେଦନା ଜଣାଇବା ସହ ଠାକୁର ପରିବାରକୁ ଧାର୍ଯ୍ୟ ଦିଅନ୍ତୁ ବୋଲି ଡାକିଥିଲେ ।

No Result
View All Result