• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ କୋରାପୁଟ ଜିଲ୍ଲା ଗସ୍ତ : ଜୟପୁର ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ଲାଟିନମ୍ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ

Proprietor Abhimanyu Maharana by Proprietor Abhimanyu Maharana
February 3, 2023
in ଓଡ଼ିଶା, କୋରାପୁଟ, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ କୋରାପୁଟ ଜିଲ୍ଲା ଗସ୍ତ : ଜୟପୁର ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ଲାଟିନମ୍ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ କୋରାପୁଟ ଜିଲ୍ଲା ଗସ୍ତ, ଜୟପୁର ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ଲାଟିନମ୍ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ : ୧୫ କୋଟି ପ୍ରକଳ୍ପର ଶିଳାନ୍ଯାସ : ବିକ୍ରମଦେବ ବିଶ୍ବବିଦ୍ୟାଳୟରେ ଏକ ଅଡିଟୋରିୟମ ପାଇଁ କାର୍ଯ୍ୟାଦେଶ

୩ ଫେବୃଆରୀ ,ଶୁକ୍ରବାର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କୋରାପୁଟ :- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର କୋରାପୁଟ ଜିଲ୍ଲାର ଜୟପୁର ମହାବିଦ୍ୟାଳୟର ପ୍ଲାଟିନମ୍ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅନୁଷ୍ଠାନର ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ବ ଦେଇଛନ୍ତି । ଦିନକ ପୂର୍ବରୁ ଉକ୍ତ ଅନୁଷ୍ଠାନକୁ ସ୍ବୟଂଶାସିତ ମହାବିଦ୍ୟାଳୟରୁ ବିଶ୍ବବକୁ ଊନ୍ନିତି ପାଇଁ ଘୋଷଣା କରିଥିବା ବେଳେ ଏଠାରେ ଏକ ଅଡିଟୋରିୟମ ଯେଉଁଥିରେ ହଜାର ସିଟ୍ ର ବ୍ୟବସ୍ଥା କରାଯିବ ତା ର ନିର୍ମାଣ ପାଇଁ ୮ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ଏହାର ନିର୍ମାଣ କାର୍ଯ୍ୟ ପାଇଁ କାର୍ଯ୍ୟାଦେଶ ଜିଲ୍ଲାପାଳ ଅବଦ୍ଦଲ ଅଖତାରଙ୍କୁ ପ୍ରଦାନ କରିଛନ୍ତି ।

ସୂଚନା ଯୋଗ୍ୟ ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ ମହାବିଦ୍ୟାଳୟ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଅଧିନରେ ଥିଲା । ଯେଉଁଥିପାଇଁ ପିଲା ମାନଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ଅଫିସ କାର୍ଯ୍ୟ ପାଇଁ ଅନେକ ଅସୁବିଧା ହେଉଥିଲା । ବିକ୍ରମ ଦେବ ମହାବିଦ୍ୟାଳୟକୁ ସରକାର ବିଶ୍ବବିଦ୍ୟାଳୟ କରିବା ପରେ ଅବିଭକ୍ତ କୋରାପୁଟ ଜିଲ୍ଲାର ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର ସମସ୍ତ ମହାବିଦ୍ୟାଳୟ ଏହାର ଅଧିନରି ଅଧିନରେ ରହିବ । ଏହାର ପ୍ରତିଷ୍ଠା କୁ ୭୫ ବର୍ଷ ପୂର୍ତ୍ତି ହୋଇଛି । ଅନେକ ବର୍ଷ ହେଲା ଏହି ଦାବି ହୋଇ ଆସୁଥିଲା । ଏହା ଘୋଷଣା ହେବା ପରେ ଅବିଭକ୍ତ କୋରାପୁଟ ଜିଲ୍ଲାବାସୀ ମୁଖ୍ୟ ମନ୍ତ୍ରୀଙ୍କୁ ଧନ୍ଯବାଦ୍ ଅର୍ପଣ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କ ସହିତ ଜନଜାତି କଲ୍ୟାଣ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା, ଅନ୍ଯତମ ଅତିଥି ୫ ଟି ସଚିବ ଭି. କେ ପାଣ୍ଡିଆନ୍, ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଜିଲ୍ଲାର ସମସ୍ତ ବିଧାୟକ, ଜିଲ୍ଲା ପରିଷଦ ସଭାପତି ଅବିଭକ୍ତ କୋରାପୁଟ ଜିଲ୍ଲାର ଅନ୍ୟାନ୍ୟ ନେତୃବୃନ୍ଦ, ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଗୋପାଳ ହାଲଦାର, ଆଲୁମିନ କମିଟିର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଏକ ସ୍ମରଣିକାକୁ ମୁଖ୍ୟ ମନ୍ତ୍ରୀ ଉଦ୍ଘାଟନ କରିଥିଲେ । ସେହିପରି ଜିଲ୍ଲାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିବା ସହିତ ଏନେଇ ପ୍ରାୟ ୧୫ ଶହ କୋଟି ଅନୁଦାନ ଘୋଷଣା କରି ସମସ୍ତ ପ୍ରକଳ୍ପ ଶିଳାନ୍ଯାସ କରିଥିଲେ ।

ଏନେଇ ପ୍ରାୟ ୨ ଶହ କୋଟି ଟଙ୍କାର ମଞ୍ଜୁର କରିଛନ୍ତି । ସ୍ବୟଂ ସହାୟକ ଗୋଷ୍ଠୀକୁ ସରକାର ସର୍ବଦା ଗୁରୁତ୍ବ ଦେଇ ଆସୁଛନ୍ତି । ମହିଳା ମାନଙ୍କ ବିକାଶ ହିଁ ରାଜ୍ଯର ବିକାଶ । ଯେଉଁଥିପାଇଁ ଜିଲ୍ଲାର ସ୍ବୟଂ ସହାୟକ ଗୋଷ୍ଠୀକୁ ଗୁଡିକୁ ବିନା ସୁଧରେ ୫୦ କୋଟି ପ୍ରଦାନ କରିବା ସହିତ ଆଗାମୀ ଦିନରେ ରାଜ୍ୟରେ ଏନେଇ ୫୦ ହଜାର କୋଟି ଟଙ୍କା ସ୍ବୟଂ ସହାୟକ ଗୋଷ୍ଠୀକୁ ଗୁଡିକୁ ବିନା ସୁଧରେ ପ୍ରଦାନ କରାଯିବ ବୋଲି କହିଥିଲେ ।

ଏଠାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀ, କୋଟପାଡ଼ ବିଧାୟିକା ପଦ୍ମିନୀ ଦିଆନ, କୋରାପୁଟ ବିଧାୟକ ରଘୁରାମ ପାଡାଲ, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନୀ , ପଟ୍ଟାଙ୍ଗୀ ବିଧାୟକ ପ୍ରିତମ ପାଢି, କୋରାପୁଟ ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା ଙ୍କ ସମେତ ଜିଲ୍ଲାର ନେତୃମଣ୍ଡଳୀ ମାନେ ଯୋଗ ଦେଇଥିଲେ । କୋରାପୁଟ ସ୍ବତନ୍ତ୍ର ବିକାଶ ପରିଷଦର ଅଧ୍ୟକ୍ଷ ଚନ୍ଦ୍ରଶେଖର ମାଝି ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ଚଳଚ୍ଚିତ୍ର ନିଗମର ଅଧ୍ୟକ୍ଷ କୁନା ତ୍ରିପାଠୀ ଓ ସୁଲଗ୍ନା ମଞ୍ଚ ପରିଚାଳନା କରିଥିଲେ । (କୋରାପୁଟ, ଶରତ ନାୟକ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version