• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାରେ ଶ୍ରବଣଯନ୍ତ୍ର ମାଗଣାରେ ବlଣ୍ଟିବେ, ସୂର୍ଯ୍ୟୋଦୟ ଫାଉଣ୍ଡେସନର ସଭାପତି ସୁପ୍ରସିଦ୍ଧ ଗାୟିକା ଅନୁରାଧା ପୌଡୁଆଲ

Proprietor Abhimanyu Maharana by Proprietor Abhimanyu Maharana
February 3, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଓଡ଼ିଶାରେ ଶ୍ରବଣଯନ୍ତ୍ର ମାଗଣାରେ ବlଣ୍ଟିବେ, ସୂର୍ଯ୍ୟୋଦୟ ଫାଉଣ୍ଡେସନର ସଭାପତି ସୁପ୍ରସିଦ୍ଧ ଗାୟିକା ଅନୁରାଧା ପୌଡୁଆଲ
Share on FacebookShare on TwitterWhatsapp

୩ ଫେବୃଆରୀ ,ଶୁକ୍ରବାର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ସୂର୍ଯ୍ୟୋଦୟ ଫାଉଣ୍ଡେସନ ଭାରତବର୍ଷର ଏକ ସୁପ୍ରସିଦ୍ଧ ସାମାଜିକ ସେବା ଅନୁଷ୍ଠାନ l ସ୍ବାସ୍ଥ୍ୟ, ଶିକ୍ଷା, ଯୁବକଙ୍କୁ ରୋଜଗାର, ଦାରିଦ୍ର୍ୟ ଦୂରୀକରଣ ତଥା ମହିଳା ସଶକ୍ତିକରଣ ଆଦି, ଅନେକ କାର୍ଯ୍ୟ ବହୁ ବର୍ଷ ଧରି କରିଆସୁଛି l ସମାଜ ରେ ସମସ୍ତେ ରୋଜଗାରକ୍ଷମ ହେlଇ ସ୍ବାବଲମ୍ବୀ ହେବା ସହିତ ଉତ୍ତମ ଜୀବନ ଯାପନ କରିବା ଲକ୍ଷ୍ୟରେ ଫାଉଣ୍ଡେସନ ଅନେକ କାର୍ଯ୍ୟ କରିଆସୁଛି l ଏହି ଅନୁଷ୍ଠାନର ସଭାପତି ତଥା ଭାରତବର୍ଷର ସ୍ବନାମଧନ୍ୟ ଗାୟିକା ପଦ୍ମଶ୍ରୀ ଅନୁରାଧା ପୌଡୱାଲ,

ଭୁବନେଶ୍ୱରରେ, ଏକ ସାମ୍ବାଦିକ ସମ୍ମିଳନୀରେ ଏକ ନୂଆ କଲ୍ୟାଣକାରି ଯୋଜନା ସମ୍ପର୍କରେ ଘୋଷଣା କରିଥିଲେ. ସୂର୍ଯ୍ୟୋଦୟ ଫାଉଣ୍ଡେସନ ଏକ ମିଳିତ ଉଦ୍ୟମରେ ୱାଇଡେକ୍ସ ଇଣ୍ଡିଆ ଓ ଶିଭୋନ୍ତସ ଇଣ୍ଡିଆ ସହିତ ମିଳିତ ଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଶ୍ରବଣ ଶକ୍ତି ହରାଇଥିବା ଦିବ୍ୟlଙ୍ଗ ବ୍ୟକ୍ତି ମାନଙ୍କୁ ମାଗଣାରେ ଶ୍ରବଣ ଯନ୍ତ୍ର ଯୋଗାଇବା ସହିତ ଚିକିତ୍ସା ମଧ୍ୟ କରିବାକୁ ଯାଉଛି l

ୱାଇଡେକ୍ସ ଇଣ୍ଡିଆ ଓ ସିଭୋନ୍ତୋସ ଇଣ୍ଡିଆ, ବିଶ୍ୱରେ ସୁନାମ ଅର୍ଜନ କରିଥିବା ଶ୍ରବଣ ଯନ୍ତ୍ର ନିର୍ମାଣ କରୁଥିବା, ଭାରତର ଏକ ବିଶ୍ୱସନୀୟ ଅନୁଷ୍ଠାନ l ଓଡ଼ିଶାର ଅନୁନ୍ନତ, ଆଦିବାସୀ ବହୁଳ ଏବଂ ଉପାନ୍ତ ଅଞ୍ଚଳରେ ମଧ୍ୟ ଏହି ସେବା ଯୋଗାଇ ଦିଆଯିବ l ଏହି ସାମ୍ବାଦିକ ସମ୍ମିଳନୀରେ ସମାଜସେବୀ ଶ୍ରୀ ଗୌରବ ରାଲହନ , ଓଡ଼ିଶା ଅଭିଭାବକ ମହାସଂଘ ଅଧକ୍ଷ ବାସୁଦେବ ଭଟ୍ଟ, ସମାଜସେବୀ ଶ୍ରୀ ଲକ୍ଷ୍ମୀନାରାୟଣ ଅଗ୍ରୱାଲ, ଶ୍ରୀ ପ୍ରସନ୍ନ ବିଶୋଇ,ସୁନାମଧନ୍ୟ କେଶ ପ୍ରତିରୋପଣ ଡାକ୍ତର ପ୍ରଦୀପ ସେଠୀ,

ୱାଇଡେକ୍ସ ଇଣ୍ଡିଆର ପ୍ରଜ୍ଞା ଜୈନ, ଏବଂ ଚିରଞ୍ଜୀବ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ l ସର୍ବ ପ୍ରଥମେ ଏହି ଶ୍ରବଣ ଯନ୍ତ୍ର ବଣ୍ଟନ ଓ ଚିକିତ୍ସା କାର୍ଯକ୍ରମ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପୁଣ୍ୟଭୂମି, ଶ୍ରୀକ୍ଷେତ୍ର ଠାରୁ ଆରମ୍ଭ ହେବ l ପରବର୍ତ୍ତୀ ସମୟରେ ଏହା ମୟୂରଭଞ୍ଜ, କେନ୍ଦୁଝର, କଟକ, ଭଦ୍ରକ, ବାଲେଶ୍ୱର ଆଦି ଜିଲ୍ଲାର, ବିଭିନ୍ନ ଅଞ୍ଚଳରେ ପ୍ରଦାନ କରିବା ନିମନ୍ତେ ଏହି ସାମ୍ବାଦିକ ସମ୍ମଳନୀରେ ଶ୍ରୀମତୀ ପୌଡୁଆଲ ଘୋଷଣା କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version