• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟିପିଏସ୍‌ଓଡିଏଲ୍ ପକ୍ଷରୁ ଏକକାଳୀନ ସମାଧାନ ଯୋଜନା (ଓଟିଏସ୍) ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
February 3, 2023
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ଟିପିଏସ୍‌ଓଡିଏଲ୍ ପକ୍ଷରୁ ଏକକାଳୀନ ସମାଧାନ ଯୋଜନା (ଓଟିଏସ୍) ଆରମ୍ଭ
Share on FacebookShare on TwitterWhatsapp

1.  ଗ୍ରାହକମାନେ ୨୦୨୩ ଏପ୍ରିଲ୍ ୨୧ ପର୍ଯ୍ୟନ୍ତ ବିଦ୍ୟୁତ ବିଲ୍ ବକେୟା ଉପରେ ୩୦% ପର୍ଯ୍ୟନ୍ତ ରିହାତି ପାଇପାରିବେ
2. ୨୦୨୦ ଡିସେମ୍ବର ୩୧ ପୂର୍ବରୁ ଥିବା ବିଦ୍ୟୁତ ବକେୟା ଉପରେ କେବଳ ଏହି ଯୋଜନା ଲାଗୁ ହେବ

୩ ଫେବୃଆରୀ ,ଶୁକ୍ରବାର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର/ବ୍ରହ୍ମପୁର :- ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆର୍‌ସି)ଙ୍କ ଗାଇଡ୍‌ଲାଇନ୍ ଅନୁସାରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍‌ଓଡିଏଲ୍‌) ପକ୍ଷରୁ ଏହାର ଗ୍ରାହକମାନଙ୍କ ପାଇଁ ଓଟିଏସ୍ (ଏକକାଳୀନ ସମାଧାନ ଯୋଜନା) ଆରମ୍ଭ କରାଯାଇଛି । ଏହି ଯୋଜନାରେ ସାମିଲ ରହିଛି ଦକ୍ଷିଣ ଓଡ଼ିଶାର ୮ଟି ଜିଲ୍ଲା ଗଂଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, ବୌଦ୍ଧ ଓ କନ୍ଧମାଳ । ଏହି ସ୍ୱତନ୍ତ୍ର ଯୋଜନା ଅନୁସାରେ, ୨୦୨୩ ଏପ୍ରିଲ୍ ୨୧ ସୁଦ୍ଧା ବିଦ୍ୟୁତ ବକେୟା ଉପରେ ୩୦ ପ୍ରତିଶତ ପର୍ଯ୍ୟନ୍ତ ରିହାତି ପ୍ରଦାନ କରାଯିବ। ଟିପିସିଓଡିଏଲ୍‌ରେ ୨୪.୧ ଲକ୍ଷ ଗ୍ରାହକ ରହିଛନ୍ତି ।

“ନିୟମିତ ବ୍ୟବଧାନରେ ଗ୍ରାହକଙ୍କୁ ବିଭିନ୍ନ ଅଭିନବ ଅଫର ଓ ସ୍କିମ୍ ପ୍ରଦାନ କରିବା ଲାଗି ଆମେ ନିରନ୍ତର ଭାବେ କାର୍ଯ୍ୟ କରୁଛୁ । ଆମେ ନିଶ୍ଚିତ ଯେ ଏହି ଯୋଜନା ଆମ ଗ୍ରାହକଙ୍କୁ ଆବଶ୍ୟକ ଲାଭ ପ୍ରଦାନ କରିବ ଏବଂ ସେମାନେ ଏକରୁ ଅଧିକ ଉପାୟରେ ଲାଭବାନ ହେବେ ବୋଲି ଟିପିଏସ୍ଓଡିଏଲ୍‌ର ସିଇଓ ଶ୍ରୀ ଅରବିନ୍ଦ ସିଂହ କହିଛନ୍ତି ।’’ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗଙ୍କ ଏକକାଳୀନ ସମାଧାନ ଯୋଜନା (ୱାନ୍ ଟାଇମ୍ ସେଟଲ୍‌ମେଂଟ୍ ସ୍କିମ୍‌) ଅନୁଯାୟୀ,

ସମସ୍ତ ଏଲ୍‌ଟି ବିଦ୍ୟୁତ ଗ୍ରାହକ ଯଦି ବକେୟାକୁ ଗୋଟିଏ ଥରରେ ସମ୍ପୂର୍ଣ୍ଣ ପୈଠ କରିବେ ତେବେ ବିଦ୍ୟୁତ ବକେୟା ଉପରେ ୩୦% ରିହାତି ଓ ବିଳମ୍ବିତ ପେମେଂଟ୍ ସରଚାର୍ଜ ଉପରେ ୮୦% ରିହାତି ପାଇବେ। ଗ୍ରାହକ ଯଦି ଦୁଇଟି ସମାନ ମାସିକ କିସ୍ତି (୫୦%+୫୦%)ରେ ବକେୟା ପୈଠ କରିବେ ତେବେ ବିଦ୍ୟୁତ ବକେୟା ଉପରେ ୨୦% ରିହାତି ଓ ବିଳମ୍ବିତ ପେମେଂଟ୍ ସରଚାର୍ଜ ଉପରେ ୮୦% ରିହାତି ମିଳିବ । ପୁନଶ୍ଚ, ଯଦି ତିନିଟି ମାସିକ କିସ୍ତି (୫୦%+୨୫%+୨୫%)ରେ ବକେୟା ପୈଠ କରାଯିବ ତେବେ ବିଦ୍ୟୁତ ବକେୟା ଉପରେ ୧୫ ପ୍ରତିଶତ ରିହାତି ଓ ବିଳମ୍ବିତ ପେମେଂଟ୍ ସରଚାର୍ଜ ଉପରେ ୮୦% ରିହାତି ମିଳିବ ।

ସେହିପରି, ଏଚ୍‌ଟି ଗ୍ରାହକମାନେ ସର୍ବାଧିକ ତିନିଟି କିସ୍ତି ପ୍ରଦାନ କରି ଓଟିଏସ୍‌ରେ ଥିବା ଲାଭ ହାସଲ କରିପାରିବେ । ଯଦି ଏଚ୍‌ଟି ଗ୍ରାହକ ବକେୟାକୁ ଗୋଟିଏ କିସ୍ତିରେ ପ୍ରଦାନ କରିବେ ତେବେ ଡିପିଏସ୍‌ରେ ୬୦% ରିହାତି, ଦୁଇଟି କିସ୍ତିରେ ଦେଲେ ୫୦% ଏବଂ ତିନିଟି କିସ୍ତିରେ ଦେଲେ ଡିପିଏସ୍ ଉପରେ ୪୦% ରିହାତି ମିଳିବ । ୨୦୨୦ ଡିସେମ୍ବର ୩୧ ପୂର୍ବରୁ ଥିବା ସମସ୍ତ ବିଦ୍ୟୁତ ବକେୟା ପାଇଁ ଏହି ସ୍କିମ୍ ଲାଗୁ ହେବ । ଅଧିକ ବିବରଣୀ ପାଇଁ ଗ୍ରାହକମାନେ ଦେୟମୁକ୍ତ ନମ୍ବର (୧୮୦୦-୩୪୫-୬୭୯୭ କିମ୍ବା ୧୯୧୨)ରେ କଲ୍ କରିପାରିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

Advanced planning and a dedicated workforce have enabled TPCODL to ensure seamless power supply during the 2026 Rath Yatra

July 28, 2026

Srusti Academy of Management and Technology Becomes an AI-Enabled Campus

ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ

July 28, 2026
Srusti Academy of Management and Technology Becomes an AI-Enabled Campus

Srusti Academy of Management and Technology Becomes an AI-Enabled Campus

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

Advanced planning and a dedicated workforce have enabled TPCODL to ensure seamless power supply during the 2026 Rath Yatra

July 28, 2026
ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି ଟିପିସିଓଡିଏଲ୍‌

July 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version