• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ସ୍ତ୍ରୀକୁ ପୋଡିଦେଲା ସ୍ଵାମୀ : ପାରିବାରିକ କଳହର କରୁଣ ପରିଣତି

Proprietor Abhimanyu Maharana by Proprietor Abhimanyu Maharana
February 4, 2023
in ଅପରାଧ, ଓଡ଼ିଶା, ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, ହୋମ୍
0
ଯାତ୍ରୀବାହୀ ଓ ହାଇଓ୍ବାବସ ମଧ୍ୟରେ ଧକ୍କା : ୫ ଯାତ୍ରୀ ଗୁରୁତର, ୧୫ରୁ ଉର୍ଦ୍ଧ୍ବ ଆହତ
Share on FacebookShare on TwitterWhatsapp

୩ ଫେବୃଆରୀ ,ଶୁକ୍ରବାର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବାରିପଦା :- ପରକୀୟା ପ୍ରୀତି ପାଇଁ ସ୍ତ୍ରୀକୁ ପୋଡିଲା ସୈତାନ ସ୍ଵାମୀ । ଏହିପରି ସଙ୍ଗୀନ ଘଟଣା ଘଟିଛି ବାରିପଦା ଟାଉନ ଥାନା ଅନ୍ତର୍ଗତ ମଧୁବନ ଅଞ୍ଚଳରେ । ପରକୀୟା ପ୍ରୀତିକୁ ପାରିବାରିକ କଳହ ପୂର୍ବରୁ ଲାଗି ରହିଥିବା ବେଳେ ଶୁକ୍ରବାର ଏହାର କରୁଣ ପରିଣତି ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ, ମଧୁବନ ୱାର୍ଡ ନମ୍ବର ୭ର ନିବାସୀ ମଦନ ମୋହନ ଦାଶଙ୍କ ବିବାହ ପରେ ମଧ୍ୟ ଅନ୍ୟ ଜଣେ ମହିଳାଙ୍କ ସହ ସମ୍ପର୍କ ରଖିଥିଲା ।

ମଦନଙ୍କର ଅନୈତିକ ସମ୍ପର୍କ ଥିବା ଜାଣିବା ପରେ ସ୍ତ୍ରୀ ତୁଳସୀ ଦାସଙ୍କ ସହିତ ମଦନଙ୍କ ଅନେକ ସମୟରେ ଝଗଡା ଲାଗି ରହୁଥିଲା । ଅନେକ ସମୟରେ ତୁଳସୀଙ୍କୁ ମଦନ ନିର୍ଯାତନା ଦେଉଥିବା ମଧ୍ୟ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ତେବେ ଶୁକ୍ରବାର ଦିନ ପ୍ରାୟ ୧ସମୟରେ ପୂର୍ବର ପାରିବାରିକ କଳହ ଉଗ୍ର ରୂପ ନେଇଥିଲା । ପିଟା ମରା କରିବା ପରେ ପରକୀୟା ପ୍ରୀତିକୁ ନେଇ ରାସ୍ତାରୁ ହଟାଇବାକୁ ଯାଇ କୁଟାଗଦାରେ ସ୍ତ୍ରୀ ତୁଳସୀକୁ ପକାଇ ଜାଳି ଦେଇଛି ସୈତାନ ସ୍ବାମୀ ମଦନ ।

ତୁଳସୀ ପୋଡି ହୋଇ ଚିତ୍କାର କରିବାରୁ ସ୍ଥାନୀୟ ପଡୋଶୀ ଆସି ଦେଖିଲା ବେଳକୁ ତାଙ୍କ ଶରୀରର ପ୍ରାୟତଃ ୮୦ଭାଗ ପୋଡ଼ିଯାଇଛି । ନିଆଁକୁ ଲିଭାଇବା ସହ ଆମ୍ବୁଲାନ୍ସ ଯୋଗେ ବାରିପଦା ସ୍ଥିତ ପିଆରଏମ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ମଦନ ମୋହନ ଦାଶ ଜାଳିଦେବା ପରେ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ବେଳେ ଟାଉନ ଥାନା ପୋଲିସ ପହଞ୍ଚି ଏନେଇ ଅଧିକ ତଦନ୍ତ ଚଳାଇଛି । ଅନ୍ୟପଟେ ତୁଳସୀଙ୍କ ଅବସ୍ଥା ସଂକଟାପନ୍ନ ଥିବା ବେଳେ ଚିକିତ୍ସା ବ୍ୟବସ୍ଥା ଜାରି ରହିଛି.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version