• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଢେଙ୍କାନାଲ ଜିଲ୍ଲା ଭୁବନ : ଏୟୁସିସି ବ୍ୟାଙ୍କ ନିର୍ଦ୍ଦେଶକ ଅଭିମନ୍ୟୁ ବେହେରା ମାର୍କଫେଡ ନିର୍ଦ୍ଦେଶକ ହେଲେ

Proprietor Abhimanyu Maharana by Proprietor Abhimanyu Maharana
February 7, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଢେଙ୍କାନାଲ ଜିଲ୍ଲା ଭୁବନ : ଏୟୁସିସି ବ୍ୟାଙ୍କ ନିର୍ଦ୍ଦେଶକ ଅଭିମନ୍ୟୁ ବେହେରା ମାର୍କଫେଡ ନିର୍ଦ୍ଦେଶକ ହେଲେ
Share on FacebookShare on TwitterWhatsapp

୭ ଫେବୃଆରୀ ,ମଙ୍ଗଳବାର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନ  :- ଢେଙ୍କାନାଲ ଜିଲ୍ଲା ଭୁବନ ବ୍ଲକ ଅନ୍ତର୍ଗତ ମଠକରଗୋଳା ର ପୂର୍ବତନ ସରପଂଚ , ବିଶିଷ୍ଟ ସମାଜସେବୀ ,ପରୋପକାରୀ ତଥା ସମବାୟବିତ୍ ଅଭିମନ୍ୟୁ ବେହେରା ଓଡଶା ରାଜ୍ୟ ସମବାୟ ବାଣିଜ୍ୟିକ ସଂଘ (ମାର୍କଫେଡ) , ଭୁବନେଶ୍ୱର ନିର୍ଦ୍ଦେଶକ ଭାବେ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଥିବା ଜଣାପଡିଛି । ଏହି ଘଟଣା ଜଣାପଡିବା ପରେ ସମଗ୍ର କାମାକ୍ଷାନଗର ନିର୍ବାଚନ ମଣ୍ଡଳୀରେ ଆନନ୍ଦ ପ୍ରକାଶ ପାଇଛି । ଶ୍ରୀଯୁକ୍ତ ବେହେରା ପର୍ଜଙ୍ଗ ,

କଙ୍କଡାହାଡ ଓ ଭୁବନ ବ୍ଲକ କୁ ନେଇ ଗଠିତ ୧୮ ନମ୍ବର ଭୁବନ ଜୋନ ନିର୍ଦ୍ଦେଶକ ଭାବେ ନିଦ୍ୱର୍ନ୍ଦରେ ନିର୍ବାଚିତ ହେବା ପରେ କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି , ଇସ୍ପାତ ଓ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଓ ପର୍ଜଙ୍ଗ ବିଧାୟକ ଡା.ନୃସିଂହ ଚରଣ ସାହୁ ଙ୍କୁ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି । ଶ୍ରୀଯୁକ୍ତ ବେହେରା ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ ,

ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ମଲ୍ଲିକ ଓ ପର୍ଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁ ଙ୍କ ଯୋଗୁ ତାଙ୍କର ବିଜୟ ହୋଇଛି । ଶ୍ରୀଯୁକ୍ତ ବେହେରା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ବିଜୁ ଜନତା ଦଳର ଜଣେ ସକ୍ରିୟ କର୍ମୀ ଭାବେ ଦୀର୍ଘ ୨୫ ବର୍ଷ ହେଲା କାମ କରୁଛନ୍ତି ଓ ଏହା ପୂର୍ବରୁ ଅନୁଗୁଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ଲିଃ ରେ ମଧ୍ୟ ନିର୍ଦ୍ୱନ୍ଦରେ ନିର୍ଦ୍ଦେଶକ ଭାବେ ନିର୍ବାଚିତ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version