• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜାଣନ୍ତୁ ଆପଣଙ୍କର ରାଶିଫଳ – ୧୨ ଜୁନ୍ ଶୁକ୍ରବାର

Proprietor Abhimanyu Maharana by Proprietor Abhimanyu Maharana
June 12, 2020
in Uncategorized, ଓଡ଼ିଶା, ଦେଶ, ରାଶିଫଳ, ହୋମ୍
0
ଜାଣନ୍ତୁ ଆପଣଙ୍କର ରାଶିଫଳ – ୧୨ ଜୁନ୍ ଶୁକ୍ରବାର
Share on FacebookShare on TwitterWhatsapp

–

ଓଡିଶା ତାଜା ନ୍ୟୁଜ୍ (୧୨ ଜୁନ୍ ଶୁକ୍ରବାର ) ଭୁବନେଶ୍ୱର : – ମେଷ : ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ। ପାରିବାରିକ ସଦସ୍ୟମାନଙ୍କ ସାଥିରେ ଭୋଜନ କରିବା ତଥା ଆନନ୍ଦଦାୟକ ସମୟ ବିତାଇବାର ଯୋଗ ଅଛି। ଆର୍ଥିକ ମାମଲାରେ ଭବିଷ୍ୟତ ପାଇଁ ଭଲ ପ୍ଲାନିଙ୍ଗ କରିପାରିବେ। ଲକ୍ଷ୍ମୀଙ୍କର କୃପାରେ ଆୟରେ ବୃଦ୍ଧି ହେବ। ପରିବାରରେ ସୁଖ ଶାନ୍ତି ରହିବ। କୁଟୁମ୍ବ ଏବଂ ମିତ୍ରମାନଙ୍କ ସାଥିରେ ଆନନ୍ଦରେ ସମୟ ବିତାଇବେ। ଆପଣଙ୍କ ଆୟ ଏବଂ ବ୍ୟାପାର-ଧନ୍ଦାରେ ବୃଦ୍ଧି ହେବ। ବ୍ୟାପାର କ୍ଷେତ୍ରରେ ସଂପର୍କ ଏବଂ ଚିହ୍ନା ଲୋକମାନଙ୍କଠାରୁ ଲାଭ ହେବ। ମହିଳା ବର୍ଗଙ୍କ ତରଫରୁ ଲାଭ ହେବ।

ବୃଷ : ସ୍ଵାସ୍ଥ୍ୟ ଭଲ ରହିବାଯୋଗୁଁ ସୁଖ ଏବଂ ଆନନ୍ଦର ଅନୁଭୂତି ହେବ। ପରିଜନମାନଙ୍କ କିମ୍ବା ମିତ୍ରମାନଙ୍କ ତରଫରୁ ଉପହାର ମିଳିବ। ଯାତ୍ରା ଏବଂ ସ୍ଵାଦିଷ୍ଟ ଭୋଜନରେ ଦିନ ଭଲ ଭାବରେ କଟିବ। ଆର୍ଥିକ ଲାଭର ସମ୍ଭାବନା ଅଛି। ଶାରୀରିକ ଏବଂ ମାନସିକ ସୁଖ ରହିବ। ଚାକିରି-ବ୍ୟବସାୟରେ ଆପଣଙ୍କ କାର୍ଯ୍ୟଗୁଡ଼ିକର ପ୍ରଶଂସା ହେବ। ବ୍ୟାପାରିମାନଙ୍କ ଦ୍ଵାରା କାମର ପ୍ରଶଂସା ହେବ। ପ୍ରମୋଶନର ଯୋଗ ଅଛି। ସମାଜରେ ମାନ-ପ୍ରତିଷ୍ଠା ବଢ଼ିବ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ।

ମିଥୁନ : ଆଜି ନିୟନ୍ତ୍ରଣଶୀଳ ଏବଂ ବିଚାରପୂର୍ଣ୍ଣ ବ୍ୟବହାର ଆପଣଙ୍କୁ ବହୁତ ଅନିଷ୍ଟରୁ ବଞ୍ଚାଇବ। ଆପଣଙ୍କ ବ୍ୟବହାରରେ ଭୁଲ ବୁଝାବଣା ସୃଷ୍ଟି ହୋଇପାରେ। ଶାରୀରିକ କଷ୍ଟ, ମନକୁ ମଧ୍ୟ ଅସୁସ୍ଥ ବନାଇପାରେ। ପରିବାରରେ କ୍ଲେଶର ବାତାବରଣ ହୋଇପାରେ। ଖର୍ଚ୍ଚ ଅଧିକ ନ ହେଉ, ଏହାର ଧ୍ୟାନ ରଖିବେ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ରୁଚି ରହିବ। ଶାରୀରିକ ଏବଂ ମାନସିକ ରୂପରେ ଆନନ୍ଦିତ ରହିବେ। ଭାଗ୍ୟବୃଦ୍ଧିର ଅବସର ମିଳିବ। ପରିବାରରେ ଭାଇ-ଭଉଣୀମାନଙ୍କ ସହିତ ଆନନ୍ଦପୂର୍ବକ ସମୟ ବ୍ୟତୀତ ହେବ। ଚାକିରି ପେଶାଲୋକଙ୍କୁ ଲାଭ ହେବ।

କର୍କଟ : ଆକସ୍ମିକ ଧନ ପ୍ରାପ୍ତିଯୋଗୁଁ ଦିନ ଅତ୍ୟନ୍ତ ରୋମାଞ୍ଚକ ଏବଂ ଆନନ୍ଦପ୍ରଦ ବନି ରହିବ। ଆୟରେ ବୃଦ୍ଧି ହେବ। ବ୍ୟାପାରିମାନଙ୍କୁ ଲାଭ ହେବାପରି ସୌଦା ହେବ। ପୁତ୍ର ଏବଂ ପତ୍ନୀଙ୍କଠାରୁ ଲାଭ ହେବ। ଯାତ୍ରା ପର୍ଯ୍ୟଟନ ତଥା ବିବାହୋତ୍ସୁକ ବ୍ୟକ୍ତିମାନଙ୍କ ପାଇଁ ବିବାହର ଯୋଗ ଅଛି। ଉତ୍ତମ ଭୋଜନ ଏବଂ ସ୍ତ୍ରୀ ସୁଖ ମିଳିବ। ବାହରର ଖାଦ୍ୟ ଖାଇବାରୁ ନିଜକୁ ଦୂରରେ ରଖନ୍ତୁ। ସ୍ଵାସ୍ଥ୍ୟ ପଛରେ ଧନ ଖର୍ଚ୍ଚ ହୋଇପାରେ। ନକାରାତ୍ମକ ବିଚାର ମନ ଉପରେ ପ୍ରଭାବ ପକାଇପାରେ। ପାରିବାରିକ ସଦସ୍ୟମାନଙ୍କ ସହିତ ସାବଧାନ ପୂର୍ବକ ରୁହନ୍ତୁ।

ସିଂହ : କାର୍ଯ୍ୟଗୁଡ଼ିକରେ ବିଳମ୍ବରେ ସଫଳତା ମିଳିବ। ଅଫିସ୍ କିମ୍ବା ଘରେ ଦାୟିତ୍ୱ ବଢ଼ିବ। ଜୀବନରେ ଅଧିକ ଗମ୍ଭୀରତା ଅନୁଭବ କରିବେ। ନୂଆ ସମ୍ବନ୍ଧ ସ୍ଥାପିତ କରିବା କିମ୍ବା କାର୍ଯ୍ୟ ସମ୍ବନ୍ଧରେ ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ସମ୍ଭାଳି କରି ନିଅନ୍ତୁ। ପିତାଙ୍କ ସହିତ ମତଭେଦ ହୋଇପାରେ। ଆଜିର ଦିନ ଅନୁକୂଳତାରେ ପରିପୂର୍ଣ୍ଣ ରହିବ। ଦାମ୍ପତ୍ୟ ଜୀବନରେ ମଧୁରତା ରହିବ। ବିପରୀତ ଲିଙ୍ଗ ବ୍ୟକ୍ତିମାନଙ୍କ ତରଫରୁ ଆକର୍ଷଣ ଅନୁଭବ କରିବେ। ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଉତ୍ତମ ଭୋଜନ ଏବଂ ବସ୍ତ୍ରାଭୂଷଣ ତଥା ବାହନର ପ୍ରାପ୍ତି ହେବ।

କନ୍ୟା : ଶରୀରରେ ଆଲସ୍ୟ ଏବଂ ଚିନ୍ତାର ଅନୁଭବ ହୋଇପାରେ। ସନ୍ତାନମାନଙ୍କ ସହିତ ମତଭେଦ କିମ୍ବା ମନମାଳିନ୍ୟ ହୋଇପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଅଫିସ୍ ରେ ଉଚ୍ଚ ପଦାଧିକାରିମାନଙ୍କ ସହିତ ଆପଣଙ୍କ ବାଦ-ବିବାଦ ହୋଇପାରେ। ଧାର୍ମିକ କାର୍ଯ୍ୟଗୁଡ଼ିକରେ କିମ୍ବା ଧାର୍ମିକ ଯାତ୍ରା ପଛରେ ଧନ ଖର୍ଚ୍ଚ ହୋଇପାରେ। ଯଦି ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ତେବେ ଆଜି ଅନେକ ସମସ୍ୟାରୁ ରକ୍ଷା ପାଇପାରିବେ। ବାଦ-ବିବାଦରେ ପଡ଼ନ୍ତୁ ନାହିଁ। ଅନାବଶ୍ୟକ ଖର୍ଚ୍ଚ ଉପରେ ଅଂକୁଶ ରଖିବେ। ସ୍ଵାସ୍ଥ୍ୟ ହାଲୁକା ଖରାପ ରହିବ। ଆର୍ଥିକ କ୍ଷତିର ଆଶଂକା ଅଛି।

ତୁଳା : ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। କଟୁ ବଚନ କିମ୍ବା ଖରାପ ବ୍ୟବହାର କାରଣରୁ ଝଗଡ଼ା କିମ୍ବା ବିବାଦ ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଆକସ୍ମିକ ଧନଲାଭ ହେବ। ସମୟରେ ଭୋଜନ କରିବାରେ ବିଳମ୍ବ ହୋଇପାରେ। ଅତ୍ୟଧିକ କାମର ବୋଝରେ ଥକା ଏବଂ ମାନସିକ ଚିନ୍ତା ହୋଇପାରେ। କଫ ଏବଂ ଜ୍ୱର କାରଣରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ମାନସିକ ଅସୁସ୍ଥତା ଅନୁଭବ କରିବେ। ଧାର୍ମିକ ଏବଂ ସାମାଜିକ କାର୍ଯ୍ୟଗୁଡ଼ିକରେ ଧନ ଖର୍ଚ୍ଚ ହୋଇପାରେ। ପୁଞ୍ଜି ନିବେଶରେ ଦାୟିତ୍ୱହୀନତା କରନ୍ତୁ ନାହିଁ।

ବିଚ୍ଛା : ଚାକିରି-ବ୍ୟବସାୟ କ୍ଷେତ୍ରରେ ଆଜି ଆପଣଙ୍କୁ ଲାଭ ହିଁ ଲାଭର ଯୋଗ ଅଛି। ମିତ୍ର ତଥା ପରିଜନମାନଙ୍କଠାରୁ ମଧ୍ୟ ଲାଭ ପ୍ରାପ୍ତିର ସଂକେତ ଅଛି। ସାମାଜିକ ସମାରୋହ, ପର୍ଯ୍ୟଟନ ପରି ପ୍ରସଙ୍ଗରେ ଯାଇପାରନ୍ତି। ଆୟର ସ୍ରୋତ ବଢ଼ିବ। ଅବିବାହିତମାନଙ୍କ ପାଇଁ ବୈବାହିକ ଯୋଗବନିବ। ସାଂସାରିକ ଜୀବନରେ ଆନନ୍ଦ ଅନୁଭବ କରିବେ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସୁଖଦାୟକ ଘଟଣା ହେବ। କାର୍ଯ୍ୟରେ ଯଶ ଏବଂ ସଫଳତା ମିଳିବ। ସ୍ଵାସ୍ଥ୍ୟ ଭଲ ରହିବ। ଚାକିରିରେ ସଫଳତା ମିଳିବ। ଆର୍ଥିକ ଲାଭ ମିଳିବ।

ଧନୁ : ଆର୍ଥିକ ଏବଂ ବ୍ୟାପାରିକ ଆୟୋଜନ କରିବା ପାଇଁ ଦିନ ଶୁଭ ଅଟେ। ପରୋପକାରର ଭାବନା ରହିବ। ଆମୋଦ-ପ୍ରମୋଦରେ ଆପଣଙ୍କ ଦିନ କଟିବ। ଚାକିରି ବ୍ୟବସାୟରେ ଉନ୍ନତି ଏବଂ ମାନ-ସମ୍ମାନ ପ୍ରାପ୍ତି ହେବ। ଗୃହସ୍ଥ ଜୀବନରେ ଆନନ୍ଦ ହିଁ ଆନନ୍ଦ ହେବ। ମାନହାନି ହେବାର ଆଶଂକା ଅଛି। ଶେୟାର-ସଟ୍ଟା ଆଡ଼କୁ ଧ୍ୟାନ ଦିଅନ୍ତୁ ନାହିଁ କ୍ଷତି ଗ୍ରସ୍ତ ହୋଇପାରନ୍ତି। ବିଦ୍ୟାର୍ଥିମାନଙ୍କପାଇଁ ପାଠପଢ଼ାରେ ସଫଳତା ମିଳିବ। ଆର୍ଥିକ ଆୟୋଜନ ସଫଳତା ପୂର୍ବକ ସମ୍ପୂର୍ଣ୍ଣ କରି ପାରିବେ। ଶୁଭ ସମାଚାର ମିଳିବ।

ମକର : ଆଜିର ଦିନ ମିଶ୍ରତ ଫଳଦାୟୀ ପ୍ରମାଣିତ ହେବ। ବୌଦ୍ଧିକ କାର୍ଯ୍ୟଗୁଡ଼ିକରେ ଏବଂ ବ୍ୟବସାୟରେ ନୂଆ ବିଚାରଧାରାକୁ ନେଇ ଚାଲିବେ। ଲେଖନ ଏବଂ ସାହିତ୍ୟ ସମ୍ବନ୍ଧିତ ପ୍ରବୃତ୍ତିଗୁଡ଼ିକରେ ଆପଣଙ୍କ ସୃଜନାତ୍ମକତା ଦେଖାଯିବ। ଅସୁସ୍ଥତା ଅନୁଭବ କରିପାରନ୍ତି। ସନ୍ତାନମାନଙ୍କର ଭବିଷ୍ୟତକୁ ନେଇକରି ଚିନ୍ତା ହୋଇପାରେ। ଆଜିର ଦିନ ଆନନ୍ଦ ଏବଂ ଉତ୍ସାହରେ ପରିପୂର୍ଣ୍ଣ ରହିବ। ଘରେ କୌଣସି ମାଙ୍ଗଳିକ ପ୍ରସଂଗର ଆୟୋଜନ ହେବ। ନୂଆ କାର୍ଯ୍ୟର ଆରମ୍ଭ କରିବା ପାଇଁ ଶୁଭ ଦିନ ଅଟେ। ନିଜ ପରିଜନ ଅଥବା ସମ୍ପର୍କୀୟମାନଙ୍କ ଏବଂ ମିତ୍ରମାନଙ୍କ ସହିତ ସାକ୍ଷାତ କରି ହେବ।

କୁମ୍ଭ : ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଖର୍ଚ୍ଚ ବଢ଼ିପାରେ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି। ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦେବାର ଆବଶ୍ୟକତା ଅଛି। ବାହନ ଚଳାଇବା ସମୟରେ ଏବଂ ରାସ୍ତାରେ ସଜାଗ ରୁହନ୍ତୁ। ମନରେ ଫୁର୍ତ୍ତିର ଅଭାବ ରହିବ। ମାତାଙ୍କ ସହିତ ମନମାଳିନ୍ୟ ହୋଇପାରେ। ଅନିଦ୍ରା ଯୋଗୁଁ ଅସୁବିଧାରେ ପଡ଼ିପାରନ୍ତି। ସମୟରେ ଭୋଜନ ନ ମିଳିବାରୁ କ୍ରୋଧିତ ହେବ। କାଗଜାପତ୍ର ମାମଲାରେ ସାବଧାନ ରୁହନ୍ତୁ।

ମୀନ : ଆଜିର ଦିନ ବ୍ୟାପାରରେ ଭାଗିଦାରୀ ପାଇଁ ଉତ୍ତମ ଅଟେ। ପତି-ପତ୍ନୀଙ୍କ ମଧ୍ୟରେ ଦାମ୍ପତ୍ୟ ଜୀବନରେ ନିକଟତର ଅନୁଭବ ହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ମିଳନ ଏବଂ ସାକ୍ଷାତକରି ହେବ। ସାର୍ବଜନିକ ଜୀବନରେ ପ୍ରଗତି ହେବ। ଉତ୍ତମ ବୈବାହିକ ସୁଖ ପ୍ରାପ୍ତି ହେବ। ବ୍ୟାପାରରେ ଆର୍ଥିକ ଲାଭ ହେବ। ଭାଇ-ଭଉଣୀମାନଙ୍କର ସହଯୋଗ ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଭଲ ଅଟେ। ପ୍ରିୟ ବ୍ୟକ୍ତିଙ୍କ ସହିତ ସାକ୍ଷାତ କରିବେ। ପ୍ରତିଦ୍ୱନ୍ଦ୍ୱୀମାନଙ୍କର ବିପକ୍ଷରେ ସଫଳତା ମିଳିବ। ନୂଆ କାର୍ଯ୍ୟ ପାଇଁ ଅନୁକୂଳ ଦିନ ଅଟେ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 28, 2026
ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମସ୍ୟା ଦୂରୀକରଣ ନେଇ ନୟାଗଡ଼ ଜିଲ୍ଲାପାଳଙ୍କୁ ପତ୍ର

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମସ୍ୟା ଦୂରୀକରଣ ନେଇ ନୟାଗଡ଼ ଜିଲ୍ଲାପାଳଙ୍କୁ ପତ୍ର

April 28, 2026
ପୂଜ୍ୟପୂଜା କମିଟି ପକ୍ଷରୁ ମଧୁ ଜୟନ୍ତୀ ପାଳିତ

ପୂଜ୍ୟପୂଜା କମିଟି ପକ୍ଷରୁ ମଧୁ ଜୟନ୍ତୀ ପାଳିତ

April 28, 2026

Recent News

ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 28, 2026
ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମସ୍ୟା ଦୂରୀକରଣ ନେଇ ନୟାଗଡ଼ ଜିଲ୍ଲାପାଳଙ୍କୁ ପତ୍ର

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମସ୍ୟା ଦୂରୀକରଣ ନେଇ ନୟାଗଡ଼ ଜିଲ୍ଲାପାଳଙ୍କୁ ପତ୍ର

April 28, 2026
ପୂଜ୍ୟପୂଜା କମିଟି ପକ୍ଷରୁ ମଧୁ ଜୟନ୍ତୀ ପାଳିତ

ପୂଜ୍ୟପୂଜା କମିଟି ପକ୍ଷରୁ ମଧୁ ଜୟନ୍ତୀ ପାଳିତ

April 28, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 28, 2026
ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version