• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ପାଇଁ କେନ୍ଦ୍ର ସରକାରଙ୍କର ଫୁଡ ସବସିଡ, ଧାନ କିଣା ଲକ୍ଷ୍ୟ ବର୍ଷକୁ ବର୍ଷ ବଢୁଛି : ବସନ୍ତ ପଣ୍ଡା

Proprietor Abhimanyu Maharana by Proprietor Abhimanyu Maharana
February 8, 2023
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ଓଡିଶା ପାଇଁ କେନ୍ଦ୍ର ସରକାରଙ୍କର ଫୁଡ ସବସିଡ, ଧାନ କିଣା ଲକ୍ଷ୍ୟ ବର୍ଷକୁ ବର୍ଷ ବଢୁଛି : ବସନ୍ତ ପଣ୍ଡା
Share on FacebookShare on TwitterWhatsapp

A. ଚାଷୀମାନଙ୍କୁ ୪୮ ଘଂଟା ଭିତରେ ଅର୍ଥ ଦେବାର ଘୋଷଣା କରିଥିଲା ବେଳେ ଏକ ମାସ ପରେ ବି ଚାଷୀମାନଙ୍କୁ ଧାନ କିଣା ଅର୍ଥ ଓଡିଶାରେ ମିଳିପାରୁନି

B. ଏବେ ୨୦ ଦିନ ହେଲାଣି ଯୋଗାଣ ବିଭାଗର ଏମଡିଙ୍କର ପତା ନାହିଁ

C. ୨୦୧୩ ମସିହାରେ ଓଡିଶାକୁ ଫୁଡ ସବସିଡ ଆକାରରେ ମିଳୁଥିଲା ୩୦୪୧ କୋଟି ଟଙ୍କା । ଏବେ ମିଳୁଛି ୮୪୦୦ କୋଟି ଟଙ୍କା । ଏହା ବାଦ ପୁଣି ଧାନ କିଣା ଅର୍ଥ ଅଲଗା ମିଳୁଛି

D. ୨୦୧୩ ମସିହାରେ ମୋଟ ଫୁଡ ସବସିଡ ଥିଲା ୯୦ ହଜାର କୋଟି । ଏବେ ଦେଶର ମୋଟ ଫୁଡ ସବସିଡ ବଜେଟ ହେଉଛି ୧ ଲକ୍ଷ ୯୭ ହଜାର କୋଟି

E. ଓଡିଶାର ଚାଷୀ ମାନଙ୍କ ପାଖରୁ କେନ୍ଦ୍ର ସରକାର ୨୦୦୯ ରୁ ୨୦୧୪ ଆର୍ଥିକ ବର୍ଷ ମଧ୍ୟରେ ୧୪.୨୬ ମିଲିୟନ ମେଟ୍ରିକ ଟନ ଧାନ କିଣିଥିବା ବେଳେ ମୋଦି ସରକାରଙ୍କ ସମୟରେ ୨୦୧୪ ରୁ ୨୦୨୨ ମଧ୍ୟରେ ୩୬.୮୬ ମିଲିୟନ ମେଟ୍ରିକ୍ ଟନର ଧାନ କିଣାଯାଇଛି

୮ ଫେବୃଆରୀ, ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମାନ୍ୟବର ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣା ଓ ଓଡିଶାରେ ଧାନ ବିକ୍ରି ଅବ୍ୟବସ୍ଥାରୁ ନଜର ହଟାଇବା ପାଇଁ ବିିଜୁ ଜନତା ଦଳ ପ୍ରତିଦିନ ନୁଆ ନୁଆ ମିଛ ଅଭିଯୋଗ କରୁଛି । ରାଜ୍ୟ ସରକାରଙ୍କର ଧାନ କିଣା ବ୍ୟବସ୍ଥାର ନୋଡାଲ ଏଜେନ୍ସି ହେଉଛି ରାଜ୍ୟ ଯୋଗାଣ ନିଗମ । କେନ୍ଦ୍ର ସରକାର ଧାନ କ୍ୱିଂଟାଲ ପିଛା ୨୦୪୦ ଟଙ୍କା ହିସାବରେ ଧାନ କିଣା ଅର୍ଥ ରାଜ୍ୟ ସରକାରଙ୍କୁ ଦିଅନ୍ତି । ରାଜ୍ୟ ସରକାର ଧାନ କିଣା ପ୍ରକ୍ରିୟାକୁ ଯୋଗାଣ ବିଭାଗ ମାଧ୍ୟମରେ କ୍ରିୟାନୟନ କରନ୍ତି । ଏବେ ୨୦ ଦିନ ହେଲାଣି ଯୋଗାଣ ବିଭାଗର ଏମଡିଙ୍କର ପତା ନାହିଁ । ଚାଷୀମାନଙ୍କୁ ୪୮ ଘଂଟା ଭିତରେ ଅର୍ଥ ଦେବାର ଘୋଷଣା କରିଥିଲା ବେଳେ ଏକ ମାସ ପରେ ବି ଚାଷୀମାନଙ୍କୁ ଧାନ କିଣା ଅର୍ଥ ଓଡିଶାରେ ମିଳିପାରୁନି ।

ଚାଷୀମାନେ ଏବେ ଘୋର ହତାଶରେ ଯେ ସେମାନଙ୍କୁ ଧାନ କିଣା ଅର୍ଥ ମିଳିବ କି ନାହିଁ ? ଏସବୁ ପ୍ରସଙ୍ଗରୁ ଧ୍ୟାନ ହଟାଇବା ପାଇଁ ବିଜୁ ଜନତା ଦଳର ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଆଜି ଫୁଡ ସବସିଡ ଓ ଧାନ କିଣାକୁ ନେଇ ଗୁଡିଏ ମିଥ୍ୟା ତଥ୍ୟ ଦେଇ ଓଡ଼ିଶାବାସୀଙ୍କ ଆକ୍ରୋଶରୁ ନିଜ ଦଳକୁ ବଂଚାଇବା ପାଇଁ ଚେଷ୍ଟା କରୁଛନ୍ତି ବୋଲି ବିଜେପି ସାଂସଦ ବସନ୍ତ ପଣ୍ଡା ପ୍ରତିକ୍ରିୟାରେ କହିଛନ୍ତି ।
ଶ୍ରୀ ପଣ୍ଡା କହିଛନ୍ତି ଯେ ୨୦୧୩ ମସିହାରେ ଓଡିଶାକୁ ଫୁଡ ସବସିଡ ଆକାରରେ ମିଳୁଥିଲା ୩୦୪୧ କୋଟି ଟଙ୍କା । ଏବେ ମିଳୁଛି ୮୪୦୦ କୋଟି ଟଙ୍କା । ଏହା ବାଦ ପୁଣି ଧାନ କିଣା ଅର୍ଥ ଅଲଗା ମିଳୁଛି ।

ସାରା ଦେଶ ପାଇଁ ୨୦୧୩ ମସିହାରେ ମୋଟ ଫୁଡ ସବସିଡ ଥିଲା ୯୦ ହଜାର କୋଟି । ଏବେ ଦେଶର ମୋଟ ଫୁଡ ସବସିଡ ବଜେଟ ହେଉଛି ୧ ଲକ୍ଷ ୯୭ ହଜାର କୋଟି । ପ୍ରସନ୍ନ ଆଚାର୍ଯ୍ୟ ବାବୁ ଗଣିତ କଷି କୁହନ୍ତୁ ଫୁଡ ସବସିଡ କମିଲା କି ବଢିଲା ? ଓଡିଶାର ଚାଷୀ ମାନଙ୍କ ପାଖରୁ କେନ୍ଦ୍ର ସରକାର ୨୦୦୯ ରୁ ୨୦୧୪ ଆର୍ଥିକ ବର୍ଷ ମଧ୍ୟରେ ୧୪.୨୬ ମିଲିୟନ ମେଟ୍ରିକ ଟନ ଧାନ କିଣିଛନ୍ତି । ମାତ୍ର ମୋଦି ସରକାରଙ୍କ ସମୟରେ ଓଡିଶାରେ ଆର୍ଥିକ ବର୍ଷ ୨୦୧୪ ରୁ ୨୦୨୨ ମଧ୍ୟରେ ୩୬.୮୬ ମିଲିୟନ ମେଟ୍ରିକ୍ ଟନର ଧାନ କିଣାଯାଇଛି । ୨୦୧୩-୧୪ ଆର୍ôଥକ ବର୍ଷରେ ଧାନର ଏମଏସପି କ୍ୱିଟାଂଲ ପ୍ରତି ୧୩୧୦ ଟଙ୍କା ଥିଲା ବର୍ତମାନ ଧାନର ଏମଏସପି କ୍ୱିଂଟାଲ ହେଉଛି ୨୦୪୦ ଟଙ୍କା ।

ଏହା କଣ ପ୍ରସନ୍ନ ବାବୁଙ୍କୁ ଜଣା ନାହିଁ କି? ଯଦି ବିଜୁ ଜନତା ଦଳ ଚାହୁଁଛି ଧାନ କ୍ୱିଂଟାଲ ପିଛା ୨୯୩୦ ଟଙ୍କା ହେଉ ବୋଲି ତାହେଲେ ବାକି ଅର୍ଥ ରାଜ୍ୟ ସରକାର ନିଜ ବଜେଟରୁ ଚାଷୀମାନଙ୍କୁ ଦିଅନ୍ତୁ ବୋଲି ଶ୍ରୀ ପଣ୍ଡା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ପରାମର୍ଶ ଦେଇଛନ୍ତି । ଓଡିଶାରେ ଧାନମଣ୍ଡିରେ କଟ୍‌ନୀ ଛଟନୀ, ମିଲରଙ୍କ ଚାଷୀମାରଣ ନୀତି ପାଇଁ ଓଡ଼ିଶାରେ ଧାନ କିଣା ବ୍ୟବସ୍ଥା ଆଜି ବିପର୍ଯ୍ୟସ୍ତ । ବିଭିନ୍ନ ରାଜ୍ୟମାନେ ନିଜ ବଜେଟ୍‌ରେ ଚାଷୀମାନଙ୍କୁ ଧାନ କ୍ୱିଂଟାଲ ପିଛା ୧୦୦ ରୁ ୧୦୦୦ଟଙ୍କା ବୋନସ ଦେଉଥିବାବେଳେ ଓଡ଼ିଶା ସରକାର କାହିଁକି ଟଙ୍କାଟିଏ ବି ବୋନସ ଦେଉନାହାନ୍ତି ଏହାର ଜବାବ୍ ବିଜୁ ଜନତା ଦଳ ଦେଉ ବୋଲି ଶ୍ରୀ ପଣ୍ଡା କହିଛନ୍ତି ।

ଓଡିଶାରେ ବର୍ଷ ୨୦୧୪-୨୧ ଅଗଷ୍ଟ ମାସ ସୁଦ୍ଧା ୨୦,୨୭୨.୩୩ ଟନ ଡାଲି କିଣାଯାଇଛି ଏବଂ ଏହାର ଏମଏସପି କ୍ୱିଂଟାଲ ପ୍ରତି ୬୨୭୧.୧୧ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି । ବର୍ଷ ୨୦୧୪-୨୧ ଅଗଷ୍ଟ ମାସ ସୁଦ୍ଧା ଓଡ଼ିଶା ଚାଷୀଙ୍କ ଠାରୁ ୧୨,୯୫୭.୬୩ ଟନ ତୈଳଜାତ ସାମଗ୍ରୀ ଭାରତ ସରକାର କିଣିଛନ୍ତି ଓ ଏହାର ଏମଏସପି କ୍ୱିଟାଲ ପ୍ରତି ୪୩୫୧.୮୮ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି । ଏବେ ପ୍ରସନ୍ନ ବାବୁ ଜବାବ ଦିଅନ୍ତୁ ଯେ ତାଙ୍କ ଦଳର ସରକାର କ୍ରମାଗତ ୨୩ ବର୍ଷ ଧରି କ୍ଷମତା ରହିବା ପରେ ବି କାହିଁକି ଚାଷୀଙ୍କ ଆୟ ଓଡିଶାରେ ସବୁଠାରୁ କମ୍ । କାହିଁକି ମୁଖ୍ୟମନ୍ତ୍ରୀ ୨୦୧୩ ଓ ୨୦୧୬ରେ ଘୋଷଣା କରିଥିବା ୧୦୦ ଟଙ୍କାର ବୋନସ ଦେଲେ ନାହିଁ ତାହାର ଜବାବ ଦିଅନ୍ତୁ । ପଶ୍ଚିମ ଓଡିଶାରେ ଚାଷୀମାନେ ନରେନ୍ଦ୍ର ମୋଦିଙ୍କ ଉପରେ ଭରଷା କରି ସମସ୍ତ ଲୋକସଭାରେ ବିଜେପିକୁ ଜିତାଇଥିଲେ । ସେଥିପାଇଁ ଭାରି କଷ୍ଟ ପାଉଛନ୍ତି ପ୍ରସନ୍ନ ଆଚାର୍ଯ୍ୟ । ସେଥିପାଇଁ ସେ ଏଭଳି ମିଛ କଥା କହୁଛନ୍ତି ବୋଲି ଶ୍ରୀ ପଣ୍ଡା କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version