• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ : ଜଣେ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
February 8, 2023
in ଓଡ଼ିଶା, କନ୍ଧମାଳ, ହୋମ୍
0
ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ : ଜଣେ ଗିରଫ
Share on FacebookShare on TwitterWhatsapp

୮ ଫେବୃଆରୀ, ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବାଲିଗୁଡ଼ା :- ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍ । ୬୩ କେଜି ୨୫୦ ଗ୍ରାମ ଗଞ୍ଜେଇ ସହ ଜଣେ ଚାଲାଣକାରୀ ଗିରଫ । ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସବ୍ ଇନ୍ସପେକ୍ଟର ଆଶୁତୋଷ ପାଇକରାୟ ନିଜ ଟିମ୍ ସହ ପାଟ୍ରୋଲିଂ କରୁଥିବା ସମୟରେ ଲଣ୍ଡାଗାଁ ପଞ୍ଚାୟତର ଘୋଡାବାଲି ଗାଁ ନିକଟରେ ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ହେଉଥିବାବେଳେ ୬୨ କେଜି ୨୫୦ ଗ୍ରାମ ଗଞ୍ଜେଇ ସହ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ୍ । ଗିରଫ ବ୍ୟକ୍ତି ଜଣକ ଘୋଡ଼ାବାଲି ଗ୍ରାମର ଦୌରଥ ବାଘ ହୋଇଥିବା ବେଳେ ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ତିନି ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି । ସେପଟେ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ୍ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

August 10, 2026
ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

August 10, 2026
ସ୍ବର୍ଗତ ଛାତ୍ର ସନ୍ତୋଷ ସାହୁଙ୍କ ସ୍ମୃତି ଚାରଣ ସଭା

ସ୍ବର୍ଗତ ଛାତ୍ର ସନ୍ତୋଷ ସାହୁଙ୍କ ସ୍ମୃତି ଚାରଣ ସଭା

August 10, 2026
1984 ମସିହା ISc ଵେଚ ର ବନ୍ଧୁ ମିଳନ

1984 ମସିହା ISc ଵେଚ ର ବନ୍ଧୁ ମିଳନ

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

August 10, 2026
ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version